Home Left

ପଞ୍ଜାବରେ ଆତଙ୍କବାଦୀଙ୍କ ଅନୁପ୍ରବେଶ: ବଡ଼ ଧରଣର ଆକ୍ରମଣ ଆଶଙ୍କା

ଚଣ୍ଡିଗଡ଼,୧୬।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଫଳରେ ପାକିସ୍ତାନ ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ ଚଳାଇଛି। ଏଥିସହ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣର…

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଦିନେ ଠେଲା ଗାଡିରେ ଗୁପଚୁପ୍‌ ବିକୁଥିବା ଏହି ୧୭ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌…

ବିଜେପୁର ଉପନିର୍ବାଚନ: ୪୩ ପଥପ୍ରାନ୍ତ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୬।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନିଆ ଗସ୍ତରେ ବରଗଡ଼ ଆସିବେ। ବିଜେପୁର ବ୍ଳକ ଲାଉମୁଣ୍ଡା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଗୁରୁବାର ପ୍ରାୟ ସାଢେ…

ଦ୍ୱିଶତକ କରିବାରେ ଯଶସ୍ବୀ ସର୍ବକନିଷ୍ଠ

ବେଙ୍ଗାଲୁରୁ,୧୬୧୦- ମୁମ୍ବାଇ ଟିନଏଜର ଯଶସ୍ବୀ ଜୈସ୍ବାଲ ଏଠାରେ ବୁଧବାର ଖେଳାଯାଇଥିବା ଝାଡ଼ଖଣ୍ଡ ବିପକ୍ଷ ବିଜୟ ହଜାରେ ଟ୍ରଫିର ମ୍ୟାଚ୍ରେ ଦ୍ୱିଶତକ କରି ରେକର୍ଡ ବୁକ୍ରେ ସ୍ଥାନ ପାଇଛନ୍ତି ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ କରିବାରେ ସେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ପ୍ରଥମ ଥର…

ଜନ୍ମଦିନର ଫଟୋ ଶେୟାର ମାଆବାପାଙ୍କୁ ମିସ୍‌ କଲେ ହେମାମାଳିନୀ

୧୬ ଅକ୍ଟୋବର ୧୯୪୮ରେ ଜନ୍ମିତ ହେମାମାଳିନୀ ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ହେମା କିଛିବର୍ଷ ଧରି ପ୍ରତିଜ୍ଞା କରିଥିଲେ ମିଡିଆ ସମ୍ମୁଖରେ ବନ୍ଧୁ, ପରିବାରବର୍ଗ ଏପରି ନିଜ ସମ୍ପର୍କରେ କିଛି ମୁହଁ ଖୋଲିବେନି। କିନ୍ତୁ ଆଜି ଅର୍ଥାତ ବୁଧବାର ତାଙ୍କର ଜନ୍ମଦିନରେ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି। ବକେୟା ଅର୍ଥ ପାଇଁ ସେବା ବନ୍ଦ କରାଯାଇଥିବା ବୁଧବାର ଅଲ୍‌ ଓଡ଼ିଶା ପ୍ରାଇଭେଟ ମେଡିକାଲ…

ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ଉପଜିଲାପାଳ, ଏସଡିପିଓ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): ରାଜ୍ୟରେ ୫ ଟି କୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି। ଆନନ୍ଦପୁର ଉପଜିଲାପାଳ ରବିନ୍ଦ୍ର କୁମାର ସାହୁ, ଏସଡିପିଓ ବିଦ୍ୟୁତ୍‌ କୁମାର ପଣ୍ଡା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ…

ଆର୍ମି ପରୀକ୍ଷାର୍ଥୀଙ୍କ ଉତ୍ପାତ ଘଟଣା: ଆଜିଠୁ ଷ୍ଟେଶନରେ ମୁତୟନ ହେବେ ଫୋର୍ସ, ବିନା ଟିକେଟରେ ଚଢ଼ିପାରିବେନି ଯାତ୍ରୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନରେ ବୁଧବାରଠାରୁ ମୁତୟନ ହେବେ ୨ ପ୍ଲାଟୁନ ଫୋର୍ସ। ଦିଲ୍ଲୀ ତଥା ଦୂରଗାମୀ ଟ୍ରେନ୍‌ ପାଇଁ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପକ୍ଷରୁ ଫୋର୍ସ ମୁତୟନ ହେବେ। ସେମାନେ ଟିକେଟ ଥିବା ଯାତ୍ରୀଙ୍କୁ ବଗି ଭିତରକୁ ଛାଡ଼ିବେ। ପୁରୁଷୋତ୍ତମ ଏକ୍ସପ୍ରେସ୍‌ରେ…

ପତିତପାବନ ମହାବିଦ୍ୟାଳୟରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ସାଇଁକୁଳ ପତିତପାବନ ମହାବିଦ୍ୟାଳୟ ପରିସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର…

ଈଶାନଙ୍କ ପାଇଁ କରବାଚୌଥ ବ୍ରତ ରଖିଲେ ଜାହ୍ନବୀ

ନବରାତ୍ର ପୂଜା ପରେ ଏବେ ମହିଳାମାନେ କର୍‌ବାଚୌଥ ବ୍ରତ କରିବାକୁ ସଜବାଜ ହେଉଛନ୍ତି। ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହି ଉତ୍ସାହ ଦେଖିବାକୁ ମିଳୁଛି। ପୂଜା ପୂର୍ବରୁ ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଈଶାନ ଖଟ୍ଟରଙ୍କ ପାଇଁ କର୍‌ବାଚୌଥ ବ୍ରତ ରଖିଛନ୍ତି। ଉଭୟ…

ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟ ପଦ ରଦ୍ଦ ଘଟଣା : ଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟଙ୍କ ରହିତାଦେଶ ପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୧୬।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ୨ରୁ ଅଧିକ ସନ୍ତାନ ଥିବାରୁ ସଭ୍ୟପଦ ରଦ୍ଦ ହୋଇଥିଲା। ଏନେଇ ସେ ଉଚ୍ଚ ନ୍ୟାୟାଳୟରେ ଅପିଲ୍‌ କରିଥିଲେ। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଅଧ୍ୟକ୍ଷାଙ୍କୁ ରହିତାଦେଶ ମିଳିଥିଲା। ବୁଧବାର…

ରାଜସ୍ବ ନିରୀକ୍ଷକଙ୍କ ବେଆଇନ ଗିରଫ ପ୍ରତିବାଦ : କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ କର୍ମଚାରୀ

ରଣପୁର,୧୬।୧୦(ଡି.ଏନ୍‌.ଏ.) : ନୟାଗଡ଼ ଜିଲା ରଣପୁର ତହସିଲର ସମସ୍ତ କର୍ମଚାରୀ ବୁଧବାର ସକାଳୁ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସି ରହିଛନ୍ତି। ବେଆଇନ ଭାବେ ଲୋଧାଚୁଆ ରାଜସ୍ବ ନିରୀକ୍ଷକ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ତାଙ୍କୁ ତୁରନ୍ତ ଖଲାସ ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?