Home Left

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ ଶେଷ ହେବ। ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଡପିଡି ଓ ଡାଇଲିସିସ୍‌ ସେଣ୍ଟରର…

ହରିୟାଣାକୁ ନେଇ ଗର୍ବ କରେ: ମୋଦି

ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଆରଏସଏସ କର୍ମୀଙ୍କୁ ହତ୍ୟା ଘଟଣା: ମମତାଙ୍କ କୁଶପୁତ୍ତଳିକା ଦାହ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୫।୧୦: ପଶ୍ଚିମବଙ୍ଗରେ ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଓ ହତ୍ୟା ଅଭିଯୋଗ ଆଣି ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ମଙ୍ଗଳବାର ସ୍ଥାନୀୟ କଚେରି ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।…

ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଲିଭିତ୍‌ରେ ଥିବା ସରକାରୀ ମାଧ୍ୟମିକ…

ଚାଇନା କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ: ୪ ମୃତ

ବେଜିଂ,୧୫।୧୦: ଦକ୍ଷିଣ ଚାଇନାର ଗୁଆଙ୍ଗଜି ଜୁଆଙ୍ଗ ଅଟୋନମସ ରିଜିଅନରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ମଙ୍ଗଳବାର ବିସ୍ଫୋରଣ ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୧୧ଟା ସମୟରେ ଏହି…

ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ

ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ କରାଯାଇଥିଲା। ଲାଲ ଚୌକ ନିକଟରେ କେତେଜଣ ମହିଳା ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ବିରୋଧ କରିଥିଲେ।…

ନିଶା ନିବାରଣ ନାଁରେ ଯୌନ ନିର୍ଯାତନା

ଅବୁଜା,୧୫।୧୦: ନାଇଜେରିଆର ଏକ ସ୍କୁଲରେ ନିଶାନିବାରଣ ପାଇଁ ଶିକ୍ଷା ଦିଆଯାଉଛି। ହେଲେ ପୋଲିସକୁ ମିଳିଥିବା ସୂଚନା ଅନୁଯାୟୀ, ଇସଲାମିକ ବୋର୍ଡିଂ ସ୍କୁଲରେ ପିଲାମାନଙ୍କ ସହ ଅମାନବୀୟ ବ୍ୟବହାର କରାଯାଉଛି। ଏମିତି ସୂଚନା ମିଳିବା ପରେ ପୋଲିସ ରବିବାର ଉକ୍ତ ସ୍କୁଲରେ ଚଢାଉ…

ଡେଙ୍ଗୁ ରୋଗୀଙ୍କୁ ଭେଟିବାକୁ ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରେ କାଳି ମାଡ

ପାଟନା,୧୫।୧୦: ବିହାରର ରାଜଧାନୀ ପାଟନାରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କୁ ମଙ୍ଗଳବାର କାଳି ମାଡ଼ କରାଯାଇଛି। ପାଟନାର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ଅଶ୍ୱିନୀ ଚୌବେ ଡେଙ୍ଗୁ ରୋଗୀଙ୍କୁ ଭେଟିବା ସହ ଓ୍ବାର୍ଡ ନୀରିକ୍ଷଣ କରିବାକୁ…

କରତାରପୁର କରିଡର: ଦର୍ଶନ ପାଇଁ ଶିଖ ଶ୍ରଦ୍ଧାଳୁଙ୍କୁ ୨୦ ଡଲାର ମାଗୁଛି ପାକିସ୍ତାନ

ଇସ୍‌ଲାମାବାଦ,୧୫।୧୦: ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଥିବା ପାକିସ୍ତାନ ଏବେ ଭାରତୀୟ ଶିଖ ଶ୍ରଦ୍ଧାଳୁଙ୍କଠାରୁ ଚାନ୍ଦା ମାଗିବାକୁ ଯୋଜନା ପ୍ରସ୍ତୁତ କରି ସାରିଛି। ପାକିସ୍ତାନ କରତାରପୁର କରିଡରକୁ ନେଇ ଶେଷ ଥର ପାଇଁ ଭାରତକୁ ପଠାଇଥିବା ବାର୍ତ୍ତାରେ ଭାରତୀୟ ଶିଖ ଶ୍ରଦ୍ଧାଳୁଙ୍କ…

ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଛି। ମୃତ ଯୁବକ…

ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ

ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ ବନ୍ଦର ନିକଟରେ କେତେଗୁଡ଼ିଏ ପୋଖରୀ ରହିଛି। ପୋଖରୀକୁ ଖାଦ୍ୟ ଅନ୍ବେଷଣରେ ବହୁ ପକ୍ଷୀ ଆସିଥାନ୍ତି।…

ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ ଅଟକ ରଖିଛି। ତାଙ୍କ ପାଖରୁ ପ୍ରାୟ ୪୦୦ଟି ପ୍ୟାକେଟ ବିଦେଶୀ ବ୍ରାଣ୍ଡର ସିଗାରେଟ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?