ବିଏମ୍ସିର ରାଜସ୍ବ ଚିନ୍ତା
ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା ରାଜସ୍ବ ଆଦାୟ କରିବ, ଏନେଇ ଟେର୍ ପାଉନି ବିଏମ୍ସି। ସର୍ବକ୍ଷମା ଯୋଜନାରେ ସୁଧାର ହେଉ…
୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ
ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍କାରରେ ସେ ଏହା କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ସେଠାରେ…
ଦିଲୀପ ସ୍ବାଇଁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ଅଭିଯୁକ୍ତଙ୍କ ସହ ଥାନାଧିକାରୀଙ୍କ ସେଲ୍ଫି
ପୁରୀ ଅଫିସ,୧୫ା୧୦: ଏକ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ସହ ରାମଚଣ୍ଡୀ ଥାନା ଅଧିକାରୀ ବୁଲୁ ମୁଣ୍ଡା ପୋଲିସ ଭ୍ୟାନରେ ଭିତରେ ନେଇଥିବା ସେଲଫି ସୋମବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାକୁ ପୁରୀ ଏସ୍ପି ଉମାଶଙ୍କର ଦାଶ ଗୁରୁତର ସହିତ…
ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ଅଧିକାରୀ
କଟକ ରୋଡ,୧୫ା୧୦(ଡି.ଏନ୍.ଏ.): ମ୍ୟୁଟେଶନ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ଅଧିକାରୀ। ସେ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ଦୋଲଣଶାସନ ଗ୍ରାମର ଦେବଦତ୍ତ ମିଶ୍ର।…
ଆଜିଠୁ ଭୁବନେଶ୍ୱର ନୟାଗଡ଼ ସେବା ଏକ୍ସପ୍ରେସ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର-ନୟାଗଡ଼ ସେବା ଏକ୍ସପ୍ରେସ ମଙ୍ଗଳବାର ଆରମ୍ଭ ହେବାକୁ ଯାଉଛି। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅପରାହ୍ନ ୧ଟା ୩୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍ଘାଟନ କରିବେ। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନୀ…
କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୧୫ା୧୦: ସୋମବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ହବିଷିଆଳିମାନେ ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତବର୍ଷ ୩ହଜାର ହବିଷିଆଳିଙ୍କ ପାଇଁ ଶ୍ରୀକ୍ଷେତ୍ରରେ ୩ଟି ଆଶ୍ରୟସ୍ଥଳୀ କରାଯାଇଛି। ଏଠାରେ ସେମାନଙ୍କ ଲାଗି ରହିବା, ମହାପ୍ରସାଦ…
ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…
୨୫ ହଜାର ହୋମ୍ଗାର୍ଡଙ୍କୁ ଛଟେଇ କଲେ ଯୋଗୀ ସରକାର
ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୨୫ ହଜାର ହୋମ୍ ଗାର୍ଡ଼ଙ୍କୁ ଛଟେଇ କରିଛନ୍ତି। ରାଜ୍ୟର ବଜେଟରେ ସମନ୍ବୟ ରକ୍ଷା କରିବା ପାଇଁ ଏଭଳି କରାଯାଇଥିବା ସରକାର କହିଛନ୍ତି। ଏନେଇ ଏଡିଜି ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛଟେଇ…
ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍ଶୀଘ୍ର ତିନୋଟି ରୁଟ୍ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ ବିଶାଲ ଦେବ କହିଛନ୍ତି। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସଚିବ ଏହି ସୂଚନା ଦେଇଛନ୍ତି।…
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି ଗତ ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆଶାୟୀ ପ୍ରଫେସରମାନେ ବିଜ୍ଞପ୍ତି ପ୍ରକାଶ…
ପେପର ବିକ୍ରେତାରୁ ଦେଶର ମିଶାଇଲ୍ ମ୍ୟାନ୍
ମିଶାଇଲ ମ୍ୟାନ ନାମରେ ଜଣାଶୁଣା ଡଃ ଏ.ପି.ଜେ ଅବଦୁଲ କଲାମଙ୍କର ଆଜି ହେଉଛି ୮୭ତମ ଜନ୍ମଜୟନ୍ତୀ। ଅକ୍ଟୋବର ୧୫ ତାରିଖ ୧୯୩୧ ମସିହାରେ ତାମିଲନାଡୁ ରାମେଶ୍ୱରମଠାରେରେ ଜନ୍ମଗ୍ରହଣ ନେଇଥିଲେ ଭାରତମାତାର ସୁଯୋଗ୍ୟ ସନ୍ତାନ ଅବଦୁଲ କଲାମ। ତାଙ୍କର ପୁରାନାମ ଅବୁଲ ପକୀର…
ଓଟିଇଟି ପରୀକ୍ଷାରେ ବିଭ୍ରାଟ ଘଟଣା: ବୋର୍ଡ କାର୍ଯ୍ୟାଳୟ ଘେରାଉ
କଟକ ଅଫିସ,୧୫ା୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାରେ ଅନେକ ବିଭ୍ରାଟ ଘଟିଛି। ଗତ ୯ ତାରିଖରେ ବୋର୍ଡ ପକ୍ଷରୁ ପରୀକ୍ଷାର ଉତ୍ତର ଶିଟ୍ ଅନ୍ଲାଇନରେ ପ୍ରକାଶ ପାଇଥିଲା। ହେଲେ ପ୍ରତି ଶିଟ୍ରେ ଉତ୍ତର…

