‘ପାଦ ଛୁଇଁବା ମନା’ ବୋର୍ଡ ବାସଭବନରେ ଲଗାଇଲେ ମନ୍ତ୍ରୀ
ଲକ୍ଷ୍ନୌ,୧୩।୧୦: ରାଜନୀତିରେ ପାଦ ଛୁଇଁବା ପରମ୍ପରା ବନ୍ଦ କରିବା ଲାଗି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଜଣେ ମନ୍ତ୍ରୀ ଅଣ୍ଟା ଭିଡ଼ିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ଗୋବିନ୍ଦ ସିଂ ନିଜ ବାସଭବନରେ ‘ପାଦ ଛୁଇଁବା ମନା’…
ଜାପାନରେ ଘୂର୍ଣ୍ଣିଝଡ଼ ପରେ ଆସିଲା ଭୂକମ୍ପ: ୭୦ ଲକ୍ଷ ଲୋକ ସ୍ଥାନାନ୍ତର
ଟୋକିଓ,୧୩।୧୦: ଜାପାନରେ ଆସିଥିବା ଘୂର୍ଣ୍ଣିଝଡ଼ରେ ଏପର୍ଯ୍ୟନ୍ତ ପ୍ରାୟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ରୁ ଊର୍ଦ୍ଧ୍ୱ ନିଖୋଜ ଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ଟୋକିଓରେ ଘୂର୍ଣ୍ଣିଝଡ଼ ‘ହଗିବିସ’କୁ ନେଇ ହାଇ ଆଲର୍ଟ ଜାରି କରାଯାଇଥିଲା। ଏହାସହ ପ୍ରାୟ ୭୦…
ଇଣ୍ଟରନେଟ୍ରେ ଲୋକାଲ ଲାଙ୍ଗୁଏଜ୍
ଦିନ ଥିଲା ଇଣ୍ଟରନେଟ୍ରେ ଅନ୍ୟ ଦେଶଗୁଡିକ ଭଳି ଆମ ଦେଶରେ ମଧ୍ୟ କେବଳ ଇଣ୍ଟରନ୍ୟାଶନାଲ୍ ଲାଙ୍ଗୁଏଜ ଇଂଲିଶର ପ୍ରଚଳନ ଥିଲା। ହେଲେ ବର୍ତ୍ତମାନ ବିଭିନ୍ନ ଲୋକାଲ୍ ଲାଙ୍ଗୁଏଜ୍ ବା ଦେଶୀ ଭାଷାର ବ୍ୟବହାର ବହୁମାତ୍ରାରେ ବଢୁଥିବାର ଦେଖିବାକୁ ମିଳୁଛି… ଗୁଗୁଲ୍ର ଇଣ୍ଡିଆ…
ଔଷଧ ଖାଉଥିଲେ…
କୌଣସି ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବା ମାତ୍ରେ ଡାକ୍ତରଙ୍କ ପରାମର୍ଶ ନ ନେଇ ମନଇଚ୍ଛା ଔଷଧ ଖାଇବା ଅଭ୍ୟାସ ଅନେକଙ୍କର ରହିଛି। ତେବେ ଏପରି କରିବା ଦ୍ୱାରା ଯଦିଓ କିଛି ସମୟ ପାଇଁ ଉକ୍ତ ସମସ୍ୟାରୁ ଉପଶମ ମିଳିଥାଏ ହେଲେ ପରବର୍ତ୍ତୀ ସମୟରେ…
ଯାତ୍ରା ଏବେ ନିଜ କାର୍ରେ…
ବେଶ୍ ଉଚ୍ଚ ଆଶାୟୀ ଆଜିର ଯୁବପିଢ଼ି। ଅଧିକ ରୋଜଗାର କରିବା ସହ ସର୍ବଦା ବିଳାସପୂର୍ଣ୍ଣ ଜୀବନଯାପନ ସେମାନଙ୍କ ଅଭିଳାଷ। ଉଚ୍ଚାକାଂକ୍ଷା ଲିଷ୍ଟରୁ ବାଦ୍ପଡିନି କାର୍। ତେବେ ସମୟ ଥିଲା, କାର୍ କିଣିବା ଲାଗି କେବେକେବେ ଆବଶ୍ୟକ ଅର୍ଥ ଯୋଗାଡ଼ କରୁକରୁ ବୟସ…
ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ
କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍ପିଙ୍କ ନେତୃତ୍ୱରେ…
ଭେଡେନ ଗଣବଳାତ୍କାର, ହତ୍ୟା ମାମଲା: ତତ୍କାଳୀନ ଆଇଆଇସିଙ୍କ ସମେତ ୮ ଜଣଙ୍କ ନାଁରେ ମାମଲା
କଟକ ଅଫିସ, ୧୩।୧୦: ବରଗଡ଼ ଜିଲା ଭେଡେନ ଥାନା ଅଞ୍ଚଳରେ ୨୦୧୬ରେ ୩ ମହିଳାଙ୍କୁ ଅପହରଣ ଓ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ୩ ବର୍ଷ ପରେ ଅର୍ଥାତ୍ ଗତ ୩ ତାରିଖରେ ଭେଡେନ ଥାନାର ତତ୍କାଳୀନ ଆଇଆଇସି…
ଉତ୍ତର ପ୍ରଦେଶ ସରକାରଙ୍କ ଦୀପାବଳି ଉପହାର: ଆଗୁଆ ମିଳିବ ବେତନ, ପେନ୍ସନ୍
ଲକ୍ଷ୍ନୌ,୧୩।୧୦: ଦଶହରା ପରେ ଆସୁଛି ଉତ୍ସବର ପର୍ବ ଦୀପାବଳି। ଏହାକୁ ନଜରରେ ରଖି ଉତ୍ତର ପ୍ରଦେଶର ଭାଜପା ଶାସିତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ଦେଇଛନ୍ତି ବଡ ଉପହାର। ସରକାର ଘୋଷଣା କରିଛନ୍ତି…
ଧଳାବାଘ ଶୁଭ୍ରାଂଶୁ ଅସୁସ୍ଥ
ବାରଙ୍ଗ,୧୩।୧୦(ଡି.ଏନ.ଏ): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷକ ଧଳାବାଘ ଶୁଭ୍ରାଂଶୁ ଦ୍ୱିତୀୟଥର ପାଇଁ ଅସୁସ୍ଥ ହୋଇଛି। ୫ବର୍ଷର ଏହି ବାଘ ଶନିବାର ଗୋଟିଏ ସ୍ଥାନରେ ପଡ଼ିରହିବା ସହ କୌଣସି ଖାଦ୍ୟ ଗ୍ରହଣ କରି ନ ଥିଲା। ଯାହାକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ…
ବଡ଼ୁ ସୁଆର ନିଯୋଗ ନିର୍ବାଚନ ବିଶ୍ୱନାଥ ସଭାପତି, ଅନନ୍ତ ସମ୍ପାଦକ
ପୁରୀ ଅଫିସ, ୧୩।୧୦: ଶ୍ରୀମନ୍ଦିର ବଡ଼ୁ ସୁଆର ନିଯୋଗର କର୍ମକର୍ତ୍ତା ନିର୍ବାଚନ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସର୍ବସମ୍ମତିକ୍ରମେ ବିଶ୍ୱନାଥ ସାମନ୍ତରା ସଭାପତି, ଅନନ୍ତ ତିଆଡ଼ି ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀଶଙ୍କର ସାମନ୍ତରା କୋଷାଧ୍ୟକ୍ଷ ଏବଂ…
ଲୋକସେବା ଭବନରେ ନିଆଁ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା ଦେଖି କେୟାରଟେକର ଅଗ୍ନିଶମ ବିଭାଗକୁ ଫୋନ୍ କରିଥିଲେ। ସଚିବାଳୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ…
ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟଙ୍କ ପ୍ରଶିକ୍ଷଣ ଖର୍ଚ୍ଚ ବହନ କରିବେ କେରଳ ସରକାର
ଥିରୁଭାନନ୍ତପୁରମ,୧୩।୧୦: କେରଳର ୨୦ ବର୍ଷୀୟ ଆଦମ ହ୍ୟାରୀ ଜଣେ ତୃତୀୟ ଲିଙ୍ଗ ବ୍ୟକ୍ତି ବା ଟ୍ରାନ୍ସଜେଣ୍ଡର। ସେ ଏବେ ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟ ହେବାକୁ ଯାଉଛନ୍ତି। ଆଉ ତାଙ୍କ ପ୍ରଶିକ୍ଷଣର ସମସ୍ତ ଖର୍ଚ୍ଚ କେରଳ ସରକାର ବହନ କରିବେ ବୋଲି…

