Home Left

ବେଆଇନ ପିଚୁ ପ୍ଲାଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ

ଯାଜପୁର ଅଫିସ,୧୭।୧୦: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ୫ଟି ବେଆଇନ ପିଚୁ ପ୍ଲାଣ୍ଟକୁ ବନ୍ଦ କରିବାକୁ ଯାଜପୁର ଜିଲାପାଳ ଦୁଇଟି ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରିଛନ୍ତି। ଏହାକୁ ଧର୍ମଶାଳା ତହସିଲଦାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର କଳିଙ୍ଗନଗର…

ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ

ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…

ସଟର କାଟି ଲୁଗା ଦୋକାନରୁ ଲୁଟ

ଯାଜପୁର ଟାଉନ,୧୭।୧୦(ଡି.ଏନ୍‌.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଲୁଗାଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟ ସାମଗ୍ରୀର…

ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ

ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍‌ପିଏଫ୍‌ ପକ୍ଷରୁ ଟ୍ରାଫିକ୍‌ ଜାମ୍‌ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ ବଜାର, ଗୋପବନ୍ଧୁ ଛକ ଓ ଡାକବଙ୍ଗଳା ଛକ ଅଞ୍ଚଳରେ ଠେଲା ଦୋକାନଙ୍କୁ ଉଚ୍ଛେଦ…

ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଏହି ଡାକ୍ତରଖାନା ଉପରେ ନିର୍ଭର କରିନ୍ତି।…

ପାର୍ଲାମେଣ୍ଟ ଶୀତ ଅଧିବେଶନ ନଭେମ୍ବର ୧୮ରୁ

ନୂଆଦିଲ୍ଲୀ,୧୭ା୧୦ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏ ଚାଲିବ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ର ଏକ ବୈଠକରେ ଅଧିବେଶନର ତାରିଖ ଓ…

ମୈଥାନ ଇସ୍ପାତ କାରଖାନାରେ ଶ୍ରମିକ ଅଶାନ୍ତି: ବକେୟା ଦରମା ଦାବିରେ ରାସ୍ତା ଅବରୋଧ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍କୋ କାରଖାନାର ଶ୍ରମିକମାନେ ବକେୟା ଦରମା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାରଖାନା ପକ୍ଷରୁ ଶ୍ରମିକଙ୍କୁ ୯ ମାସର ବକେୟା ପାଉଣା ଏବଂ ୧ ବର୍ଷର ବୋନସ୍‌ ଟଙ୍କା ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ଶ୍ରମିକାମାନେ…

ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

ପାରଳାଖେମୁଣ୍ଡି/ମୋହନା, ୧୭ା୧୦ (ସ୍ବ.ପ୍ର./ଡି.ଏନ୍‌.ଏ.): ବେଆଇନ ମଦ କାରବାର ବିରୋଧରେ ଖବର ସଂଗ୍ରହ କରିବା ବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଗଜପତି ଜିଲା ଚନ୍ଦ୍ରଗିରିର ‘ଧରିତ୍ରୀ’ ଖବରଦାତା ଶ୍ରୀହରି ପ୍ରଧାନ। ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଶ୍ରୀହରିଙ୍କ ଛାତି ଓ ମୁଣ୍ଡରେ ଗଭୀର…

କାଳୀପୂଜା ପ୍ରସ୍ତୁତି ବୈଠକ: ପ୍ଲାଷ୍ଟିକମୁକ୍ତ ପୂଜା ମଣ୍ଡପ ନିଷ୍ପତ୍ତି

ଯାଜପୁର ରୋଡ, ୧୭।୧୦(ନି.ପ୍ର.): ଯାଜପୁର ରୋଡ ସହରରେ କାଳୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନେଇ ବୁଧବାର ଜିଲା ପ୍ରଶାସନ ଓ ପୋଲିସ୍‌ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କେଏନ୍‌ଡିଏ କଲ୍ୟାଣ ମଣ୍ଡପଠାରେ ବ୍ୟାସନଗର ତହସିଲଦାର ନୀରନ ବେହେରାଙ୍କ…

ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର

ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍‌ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ ଅନ୍ୟ ଅଧିକାରୀମାନେ। କିଛିଦିନ ତଳେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଏମାନେ ପରିଦଶର୍ନ…

ଭୁବନେଶ୍ୱରରେ ରୋବୋଟିକ୍‌ ରେଷ୍ଟୁରାଣ୍ଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରେଷ୍ଟୁରାଣ୍ଟରେ ଓ୍ବେଟର୍‌ଙ୍କ ସ୍ଥାନରେ ରୋବୋ। ଓଡ଼ିଆରେ କଥା ହେବାସହ ରେଷ୍ଟୁରାଣ୍ଟ ମଧ୍ୟକୁ ସ୍ବାଗତ କରୁଛି। ଅର୍ଡର ନେବା ସହ ଖାଦ୍ୟ ମଧ୍ୟ ପରଷୁଛି। ଗ୍ରାହକଙ୍କ ଭଲମନ୍ଦ କଥା ବି ପଚାରି ବୁଝୁଛି। ଭୁବନେଶ୍ୱରରେ ବୁଧବାର ଖୋଲିଥିବା ପୂର୍ବ ଭାରତର ପ୍ରଥମ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?