Home Left

ମଲା ମୂଷା ଗନ୍ଧ ଯୋଗୁଁ ମିଟିଂ ସ୍ଥାନକୁ ବଦଳାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୫।୧୦: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମଲା ମୂଷାର ଗନ୍ଧ ଯୋଗୁଁ ସୋମବାର ଏକ ବୈଠକକୁ ମଝିରେ ଛାଡି ଦେଇଥିବା ଜଣାପଡ଼ିଛି। ବିଧାନସଭା ପରିସରରେ ଆୟୋଜିତ ହୋଇଥିବା ବୈଠକକୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ବିଧାନସଭା ପରିସରରେ ୟେଦୁରପ୍ପାଙ୍କ ଭାରତୀୟ…

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି ପ୍ରଫେସର…

ଚିଦାମ୍ବରମଙ୍କୁ ଗିରଫ କରିବାକୁ ଇଡିକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୫।୧୦: ଚିଦାମ୍ବରମଙ୍କୁ ଲାଗିଛି ଝଟକା। ଆଏନ୍‌ଏକ୍ସ ମିଡିଆ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦେଇଛନ୍ତି। ତାଙ୍କୁ ଗିରଫ କରି ୩୦ ମିନିଟ୍‌ ପଚରା ଉଚରା କରିବାକୁ ଅନୁମତି…

ସରକାରୀ ଡାକ୍ତରଖାନାରେ ଏମିତି ଚାଲିଛି ରୋଗୀସେବା: ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କୁ ଘରୋଇ କ୍ଲିନିକ୍‌ ଯିବା ଲାଗି କହିଲେ ଡାକ୍ତର

ପୁରୀ ଅଫିସ,୧୫।୧୦ : ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କୁ ଜନୈକ ଡାକ୍ତର ଘରୋଇ କ୍ଲିନିକ୍‌ରେ ଚିକିତ୍ସା ଏବଂ ଅଲଟ୍ରାସାଉଣ୍ଡ କରିବାକୁ ପରାମର୍ଶ ଦେଇଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ଗଣମାଧ୍ୟମରେ ଆଗରେ କହିଛନ୍ତି।…

୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ପିଏମ୍‌ସି ଜମାକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ(ପିଏମ୍‌ସି)ବ୍ୟାଙ୍କର ଆଉ ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର ମୁଲୁଣ୍ଡ ଅଞ୍ଚଳରେ ରହୁଥିବା ୫୯ ବର୍ଷୀୟ ଫଟୋମଲ ପଞ୍ଜାବୀଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ୨୪ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ମାମଲା ସାମ୍ନାକୁ…

ଧରିତ୍ରୀ ପ୍ରଭାବ: ଅଭିଯୁକ୍ତଙ୍କ ସହ ପୋଲିସର ସେଲ୍ଫି ନେବା ଆଇଆଇସିଙ୍କୁ ପଡିଲା ମହଙ୍ଗା

ପୁରୀ ଅଫିସ,୧୫।୧୦: ଦିଲୀପ ସ୍ବାଇଁ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ମୁନା ଓରଫ ରାଧାମୋହନ ବିଶ୍ୱାଳଙ୍କ ସହ ଚନ୍ଦ୍ରଭାଗା ମେରାଇନ ଥାନାଧିକାରୀ ବୁଲୁ ମୁଣ୍ଡା ସେଲ୍ପି ନେବା ତାଙ୍କୁ ମହଙ୍ଗା ପଡିଛି। ଏନେଇ ସୋସିଆଲ ମିଡିଆରେ ଭିଡିଓ ଓ ଫଟୋ ଭାଇରାଲ ହେବା…

ମାଲେସିଆକୁ ମହଙ୍ଗା ପଡ଼ିପାରେ ପାକିସ୍ତାନକୁ ସମର୍ଥନ

କୁଆଲା ଲମପୁର,୧୫।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉପରେ ମାଲେସିଆ ପାକିସ୍ତାନର ସପକ୍ଷରେ ବାହାରିବା ପରେ ଭାରତ ଓ ମାଲେସିଆ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁସାରେ, ଏଥିଯୋଗୁ ନୂଆଦିଲ୍ଲୀ ପାମ୍‌ ଅଏଲ ଓ ମାଲେସିଆର ଅନ୍ୟ ଉତ୍ପାଦନ ଆମଦାନୀ ଉପରେ…

ଶିଆଳ କାମୁଡାରେ ଦୁଇ ଆହତ

ହାଟଡିହି, ୧୫।୧୦:ହାଟଡିହି ବ୍ଲକ ସରଳ ଗାଁ’ରେ ଶିଆଳ କାମୁଡାରେ ୩ ବର୍ଷର ଶିଶୁ ଆହତ ହୋଇ ଆନନ୍ଦପୁର ମେଡକାଲରେ ଚିକିତ୍ସାଧୀନ ଅଛନ୍ତି। ବିନୋଦ ଜେନାଙ୍କ ୩ ବର୍ଷର ପୁଅ ଓମପ୍ରକାଶ ଘର ବାରିପଟେ ଖେଳୁଥିବାବେଳେ ଶିଆଳଟି ଅତର୍କିତ ଭାବେ ଆକ୍ରମଣ କରିଥିଲା।…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ। ସେମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶର ଅନିଲ ଶିଖରଓ୍ବାଲ ଏବଂ ବିଜୟ ପାଲ ଭାସିଯାଇଥିଲେ। ଏହାଦେଖି…

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌ ଭାବେ ସରକାରୀ ସେବା ମିଳୁଛି କି ନାହିଁ ସେମାନେ ତା’ର ତଦାରଖ କରୁଛନ୍ତି। ବିିଭିନ୍ନ…

୨୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଶିବକୁମାର

ନୂଆଦିଲ୍ଲୀ,୧୫।୧୦: ବଢିଲା କଂଗ୍ରେସ ନେତା ଡିକେ. ଶିବକୁମାରଙ୍କ ବିଚାର ବିଭାଗୀୟ ହାଜତ ମିଆଦି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିବେ। ମଙ୍ଗଳବାର ଦିଲ୍ଲୀର ସିବିଆଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଯାଞ୍ଚ…

ପୋଷ୍ଟପେଡ୍‌ ସେବା ଆରମ୍ଭର କିଛି ସମୟ ମଧ୍ୟରେ ସଂଯୋଗ ବିଚ୍ଛିନ୍ନ: ଅଗଷ୍ଟ, ସେପ୍ଟେମ୍ବରର ବିଲ୍‌ ମାଗୁଛି କମ୍ପାନୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଦୀର୍ଘ ଦିନର ଅପେକ୍ଷା ଅର୍ଥାତ୍‌ ୭୨ ଦିନ ପରେ ପୋଷ୍ଟପେଡ୍‌ ସେବା ଆରମ୍ଭ ହୋଇଛି। ସୋମବାରରୁ ଏହାର ଲାଭ ୪୦ ଲକ୍ଷ ପୋଷ୍ଟପେଡ ମୋବାଇଲ ଉପଭୋକ୍ତା ଉଠାଇପାରିବେ ବୋଲି ସରକାର କହିଥିଲେ। ହେଲେ ଆରମ୍ଭ ହେବାର କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?