Home Left

ସଙ୍କଟରେ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି

ଦୁବଇ,୧୫।୧୦: ୟୁନାଇଟେଡ ଅରବ ଏମିରେଟ୍ସ (ୟୁଏଇ)ରେ ଡିପ୍ଲୋମା ଡିଗ୍ରିଧାରୀ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି ଏବେ ସଙ୍କଟରେ ବୋଲି ସୂଚନା ମିଳିଛି। ଗଣମାଧ୍ୟମର ସୂଚନା ଅନୁଯାୟୀ, ଏହାର ମୁଖ୍ୟ କାରଣ ହେଉଛି ଶିକ୍ଷାଗତ ଯୋଗ୍ୟତା। ଏହା ପୂର୍ବରୁ ୨ଶହ ନର୍ସଙ୍କୁ…

ରେଳଧାରଣାରୁ ଫୁଟବଲ୍‌ ଖେଳାଳିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ ମାଝୀ। ତୁଳସୀଙ୍କ କାନରେ ଇଅର ଫୋନ ଲାଗିଥିବା ସହ ବେକରେ ଓ ମୁଣ୍ଡରେ ଗଭୀର…

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍‌ ଛାତକୁ ଭାଙ୍ଗି ବ୍ୟକ୍ତିଙ୍କ…

ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)।…

ଗଣିତ ପଢାଇବେ ବିଦ୍ୟା

ମୁମ୍ବାଇ: ବଲିଉଡ୍‌ର ଡାର୍ଟି ଗର୍ଲ ବିଦ୍ୟା ବଲାନ ଏବେ ଗଣିତ ପଢାଇବେ ବୋଲି ଜଣାପଡିଛି। ବଲିଉଡ୍‌ ବାୟୋପିକ ମୁଭି ‘ଶକୁନ୍ତଳା ଦେବୀ‘ରେ ନଜର ଆସିଥିବା ବିଦ୍ୟାଙ୍କର ଏକ ନୂଆ ଲୁକ୍‌ ଏବେ ଦେଖିବାକୁ ମିଳିବ। ମଙ୍ଗଳବାର ଏହି ଫିଲ୍ମର ପ୍ରଥମ ମୋଶନ୍‌…

ମିଲ୍କ କେକ୍‌

ଆବଶ୍ୟକ ସାମଗ୍ରୀ: ୮ କପ୍‌ କ୍ଷୀର, ୨ ବଡ଼ ଚାମଚ ଚିନି, ଏକ ବଡ଼ ଚାମଚ ଲେମ୍ବୁରସ, ଏକ ଛୋଟ ଚାମଚ ଗୁଜୁରାତି ପାଉଡର। ପ୍ରସ୍ତୁତି ପ୍ରଣାଳୀ: ଏକ ପାତ୍ରରେ କ୍ଷୀର ଗରମ କରନ୍ତୁ। ଏହାକୁ ମଝିରେ ମଝିରେ ଘାଣ୍ଟନ୍ତୁ। ଏହା…

ଘରକୁ ରଖନ୍ତୁ ସୁବାସିତ

ନିଜ ଘରକୁ ସବୁବେଳେ ସଫା ଏବଂ ସୁନ୍ଦର ରଖିବାକୁ ସମସ୍ତେ ଚାହାନ୍ତି। ଆଉ ଏଥିପାଇଁ ବିଭିନ୍ନ ପ୍ରକାର ଡେକୋରେଟିଭ୍‌ ସାମଗ୍ରୀ ବି ବ୍ୟବହାର କରନ୍ତି। ହେଲେ ଏସବୁ ପରେ ବି ଯଦି ଘର ଭିତରେ କୌଣସି ପ୍ରକାରର ଗନ୍ଧ ହେଉଥାଏ ତେବେ…

ମହିଳା ଓ ଶ୍ୱେତପ୍ରଦର

ଶ୍ୱେତପ୍ରଦର ରୋଗ ନାରୀମାନଙ୍କୁ ହୋଇଥାଏ। ଅସାମଞ୍ଜସ୍ୟ ଆହାର, ବାହାର, ଦୂଷିତ ପରିବେଶ, ଅତ୍ୟଧିକ ପରିଶ୍ରମ, ମାସିକ ଋତୁସ୍ରାବ ସମୟରେ ପରିଷ୍କାର ନ ରହିବା ଦ୍ୱାରା ଏହି ରୋଗ ଉପତ୍ତ୍ତିର କାରଣ ହୋଇଥାଏ। ଏହି ରୋଗରେ ଆକ୍ରାନ୍ତ ରୋଗୀର ଯୌନାଙ୍ଗ ସର୍ବଦା ଅସ୍ବଚ୍ଛ…

ପୁରୁଣା ଶାଢିରୁ…

ବିତୁଥିବା ଦିନ ସହିତ ନୂଆ ନୂଆ ଶାଢୀ କିଣିବା ଭିତରେ ଅନେକ ଶାଢୀ ପୁରୁଣା ହୋଇ ଅଦରକାରୀ ହୋଇଯାଏ। ହେଲେ ଫିଙ୍ଗିବା ଅପେକ୍ଷା ବିଭିନ୍ନ ଉପାୟରେ ଏହାର ବ୍ୟବହାର କରାଯାଇ ପାରିବ। ଜାଣି ରଖନ୍ତୁ ସେ ସମ୍ପର୍କରେ… ପୁରୁଣା ଶାଢ଼ିରେ ସାଲ୍‌ଓ୍ବାର…

ହେୟାର ପର୍ମିଂ

ଘନ ଓ ସିଧା କେଶ କାହାର ବା ପସନ୍ଦ ନୁହେଁ। ଯେଉଁଥିଲାଗି ବର୍ତ୍ତମାନ ହେୟାର୍‌ ଷ୍ଟ୍ରେଟନିଂ ଟ୍ରେଣ୍ଡ ପାଲଟିଛି। ହେଲେ କେବେ କେବେ ସିଧା ଏବଂ ପତଳା କେଶ ଅନେକଙ୍କଠାରେ ସୌନ୍ଦର୍ଯ୍ୟ ବଢାଇବା ପରିବର୍ତ୍ତେ କମାଇଥାଏ। ତେଣୁ ସେମାନଙ୍କ ସୌନ୍ଦର୍ଯ୍ୟ ବୃଦ୍ଧି…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ ପ୍ରକାଶ…

ଅବିବାହିତ କଲାମ୍‌ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍‌କାରରେ କଲାମ୍‌ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?