ସ୍ତ୍ରୀଙ୍କ ଆଶା ପୂରଣ ପାଇଁ ତିଆରି କଲେ ଗିଟାର ଆକାରର ଜଙ୍ଗଲ
ଆର୍ଜେଣ୍ଟିନା, ପମ୍ପାସ୍ର ଏକ ଉର୍ବର ଚାଷଜମିରେ ଦେଖିବାକୁ ମିଳେ ଏକ ବିରାଟକାୟ ଗିଟାର ଆକାରର ଜଙ୍ଗଲ। ଜଙ୍ଗଲଟି ୭୦୦୦ରୁ ଊର୍ଦ୍ଧ୍ୱ ସାଇପ୍ରେସ୍ ଓ ୟୁକାଲିପଟାସ୍ ଗଛ ଲଗାଯାଇ ତିଆରି କରାଯାଇଛି। ୧ କି.ମିରୁ ଉର୍ଦ୍ଧ୍ୱ ଲମ୍ବ ବିଶିଷ୍ଟ ଉକ୍ତ ଜଙ୍ଗଲ ଏରୋପ୍ଲେନ୍…
ପାର୍ବଣରେ ପ୍ରଦୂଷଣ
ସଂସ୍କୃତି, ପରମ୍ପରାକୁ ସମ୍ମାନ ଦେବା ସହ ଖୁସି ମନେଇବାର ଅନ୍ୟନାମ ହେଉଛି ପୂଜା ପାର୍ବଣ। କିନ୍ତୁ ଏବେ ସାଜସଜ୍ଜା, ରଙ୍ଗ ଆଉ ଭସାଣିକୁ ନେଇ ଯେଉଁ ପ୍ରତିଯୋଗିତା ଚାଲିଛି, ସେଥିରେ ଆମେ କେବଳ ମାରାତ୍ମକ ପରିବେଶ ପ୍ରଦୂଷଣର ଶିକାର ହିଁ ହେଉଛୁ……
ଯତୀନ ଲଲିତ
ତୁଝେ ଦେଖା ତୋ ୟେ ଜାନା ସନମ୍! ଦିଲଓ୍ବାଲେ ଦୁଲ୍ହନିଆ ଲେ ଜାଏଙ୍ଗେ (ଡିଡିଏଲ)ଚଳଚ୍ଚିତ୍ରର ଏହି ଗୀତଟି ଏବେ ସୁଦ୍ଧା ଲୋକଙ୍କ କାନରୁ ହଜିନାହିଁ। ଏହି ଗୀତରେ କଣ୍ଠଦାନ କରିଥିଲେ କୋକିଳକଣ୍ଠୀ ଲତା ମଙ୍ଗେସ୍କର ଏବଂ କୁମାର ସାନୁ। ନବେ ଦଶକରେ…
ଦାମୀ ଛତା
ବର୍ଷାର ସାଥୀ ଛତା। ତେବେ କିଛି ଛତା ଅଛି, ଯାହା ବର୍ଷାରୁ ସୁରକ୍ଷା ପ୍ରଦାନ କରିବା ସହ ଷ୍ଟାଟସ୍ର ପ୍ରତୀକ ସାଜିଥାଏ । କାରଣ ସେସବୁର ମୂଲ୍ୟ ହୋଇଥାଏ ଆକାଶଛୁଆଁ । ସେମିତି କିଛି ଦାମୀ ଛତା ସମ୍ପର୍କରେ… ବିଲିୟନେର୍ କୁଚର୍ସ…
ଫିଲ୍ମକୁ ଆସିବା ପୂର୍ବରୁ ଏପରି ଦେଖାଯାଉଥିଲେ ହ୍ରିତିକ୍ଙ୍କ ଏହି ନାୟିକା…
ମୁମ୍ବାଇ,୧୩।୧୦: ରବିବାର ସାଉଥ୍ ଅଭିନେତ୍ରୀ ପୂଜା ହେଗ୍ଡ଼େ ନିଜର ଜନ୍ମଦିନ ପାଳନ କରୁଛନ୍ତି। ସେ ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୦ ଅକ୍ଟୋବର ୧୩ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ହ୍ରିତିକ୍ ରୋଶନ୍ଙ୍କ ଫିଲ୍ମ ମହେଞ୍ଜୋଦାରୋର ନାୟିକା ଭାବେ ପୂଜା ବେଶ୍…
ଦିନେ ଯାତ୍ରା ଦେଖୁ ନ ଥିଲେ, ଏବେ ଯାତ୍ରା କଳାକାର
ଓଡ଼ିଆ ଯାତ୍ରା ଜଗତର ଜଣେ ଆଗଧାଡ଼ିର ଯୁବ କଳାକାର ହେଉଛନ୍ତି ଅରୁଣ କୁମାର ଲେଙ୍କା। ଲୋକପ୍ରିୟ ନାଟକ ‘ଗୁପ୍ତ ସମ୍ପର୍କ’ରେ ଜନଜାତି ଚରିତ୍ରରେ ଅଭିନୟ କରି ସେ ଲୋକଲୋଚନକୁ ଆସିଥିଲେ। ନାଟକର ବଡ଼ଭାଇ ଭୂମିକାରେ ଅଭିନୟ କରି ବେଶ୍ ପ୍ରଶଂସା ସାଉଣ୍ଟିଥିଲେ…
ଚାଇନାରେ ୫.୨ ତୀବ୍ରତାର ଭୂକମ୍ପ
ବେଜିଂ,୧୩।୧୦: ଚାଇନାର ଗୁଆଂଗ୍ସି ଜୁଆଙ୍ଗ ଅଞ୍ଚଳରେ ଶନିବାର ରାତି ପ୍ରାୟ ୧୧ଟା ସମୟରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୫.୨। ଏହାର ସୂଚନା ଚାଇନା ଭୂକମ୍ପ ନେଟଓ୍ବର୍କ କେନ୍ଦ୍ର ଦେଇଛି। ଏପର୍ଯ୍ୟନ୍ତ ଏଥିରେ କ୍ଷୟକ୍ଷତି…
ପେଁକାଳିର ସରିତା
‘ମୋ ପେଁକାଳି ବଜେଇ ଦେ’ ନାଟକ ଦେଖିଥିବା ଦର୍ଶକ ଖୁବଶୀଘ୍ର ମନେ ପକେଇ ପାରିବେ ସରିତା ଚରିତ୍ରଟିକୁ। ମିତାର ଭାଉଜ। ମିତାର ବଡ଼ଭାଇ ଚିନ୍ମୟ ଜଗଦ୍ଦେବର ସ୍ତ୍ରୀ। ଚିନ୍ମୟ, ମିତା ତଥା ରାଜାସାହେବଙ୍କ ଭୂମିକାକୁ ବାଦଦେଲେ ଆଉ ଯେଉଁ ଚରିତ୍ରଟିକୁ ଏହି…
ମୁଡ ଅଫ୍ ଥିଲେ
ପ୍ରିୟଜନଙ୍କ ସହ ମନାନ୍ତର ହେଉ ବା କୌଣସି କାର୍ଯ୍ୟରେ ଅସଫଳତା, ଏମିତି ବିଭିନ୍ନ କାରଣ ହେତୁ ଆମର ମୁଡ ଅଫ୍ ହେଇଯାଏ। ମୁଡ ଅଫ୍ ହେବା ଆମ ମାନସିକତା ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ତେବେ ଯଦି ମୁଡ ଅଫ୍ ହୋଇଥାଏ…
ପୋଲ୍କା ଡଟ୍ ବେବି ଜେବ୍ରା
ଜେବ୍ରା, ଦେହସାରା ଧଳାରଙ୍ଗର ଷ୍ଟ୍ରାଇପ୍ ଥିବା ସୁନ୍ଦର ପ୍ରାଣୀ। ହେଲେ ନିକଟରେ କେନିଆର ମାସାଇ ମାରା ନ୍ୟାଶନାଲ ରିଜର୍ଭରେ ଦେଖିବାକୁ ମିଳିଛି ଏକ ଅଦ୍ଭୁତ ଜେବ୍ରା ଛୁଆ। ଯାହାର ଫଟୋ ଓ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। କାରଣ…
ମୋଦିଙ୍କ ମଇଳା ସଫା କରିବା ଭିଡ଼ିଓ ଭାଇରାଲ: ଏକା ଏକା କ୍ୟାମେରାମ୍ୟାନ୍ଙ୍କ ଆଗରେ ଶୁଟିଂ ପାଇଁ ଛାଡ଼ି ଦିଆଗଲା କିପରି ପ୍ରଶ୍ନ କଲେ ପ୍ରକାଶ ରାଜ୍
ନୂଆଦିଲ୍ଲୀ,୧୩।୧୦: ସୋସିଆଲ୍ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର ମାମଲ୍ଲାପୁରମ୍ ସମୁଦ୍ରକୂଳରୁ ମଇଳା ଉଠାଇବା ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଅଭିନେତା ପ୍ରକାଶ ରାଜ୍ ସମାଲୋଚନା କରିଛନ୍ତି। ସେ ଏହି ଭିଡ଼ିଓକୁ ଟୁଇଟରରେ ଅପଲୋଡ୍ କରି ପ୍ରଶ୍ନ କରିଛନ୍ତି,…
କୁକୁଡ଼ାଙ୍କ ପାଇଁ ସ୍ବେଟର
ପାଖେଇ ଆସିଲାଣି ଋତୁ। ଏହି ଋତୁରେ ମଣିଷ ତ ସ୍ବେଟର ପିନ୍ଧି ପ୍ରବଳ ଥଣ୍ଡାରୁ ରକ୍ଷା ପାଇଯାଆନ୍ତି। କେବେ ଭାବିଛନ୍ତି ଘରେ ଥିବା ପେଟ୍ ବା ପୋଷା ଜୀବଜନ୍ତୁଙ୍କୁ କିଭଳି ସୁରକ୍ଷା ଦେବେ। ବ୍ରିଟିଶ କଲମ୍ବିଆରେ ରହୁଥିବା ମୌରିନ୍ ସ୍କିମ୍ଡଙ୍କ ମା’…

