ବାଲାକୋଟରେ ପୁଣି ସକ୍ରିୟ ହେଲା ଜୈଶ-ଇ-ମହମ୍ମଦ: ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ନେଉଛନ୍ତି ପ୍ରଶିକ୍ଷଣ
ଇସ୍ଲାମାବାଦ୍,୧୪।୧୦: ପାକିସ୍ତାନ ବାଲାକୋଟରେ ପୁଣି ଥରେ ଆତଙ୍କବାଦୀ ସକ୍ରିୟ ହୋଇଥିବା ଜଣାପଡ଼ିଛି। ଜୈଶ-ଇ-ମହମ୍ମଦର ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ସେଠାରେ ପ୍ରଶିକ୍ଷଣ ନେଉଥିବା ଭାରତୀୟ ଗୁଇନ୍ଦା ବିଭାଗରୁ ସୂଚନା ମିଳିଛି। ଏଥିରେ ଫିଦାୟିନ ଆତଙ୍କବାଦୀ ମଧ୍ୟ ସାମିଲ ରହିଛନ୍ତି। ବାଲାକୋଟରେ ଭାରତୀୟ…
ଚାମ୍ପିୟନ କ୍ରିକେଟରଙ୍କୁ ଛୁଇଁଲା ୩୮
ନୂଆଦିଲ୍ଲୀ,୧୪।୧୦- ଚାମ୍ପିୟନ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ସୋମବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ କ୍ରିକେଟ ଜଗତକୁ ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି। କ୍ରିକେଟ କ୍ୟାରିୟରରେ ଗମ୍ଭୀର ୧୪୭ ଦିନିକିଆ ଓ ୫୮ ଟେଷ୍ଟ ଖେଳି ଯଥାକ୍ରମେ ୫୨୩୮…
କଂଗ୍ରେସ ଉପରେ ବର୍ଷିଲେ ମୋଦି
ହରିୟାଣା,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ହରିୟାଣାରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଭାଜପା ସରକାରଙ୍କ ଶାସନ କାଳରେ ହୋଇଥିବା ସଫଳତାର କାହାଣୀ କହିଛନ୍ତି। ଏହାସହ ବିରୋଧୀ କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ନେଇ…
ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ
ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ତଳଗଡ ଗ୍ରାମ ବଳରାମପୁର ହାଇସ୍କୁଲ ନିକଟରେ ରବିବାର ଟିପ୍ପର ଧକ୍କାରେ ଜଣେ ବୃକ୍ତିଙ୍କ ମୃତ୍ୟୁ…
ଦୀପିକା, ପ୍ରିୟଙ୍କାଙ୍କଠାରୁ ପଛରେ ଅଛନ୍ତି ମୋଦି
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଥିବା ବେଳେ ନିକଟରେ ଇନଷ୍ଟାଗ୍ରାମରେ ତାଙ୍କ ଫଲୋୟର୍ସଙ୍କ ସଂଖ୍ୟା ୩୦ ମିଲିୟନ(୩କୋଟି)ରେ ପହଞ୍ଚିଛି। ହେଲେ ସେ ଏବେବି ବଲିଉଡ୍ ନାୟିକା ପ୍ରିୟଙ୍କା ଚୋପ୍ରା ଓ ଦୀପିକା ପାଦୁକୋନଙ୍କଠାରୁ ପଛରେ ଅଛନ୍ତି…
କଶ୍ମୀରରେ ଆତଙ୍କବାଦୀଙ୍କୁ ଏକାଠି କରିବା ପାଇଁ ମାଧ୍ୟମ ପାଲଟିଛି ମୋବାଇଲ: ସତ୍ୟପାଲ
ଶ୍ରୀନଗର,୧୪।୧୦:କଶ୍ମୀରିଙ୍କ ପାଇଁ ଟେଲିଫୋନ ନୁହେଁ ବରଂ ଜୀବନ ହେଉଛି ଅଧିକ ଗୁରୁତ୍ୱପୂର୍ଣ୍ଣ। ପୂର୍ବରୁ ବି ସେମାନେ ବିନା ଟେଲିଫୋନରେ ଜୀବନ ବିତାଉଥିଲେ। ହେଲେ ଆତଙ୍କବାଦୀମାନେ ଘାଟିରେ ଅଶାନ୍ତି ସୃଷ୍ଟି କରିବା ଓ ଆତଙ୍କବାଦୀ ସଂଗଠନକୁ ଏକତ୍ରିତ କରିବା ପାଇଁ ମୋବାଇଲର ବ୍ୟବହାର…
ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଗଞ୍ଜାମ, ୧୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବନ୍ଧ ଗ୍ରାମର ଗଦାଧର ବେହେରାଙ୍କ ଜାଲ ଓ ଡଙ୍ଗା ଏବଂ ରାଜନ ବେହେରାଙ୍କ ଗୋଟିଏ…
ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର
ଭବାନୀପାଟଣା,୧୪।୧୦(ଡି.ଏନ୍.ଏ.): ଓଡ଼ିଶାର ପଞ୍ଚ୍ମ୍ୟାନ୍ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍ ଆଇସିଓଏନ୍ଜି ଏବଂ ଜାତିସଂଘ ଡୋଗ୍ରା ହଲ୍ ଆଇଆଇଟି…
ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଭବାନୀପାଟଣା,୧୪।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପରମାନନ୍ଦପୁରର ଛନ୍ଦାଚରଣ ଓରଫ ଚମାର ରାଉତ (୩୫)। ତାଙ୍କଠାରୁ…
ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା
ଭଦ୍ରକ ଅଫିସ,୧୪ା୧୦: ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ଜଣେ ମହିଳା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚିକିତ୍ସାଳୟରେ। ତିହିଡ଼ି ତଳଦୁମୁକା ଅଞ୍ଚଳର ଜଣେ ମହିଳା ପ୍ରସବ ପାଇଁ ସୋମବାର ସକାଳ ୯ଟାରେ ମେଡିକାଲରେ…
ମୁହଁ ଖୋଲିଲେ ମୌନି
ମୁମ୍ବାଇ: ଟେଲିଭିଜନ ନାୟିକା ମୌନି ରାୟ ଦୁବଇର ଜଣେ ବ୍ୟାଙ୍କର ସୁରଜ ନାମ୍ବିୟାରଙ୍କୁ ଡେଟ୍ କରୁଛନ୍ତି ବୋଲି କିଛିଦିନ ହେବ ଆଲୋଚନା ହେଉଥିଲା। ଏମିତିକି ମୌନି ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ସୁରଜଙ୍କ ସହ ଥାଇଲାଣ୍ଡରେ ଅଛନ୍ତି ବୋଲି ଶୁଣିବାକୁ…
ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ
ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍ ଓ ୪ ବାଇକ ଜବତ କରିଛି। ଏ…

