ବଜ୍ରପାତରେ ଜଳିଗଲା ଦୁଇବଖରା : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
ମହାକାଳପଡ଼ା,୧୬।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତସ୍ଥ ସ୍ଥାନୀୟ ବିବି କଲୋନୀ ଗ୍ରାମରେ ବୁଧବାର ହଠାତ୍ ବଜ୍ରପାତ ଘଟି ସୁକୁମାର ଦେବନାଥଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି।…
ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା : ଅଭିଯୁକ୍ତ କୋର୍ଟ ଚାଲାଣ
ବ୍ରହ୍ମପୁର,୧୬।୧୦: ଗଞ୍ଜାମ ଜିଲା ଗୋଷାଣିନୂଆଗାଁର ଜନୈକା ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିବା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅଭିଯୁକ୍ତ ଜଣଙ୍କ ଗୋଷାଣିନୂଆଗାଁ ଡିପ ସାହିର ସନ୍ତୋଷ ପାଳ (୨୪)।…
ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ
ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ…
ଟଲିଉଡ୍ ସୁପରଷ୍ଟାର ବିକ୍ରମଙ୍କ ଫଲ୍ମରେ ଇର୍ଫାନ
ହାଇଦ୍ରାବାଦ୍,୧୬।୧୦- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଏବେ କ୍ୟାରିୟରର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି। ଦକ୍ଷିଣ ଭାରତୀୟ ସୁପରଷ୍ଟାର ବିକ୍ରମଙ୍କ ସହ ଫିଲ୍ମରେ ସେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେବେ…
ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ
ବିଜେପୁର, ୧୬।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା…
ସରକାରୀ ହସ୍ପିଟାଲରେ ମୃତକଙ୍କ ଆଖି ଖାଇଗଲେ ପିମ୍ପୁଡ଼ି: ୪ ଡାକ୍ତର ନିଲମ୍ବିତ
ଭୋପାଳ,୧୬।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରରେ ସ୍ବାସ୍ଥ୍ୟ ସେବା ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଶିବପୁରୀର ଜିଲା ହସ୍ପିଟାଲରେ ୫୦ ବର୍ଷ ବୟସ୍କ ଯକ୍ଷ୍ମା ରୋଗୀ ବାଲଚନ୍ଦ୍ର ଲୋଧୀଙ୍କ ମୃତଦେହ ୫ ଘଣ୍ଟା ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲା।…
ପୂର୍ବତନ ଅଲିମ୍ପିକ୍ସ ଚାମ୍ପିୟନଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ
ବୁଦାପେଷ୍ଟ,୧୬।୧୦- ହଙ୍ଗେରୀର ଏକ ସହରର ମେୟର ଭାବେ ପୁନଃ ନିର୍ବାଚିତ ହୋଇଥିବା ପୂର୍ବତନ ଅଲିମ୍ପିକ୍ ଚାମ୍ପିୟନ ଜୋଲ୍ଟ ବୋର୍କାଇ ନିଜ ରାଜନୈତିକ ଦଳ ଫିଡେଜରୁ ଇସ୍ତଫା ଦେଇଛନ୍ତି। ଜୋଲ୍ଟ ୧୯୮୮ ସେଉଲ ଅଲିମ୍ପିକ୍ସରେ ଜିମ୍ନାଷ୍ଟିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଏକ ପ୍ରାଇଭେଟ…
ଦାମଙ୍କ ଇସ୍ତଫା ଦଳ ଉପରେ ପ୍ରଭାବ ପକାଇବ ନାହିଁ: ଅରୁଣ ସିଂ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭାଜପାରେ ଦାମୋଦର ରାଉତଙ୍କୁ ଅଣଦେଖା କରାଯାଇନାହିଁ। ବରଂ ଦଳ ପକ୍ଷରୁ ତାଙ୍କୁ ସୁଯୋଗ ଦିଆଯାଇଥିଲା। ନିର୍ବାଚନ ଲଢ଼ିବାକୁ ଦଳ ତାଙ୍କୁ ଟିକେଟ ଦେଇଥିଲା। ମାତ୍ର ସବୁବେଳେ ଦଳ ଗୋଟିଏ ବ୍ୟକ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇପାରିବ ନାହିଁ। ତେଣୁ ଦଳ…
ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ
ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ଆତଙ୍କବାଦୀମାନେ ଜଣେ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ସ୍ଥାନୀୟ କାକପୋରାଠାରେ ଥିବା ଏକ ଇଟା ଭାଟିରେ ଶ୍ରମିକ କାମ କରୁଥିଲେ। ତାଙ୍କ ନାମ ସେଠୀ କୁମାର ସାଗର। ସେ ଛତିଶଗଡ଼ ବାସୋଂଲି ଅଞ୍ଚଳର ବାସିନ୍ଦା। ଆତଙ୍କବାଦୀମାନେ ତାଙ୍କୁ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପାଇବା ପରେ ଶେଷଦେବଙ୍କ ସହାୟତା ପାଇଁ ପହଞ୍ଚିଲା ବ୍ଲକ ପ୍ରଶାସନ
ସମ୍ବଲପୁର/ରେଙ୍ଗାଲି, ୧୬।୧୦(ବ୍ୟୁରୋ/ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ବ୍ରାହ୍ମଣୀପାଲି ହାଡଗୁଡ଼ିଆ ପଡ଼ାର ଶେଷଦେବ ରୋହିଦାସଙ୍କ ପରିବାର ଦୁଃଖକଷ୍ଟରେ ଚଲୁଥିବା ବେଳେ ଦିବ୍ୟାଙ୍ଗ ଝିଅ କେଶରୀ ରୋହିଦାସ (୨୩), ସୁନୀତା ରୋହିଦାସ (୧୮), ପୁଅ ସୁଶୀଲ ରୋହିଦାସ (୨୦)ଙ୍କ ଚିକିତ୍ସା ପାଇଁ ସରକାରୀ…
ଆମେରିକା ଯାତ୍ରା କଲେ ଜିଲାପାଳ ଶୁଭମ ସକସେନା : ଅନ୍ତର୍ଜାତୀୟ ସମ୍ମିଳନୀରେ ଦେବେ ଯୋଗ
ସମ୍ବଲପୁର,୧୬।୧୦(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଶୁଭମ ସକ୍ସେନା ଆମେରିକାର ନାସଭିଲ୍ଲେ ଆଣ୍ଡ୍ ହଷ୍ଟେନଠାରେ ଇଣ୍ଟରନ୍ୟାଶନାଲ ସିଟି/ କଣ୍ଟ୍ରି ମ୍ୟାନେଜର୍ସ ଆସୋସିଏଶନ୍ (ଆଇସିଏମ୍ଏ)ର ସମ୍ମିଳନୀରେ ଯୋଗଦେବାକୁ ଯାତ୍ରା କରିଛନ୍ତି । ୧୦୫ତମ ଏହି ସମ୍ମିଳନୀ ୧୪ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଶାରୁ…
ପାଲ୍ ପରିବାର ହତ୍ୟାକାରୀଙ୍କୁ ଦଣ୍ଡ ଦାବି
ବ୍ରହ୍ମପୁର ଅଫିସ,୧୬।୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦର ବନ୍ଧୁ ପ୍ରକାଶ ପାଲ୍, ତାଙ୍କ ଗର୍ଭବତୀ ସ୍ତ୍ରୀ ଏବଂ ୮ବର୍ଷର ଶିଶୁ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ପାଲ୍ ପରିବାରର ହତ୍ୟାକାରୀଙ୍କୁ ଦଣ୍ଡଦେବାକୁ ବୁଧବାର ଗଞ୍ଜାମ ଜିଲା ବଜରଙ୍ଗ ଦଳ…

