ଅଯୋଧ୍ୟା ମାମଲାରେ ହିନ୍ଦୁ ପକ୍ଷଙ୍କ ଯୁକ୍ତି: ଐତିହାସିକ ଭୁଲ୍ର ସଂଶୋଧନ ଆବଶ୍ୟକ
ନୂଆଦିଲ୍ଲୀ,୧୬ା୧୦(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ମାମଲାରେ ମଙ୍ଗଳବାର ହିନ୍ଦୁ ପକ୍ଷ ସୁପ୍ରିମକୋର୍ଟରେ ସେମାନଙ୍କ ଯୁକ୍ତି ରଖିଥିଲେ। ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମସ୍ଥାନରେ ସମ୍ରାଟ ବାବର ମସ୍ଜିଦ ନିର୍ମାଣ କରି ଯେଉଁ ଐତିହାସିକ ଭୁଲ୍ କରିଛନ୍ତି, ତାହାର ସଂଶୋଧନ ହେବା ଆବଶ୍ୟକ ବୋଲି…
ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର
ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ ଚିଆଁ ଫୁଟାଇବାରେ ସହାୟକ ହୋଇପାରୁଛି। ମା’ଙ୍କ ରୋଗ ଉପଶମ ହେଲା। ପୁଅ କିନ୍ତୁ ଅନ୍ୟ…
ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍ଓ ଲେଖିଲା ଚିଠିି
ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ ହିଁ…
ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍ ପ୍ଲାଜାଗୁଡ଼ିକରେ ଆର୍ଏଫ୍ଆଇଡି (ରେଡିଓ ଫ୍ରିକ୍ୟୁନ୍ସି ଆଇଡିଏଣ୍ଟିଫିକେଶନ) ଆଧାରିତ ‘ଫାଷ୍ଟାଗ’ ଜରିଆରେ ଟୋଲ୍ ଆଦାୟ କରାଯାଉଛି। ତେବେ…
ରେଲ୍ଓ୍ବେ ସୁରକ୍ଷା କମିଟି ବୈଠକ:କଡ଼ା ସୁରକ୍ଷାରେ ରହିବ ବଡ଼ ଷ୍ଟେଶନ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଟ୍ରେନ ଯାତ୍ରୀ ଓ ରେଲ୍ଓ୍ବେ ସମ୍ପତ୍ତିର ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ୫ ବଡ଼ ଷ୍ଟେଶନକୁ ଅତି ସମ୍ବେଦନଶୀଳ ଭାବେ ନିଆଯାଇଛି। ଏହି ଷ୍ଟେଶନଗୁଡିକ କଡ଼ା ସୁରକ୍ଷା ବଳୟରେ ରହିବ। ରେଲ୍ଓ୍ବେ ସୁରକ୍ଷା କମିଟି ବୈଠକରେ ଯୋଗଦେବା ଅବସରରେ ପୋଲସ…
କ୍ରୀଡ଼ାକୁ ପ୍ରୋତ୍ସାହନ:ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ମଧ୍ୟରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ନିକଟରେ ଶେଷ ହୋଇଥିବା ଇଣ୍ଡିଆ ସ୍ପୋର୍ଟସ ସମିଟ୍ରେ ଏଥିପାଇଁ ରାଜ୍ୟକୁ ପୁରସ୍କୃତ କରାଯାଇଛି। କ୍ରୀଡ଼ା ସଚିବ ବିଶାଳ ଦେବ ଏହି ପୁରସ୍କାର ଗ୍ରହଣ କରିଛନ୍ତି। କ୍ରୀଡ଼ାକୁ ପ୍ରୋତ୍ସାହନ…
ପିଡି-ଡିଆର୍ଡିଏଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍ଘାଟିତ:ଲୋକଙ୍କ ଆସ୍ଥାଭାଜନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ସାଂଗଠନିକ ଦକ୍ଷତା ଓ ନିଷ୍ଠାପର ଦାୟିତ୍ୱ ସମ୍ପାଦନ ଅପରିହାର୍ଯ୍ୟ ା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ ମଙ୍ଗଳବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ(ପିଡି ଡିଆରଡିଏ)ଙ୍କ ଦୁଇଦିନିଆ ସମ୍ମିଳନୀକୁ ଉଦ୍ଘାଟନ କରି ପଞ୍ଚାୟତିରାଜ ଓ…
ଧରିତ୍ରୀ ପ୍ରଭାବ:ଶେଷରେ ତ୍ରୁଟି ସୁଧାରିଛି ସାମ୍ସ
ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ୨ ନାମଲେଖା କ୍ଷେତ୍ରରେ ବଡ ଧରଣର ତ୍ରୁଟି ହୋଇଥିବା ଧରିତ୍ରୀ ଦୃଷ୍ଟିକୁ ଆସିଥିଲା। ଗତ ସେପ୍ଟେମ୍ବର ୧୯ ତାରିଖରେ ରାଜ୍ୟର ଅନେକଗୁଡିଏ ଯୁକ୍ତ୨ କଲେଜରେ ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ରମାନଙ୍କ ଏକ…
‘୫-ଟି’ ସଚିବଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ
କେନ୍ଦ୍ରାପଡା ଅଫିସ, ୧୬।୧୦:ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା କେନ୍ଦ୍ରାପଡା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ସାରି ଏହାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ)ଙ୍କୁ ହସ୍ତାନ୍ତର କରିବା ପାଇଁ ୫ ଟି ସଚିବ…
ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା
କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରିଛନ୍ତି। ଓକିଲ ସଂଘଗୁଡ଼ିକର ଆନ୍ଦୋଳନ ଯୋଗୁ ଅଦାଲତରେ ବିଚାର ପ୍ରକ୍ରିୟା ବିଳମ୍ବିତ ହେଉଥିବା…
ନିଯୁକ୍ତି ଦାବିରେ ଜେଏସ୍ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ
ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍ ଲିମିଟେଡ୍ ଅଫିସ ଆଗରେ ମଙ୍ଗଳବାର ସୋବୁ (ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ ଅଫ୍ ବିଜୁ ପଟ୍ଟନାୟକ ୟୁନିଭର୍ସିଟି) ପକ୍ଷରୁ ଦିନିକିଆ ସତ୍ୟାଗ୍ରହ…
ରଣ୍ଜୀ ଭେନ୍ୟୁ ଘୋଷିତ: ଘରୋଇ ଗ୍ରାଉଣ୍ଡରେ ୫ ମ୍ୟାଚ୍ ଖେଳିବ ଓଡ଼ିଶା
କଟକ ଅଫିସ,୧୬ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚଳିତ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଭେନ୍ୟୁ ତାଲିକା ଘୋଷଣା କରାଯାଇଛି । ଆସନ୍ତା ଡିସେମ୍ବର ୯ରୁ ଆରମ୍ଭ ହେବ ରଣ୍ଜୀ ସିଜନ ୨୦୧୯-୨୦। ଚଳିତ ସଂସ୍କରଣରେ ଏଲିଟ ଗ୍ରୁପ-ସିରେ ସ୍ଥାନ ପାଇଥିବା…

