ପର୍ଯ୍ୟଟକଙ୍କ ଗାଡ଼ି ପଛରେ ୨ କିମି ଗୋଡ଼ାଇଲା ସିଂହ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ବେଙ୍ଗାଲୁରୁ,୧୬।୧୦: କର୍ନାଟକର ବେଲ୍ଲାରି ଜିଲାରେ ଥିବା ଅଟଳ ବିହାରୀ ବାଜପେୟୀ ଜାତୀୟ ପ୍ରାଣୀ ଉଦ୍ୟାନରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ସିଂହ ସଫାରିରେ ଏକ ୬ ମାସର ସିଂହ ଶାବକ ପର୍ଯ୍ୟଟକଙ୍କ ଗାଡ଼ିକୁ ୨ କିଲୋମିଟର ପର୍ଯ୍ୟନ୍ତ ପିଛା…
ସମ୍ବିତଙ୍କ ପରେ ପ୍ରୀତିନନ୍ଦାଙ୍କ ପ୍ରତିକ୍ରିୟା: କହିଲେ ‘ଭାଜପାରେ ଯୋଗ ଦେବା ଭଳି ଛାଡ଼ିବା ମଧ୍ୟ ବାପାଙ୍କ ନିଷ୍ପତ୍ତି’
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବୁଧବାର ବରିଷ୍ଠ ଭାଜପା ନେତା ଦାମୋଦର ରାଉତ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ। ଏହାକୁ ନେଇ ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ରଖି ଦାମ ଭାଜପାକୁ ଯିବା ନିଷ୍ପତ୍ତି ଭୁଲ ଥିଲା…
କଇଁଛ ପେଟରୁ ବାହାରିଲା ଏପରି ସାମଗ୍ରୀ, ଦେଖିଲେ ହେବେ ଚକିତ
ଆମେରିକାର ଫ୍ଲୋରିଡାସ୍ଥିତ ବୋକାରେଟନ୍ରେ ଏକ କଇଁଛ ସମୁଦ୍ର କୂଳକୁ ଚାଲିଆସିଥିଲା। ଗତ ସପ୍ତାହରେ କଇଁଛଟିକୁ ଗୁମ୍ବୋ-ଲିମ୍ବୋ ନେଚର ସେଣ୍ଟରର ସଦସ୍ୟମାନେ ପାଇଥିଲେ। କିନ୍ତୁ କଇଁଛଟି କିଛି ସମୟ ମଧ୍ୟରେ ମରିଗଲା। ତେବେ କଇଁଛଟିର ମୃତ୍ୟୁର କାରଣ ଆଶ୍ଚର୍ଯ୍ୟଜକ। ମେଡିକାଲ ରିପୋର୍ଟରୁ ଜଣାପଡ଼ିଛି,…
ଏମିତି ଦେଶ : ଯେଉଁଠି ନାହିଁ ଏଟିଏମ୍, ସିମ୍କାର୍ଡ ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି
ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ। ବ୍ୟାଙ୍କରୁ…
ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍ପି
ପରଜଙ୍ଗ,୧୬।୧୦(ଡି.ଏନ୍.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ…
ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କଲେ ଯୋଗୀ ସରକାର
ଲକ୍ଷ୍ନୌ,୧୬।୧୦: ଉତ୍ତରପ୍ରଦେଶରେ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଛୁଟିକୁ ନଭେମ୍ବର ୩୦ପର୍ଯ୍ୟନ୍ତ ବାତିଲ୍ କରିଦେଇଛନ୍ତି। ଏନେଇ ବୁଧବାର ସେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଆଗକୁ ଅଯୋଧ୍ୟା ନିଷ୍ପତ୍ତି ଓ…
ପୁଣି ପଡିଆକୁ ଓହ୍ଲାଇପାରନ୍ତି ସଚିନ ତେନ୍ଦୁଲକର
ମୁମ୍ବାଇ,୧୬।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର, ବ୍ରାଏନା ଲାରା, ମୁଥିଆ ମୂରଲୀଧରନଙ୍କ ଭଳି କିମ୍ବଦନ୍ତୀ କ୍ରିକେଟରଙ୍କୁ ପୁଣି ଥରେ ପଡିଆରେ ଖେଳୁଥିବାର ଦେଖିବାକୁ ମିଳିବ। ୨୦୨୦ ଫେବୃଆରୀରେ ରୋଡ ସେଫ୍ଟି ଓ୍ବାଲର୍ଡ ସିରିଜରେ ବିଶ୍ୱର ପ୍ରମୁଖ କ୍ରିକେଟରଭାଗ ନେବେ। ସଡକ ସୁରକ୍ଷା ସଚେତନତା…
ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ
ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି। ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ ୩…
୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…
ଦିନିକିଆ ପଦାର୍ପଣକୁ ମନେ ପକାଇଲେ ହାର୍ଦ୍ଦିକ
ନୂଆଦିଲ୍ଲୀ,୧୬।୧୦- ଭାରତୀୟ ଅଲରାଉଣ୍ଡର ବୁଧବାର ନିଜ ଦିନିକିଆ ପଦାର୍ପଣବେଳର ଏକ ଫଟୋ ଶେୟାର କରିଛନ୍ତି। ଉକ୍ତ ଫଟୋରେ ତାଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ ଦଳୀୟ କ୍ୟାପ ଦେଇଛନ୍ତି। ପାଣ୍ଡ୍ୟା ଧର୍ମଶାଳାଠାରେ ୨୦୧୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ଖେଳିଥିଲେ।…
ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ସେହଓ୍ବାଗ
ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହଓ୍ବାଗ ଏକ ମହତ କାମ ପାଇଁ ହାତ ବଢାଇଛନ୍ତି। ସେ ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ବୋଲି ଘୋଷଣା କରିଛନ୍ତି। ସେହଓ୍ବାଗ ଇଣ୍ଟରନ୍ୟାଶନାଲ୍ ସ୍କୁଲରେ ଅର୍ପିତ ସିଂ ଏବଂ…
ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ
କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ ସେ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିଲେ। ଗୋବିନ୍ଦପୁର ଥାନା ଦେବୀ ନଦୀର ରାହାମ୍ବା…

