ଅଭିବୃଦ୍ଧି ପୂର୍ବାନୁମାନ ୬.୧%କୁ ଖସାଇଲା ଆଇଏମ୍ଏଫ୍
ନୂଆଦିଲ୍ଲୀ,୧୬-୧୦: ବିଶ୍ୱ ବ୍ୟାଙ୍କ ପରେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ଖସାଇଛି। ୨୦୧୯ରେ ଭାରତର ଅଭିବୃଦ୍ଧି ହାର ୬.୧% ରହିବ ବୋଲି ଆଇଏମ୍ଏଫ୍ କହିଛି। ସେହିଭଳି ଦେଶର ଅର୍ଥବ୍ୟବସ୍ଥା ୨୦୨୦ରେ ୭% ଛୁଇଁବା ନେଇ ଆଇଏମ୍ଏଫ୍ ପକ୍ଷରୁ ଏହାର…
ଘାସ ଉପରେ ଖାଲି ପାଦରେ ଚାଲିଲେ ମିଳିବ ଅନେକ ଫାଇଦା
ଶରୀରକୁ ସୁସ୍ଥ ରଖିବାକୁ କିଏ କେତେ ଉପାୟ ଆପଣାଉଛନ୍ତି। କିଏ ଓ୍ବର୍କ ଆଉଟ୍ କରୁଛି ତ ପୁଣି କିଏ ଡାଏଟିଂ। ହେଲେ ସକାଳୁ ଖାଲି ପାଦରେ ଯେଉଁମାନେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନେ ନିଜକୁ ଅନ୍ୟମାନଙ୍କଠାରୁ ଅଧିକ ସୁସ୍ଥ ରଖିପାରୁଛନ୍ତି।…
କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…
ୟୁରିନ୍ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ…
ଭୁବନେଶ୍ୱର ବିମାନ ବନ୍ଦରରୁ ୧୨ଲକ୍ଷ ଟଙ୍କାର ବିଦେଶୀ ସିଗାରେଟ ଜବତ, କୁଆଲାଲମ୍ପୁରରୁ ଚାଲାଣ ହେଉଥିଲା ପଶ୍ଚିମବଙ୍ଗ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିମାନରେ ବେଆଇନ ସୁନା ପରେ ଏବେ ବିଦେଶୀ ସିଗାରେଟ ଚାଲାଣ ଧରାପଡ଼ିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍ଆଇ) ମଙ୍ଗଳବାର ୧୨ଲକ୍ଷ ଟଙ୍କାର ସିଗାରେଟ ଜବତ କରିଛି। ୪୦୦ ପ୍ୟାକେଟରେ ରହିଥିବା ୮୦ହଜାର ସିଗାରେଟ…
ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍: ଶୀର୍ଷ ମାନ୍ୟତା ହରାଇଲେ ମନ୍ଧାନା
ଦୁବାଇ, ୧୫।୧୦ (ପି.ଟି.)-ଭାରତୀୟ ମହିଳା କ୍ରିକେଟ୍ ଦଳର ତାରକା ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ଆଇସିସି ଦିନିିକିଆ ର଼୍ୟାଙ୍କିଙ୍ଗ୍ର ଶୀର୍ଷ ମାନ୍ୟତା ହରାଇଛନ୍ତି। ଅର୍ନ୍ତଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ବ୍ୟାଟିଂ ତାଲିକାରେ ମନ୍ଧାନାଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡର ଆମି…
ଡେଭିସ୍ କପ୍: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା
ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି ମଙ୍ଗଳବାର ନିଷ୍ପତ୍ତି ନେଇଛି। ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍) ଯଦି ନିରପେକ୍ଷ ଭେନ୍ୟୁରେ ମ୍ୟାଚ…
ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’ର ପ୍ରଥମ ଲୁକ୍ ରିଲିଜ
ମୁମ୍ବାଇ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’ରେ ନାୟିକାଙ୍କର ପ୍ରଥମ ଲୁକ୍। ଅଭିନେତା କାର୍ତ୍ତିକ ଆର୍ୟନ ଏଥିରେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ନାୟିକା ସାଜିଛନ୍ତି ଅନନ୍ୟା ପାଣ୍ଡେ ଏବଂ ଭୂମି ପେଦନେକର। କାର୍ତ୍ତିକଙ୍କ ଚରିତ୍ରର ନାମ…
ବାୟୁ ପ୍ରଦୂଷଣ କରିଥାନ୍ତି ଏସବୁ ପ୍ରସାଧନ ସାମଗ୍ରୀ…
ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ଜାପାନର ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଡ଼ି ମୋଟର, ଶିଳ୍ପସଂସ୍ଥା ଏବଂ ଘରେ ବ୍ୟବହୃତ ହେଉଥିବା ଇଲୋକ୍ଟ୍ରନିକ୍ସ ଦ୍ରବ୍ୟଠାରୁ ଏସବୁ ଅଧିକ…
ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ
ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା ପଦାକୁ…
ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି
ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି…
ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍ମାର୍ଚ୍ଚ
ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ଏହି କ୍ରମରେ ମଙ୍ଗଳବାର ଅପରାହ୍ନରେ ବିଜେପୁରରେ…
ବିଜେପୁରରେ ବିଆର୍ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ
ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍ଏସ୍ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର ପାଇଖାନା…

