Home Left

ଗୋଷାଣୀନୂଆଗାଁ କାଳୁଆ ଯାତ୍ରା ଉଦ୍‌ଯାପିତ ସବୁ ସାହି ପରିକ୍ରମା କରି ମା’ଙ୍କ ମନ୍ଦିର ବିଜେ

ବ୍ରହ୍ମପୁର ଅଫିସ,୧୪ା୧୦-ଆଶ୍ୱିନ କୃଷ୍ଣପକ୍ଷ ମହାଳୟା ଅମବାସ୍ୟାରୁ ଆରମ୍ଭ ହୋଇଥିବା ସ୍ଥାନୀୟ ଗୋଷାଣୀନୂଆଗାଁର ପାରମ୍ପରିକ ମା’ କାଳୁଆ ଯାତ୍ରା ରବିବାର କୁମାର ପୂର୍ଣ୍ଣିମା ରାତିରେ ଉଦ୍‌ଯାପିତ ହୋଇଯାଇଛି । ମା’ଙ୍କ ନିଜସ୍ବ ମନ୍ଦିର ବାହୁଡ଼ା ଯାତ୍ରା ପାଇଁ ଗୋଷାଣୀନୂଆଗାଁ ଉତ୍ସବମୁଖର ହୋଇଥିଲା। ନାଚଗୀତ,…

ମାଟ୍ରିକ୍‌ ପରୀକ୍ଷା ଫଳରେ ଉନ୍ନତି ଉଦ୍ୟମ, ଛୁଟିଦିନ, ରବିବାରରେ ହେବ ପାଠପଢ଼ା

ବ୍ରହ୍ମପୁର ଅଫିସ୍‌,୧୪ା୧୦-ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ରେ ଗଞ୍ଜାମ ଜିଲାରେ ମାଟ୍ରିକ୍‌ ପରୀକ୍ଷା ଫଳାଫଳରେ ଉନ୍ନତି ଆଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ତତ୍ତ୍ୱାବଧାନରେ ମିଶନ୍‌ ‘ଡ୍ରିମ୍‌’ ପ୍ରସ୍ତୁତ କରାଯାଇଛି। ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କ ତରଫରୁ…

ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା

ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍‌ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ…

ଭାଜପା ଟି-ଶାର୍ଟ ପିନ୍ଧି ଆମହତ୍ୟା କଲେ କୃଷକ

ବୁଲ୍‌ଧାନା,୧୪ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଶାସକ ଭାଜପା ପାଇଁ ଲଜ୍ଜାଜନକ ସ୍ଥିତି ଉପୁଜିଛି। ବୁଲଧାନା ଜିଲାର ଜଣେ ଚାଷୀ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ଉଦ୍ଦିଷ୍ଟ ଟି-ଶାର୍ଟ ପିନ୍ଧି ବେକରେ ଦଉଡ଼ି ଲଗାଇ ଆମତ୍ହତ୍ୟା କରିଛନ୍ତି।…

ପୁଞ୍ଜି ବଜାରରୁ ଏଫ୍‌ପିଆଇ ଉଠାଇନେଲେ ୬,୨୦୦ କୋଟି

ନୂଆଦିଲ୍ଲୀ,୧୪-୧୦: ଚଳିତ ମାସ ୨ ସପ୍ତାହରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ମାନେ ଦେଶର ପୁଞ୍ଜି ବଜାରରୁ ୬,୨୦୦ କୋଟି ଟଙ୍କା ପ୍ରତ୍ୟାହର କରି ନେଇଛନ୍ତି। ବିଶ୍ୱ ମାନ୍ଦାବସ୍ଥା ଏବଂ ବାଣିଜ୍ୟ ଯୁଦ୍ଧ ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଏଭଳି ଘଟଣା ଦେଖାଯାଇଥିବା ବଜାର…

କ୍ଷୁଧା ମେଣ୍ଟାଇ ପାରିବନି ଚନ୍ଦ୍ର ମିଶନ: ରାହୁଲ

ଲାତୁର,୧୪ା୧୦(ପି.ଟି.): ଦେଶର ଯୁବପିଢ଼ି ନିଯୁକ୍ତି ଖୋଜୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସେମାନଙ୍କୁ ଜହ୍ନ ଦେଖିବାକୁ କହୁଛନ୍ତି। ଭାରତର ଅର୍ଥନୀତି ଭୁଶୁଡ଼ିବା ଏବେ ଆରମ୍ଭ ହୋଇଛି। ଆଗକୁ ବହୁତ କିଛି ହେବ। ଅର୍ଥନୀତି ସଜାଡ଼ିବା ପାଇଁ କଂଗ୍ରେସ ସରକାରର…

ଭାଙ୍ଗିଗଲା ନୂଆଗାଁ ମାଇନର କେନାଲର କଂକ୍ରିଟ୍‌ ଢଳେଇ

ପରଜଙ୍ଗ, ୧୪।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତର ଚାଷୀଙ୍କ ଜଳସେଚନର ପ୍ରମୁଖ ମାଧ୍ୟମ ନୂଆଗାଁ ମାଇନର କେନାଲର ୨୦ଫୁଟ କଂକ୍ରିଟ୍‌ ଢଳେଇ ଭାଙ୍ଗିଯାଇଛି। ଅଞ୍ଚଳର ଶତାଧିକ ଚାଷୀ ଉକ୍ତ କେନାଲ ପାଣି ଉପରେ ଭରସା କରି ଧାନ ଚାଷ…

ଜିଏସ୍‌ଟି ରାଜସ୍ବରେ ଉନ୍ନତି ଲାଗି କମିଟି ବୈଠକ ମଙ୍ଗଳବାର

ନୂଆଦିଲ୍ଲୀ,୧୪-୧୦: ଜିଏସ୍‌ଟି ରାଜସ୍ବରେ ଉନ୍ନତି ଆଣିବା ଲାଗି ସରକାର ଗଠନ କରିଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ଗତ ସପ୍ତାହରେ ଏହି କମିଟି ଗଠନ ହୋଇଥିଲା। ଜିଏସ୍‌ଟି ସଂଗ୍ରହରେ ଉନ୍ନତି ଆଣିବା ଲାଗି ଉକ୍ତ କମିଟି…

ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ

ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏ-୩୨୦ ଏୟାରବସର ୧୨୦ ପାଇଲଟଙ୍କ ଦାବି ପୂରଣ ନ ହେବାରୁ ସେମାନେ…

ଆରମ୍ଭ ହେଲା ପ୍ରସିଦ୍ଧ ହରଗୌରୀ ଯାତ୍ରା

ସୋନପୁର,୧୪ା୧୦(ନି.ପ୍ର.) ପୂଜା ମଣ୍ଡପକୁ ଶନିବାର ବିଳମ୍ବିତ ରାତିରେ ଦେବୀ ଗୌରୀଙ୍କ ଆଗମନ ପରେ ସୁବର୍ଣ୍ଣପୁରରେ ଆରମ୍ଭ ହୋଇଛି ପରମ୍ପରା ଓ ଦେବାଙ୍ଗ ସଂସ୍କୃତିର ମହାପାର୍ବଣ ପ୍ରସିଦ୍ଧ ହରଗୌରୀ ଯାତ୍ରା(ବୁଢୀମାଁ ଯାତ୍ରା)। ଜିଲାର ଇଷ୍ଟଦେବତା ସୁବର୍ଣ୍ଣମେରୁଙ୍କ ନିଜସ୍ବ ଜମିରୁ ଧାନ ଗଛକୁ ଗୌରୀ…

ଧନଦାତ୍ରୀଙ୍କ ଧରାବତରଣ

ଢେଙ୍କାନାଳ ଅଫିସ,୧୪।୧୦: ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ପ୍ରତୀକ ଧନଦାତ୍ରୀ ମା’ ଲକ୍ଷ୍ମୀ। ରବିବାର ରାତିରୁ ସମସ୍ତ ପୂଜା ମଣ୍ଡପରେ ଅନାବରଣ ହୋଇଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି। ପାରମ୍ପରିକ ନୀତି ଅନୁଯାୟୀ ଆରମ୍ଭ ହୋଇଛି ପୂଜାର୍ଚ୍ଚନା। ବେଦମନ୍ତ୍ର ଧ୍ୱନିରେ କମ୍ପୁଛି ପରିବେଶ।…

ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା

ନେଦରଲାଣ୍ଡସ୍‌ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା ମିଳିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?