କର୍ନାଟକ ମେଡିକାଲ ଦୁର୍ନୀତି: ୧୦୯ କୋଟିର ଅଘୋଷିତ ଆୟ
ବେଙ୍ଗାଲୁରୁ, ୧୩ା୧୦: କର୍ନାଟକରେ ଆୟକର ବିଭାଗର ଚଢ଼ାଉ ପରେ ୧୦୯ କୋଟି ଟଙ୍କାର ଅଘୋଷିତ ଆୟ ଧରାପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ଜି. ପରମେଶ୍ୱର ଓ ଆର୍.ଏଲ୍. ଜଲାପ୍ପାଙ୍କ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇ ୯ କୋଟି ଟଙ୍କା ଶୁକ୍ରବାର…
୧୪ରୁ ଓଡ଼ିଶା ଟ୍ରାଭେଲ ବଜାର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି)ର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଅକ୍ଟୋବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟ୍ରାଭେଲ ବଜାର ଦେଶ ବାହାରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର…
ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି
ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ ସରଗରମ ଏତେଟା ଦେଖିବାକୁ ମିଳୁ ନ ଥିଲେ ସୁଦ୍ଧା ଆଉ ଦିନେ ଦୁଇଦିନ…
୫ ସନ୍ତାନଙ୍କୁ ଜନ୍ମଦେଲେ ରୁକ୍ସାନା
ଜୟପୁର, ୧୩ା୧୦ : ରାଜସ୍ତାନର ସାଙ୍ଗାନେର ବାସିନ୍ଦା ରୁକ୍ସାନା(୨୫) ଶନିବାର ଜୟପୁର ହସ୍ପିଟାଲରେ ୫ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଏକ ନବଜାତ ପୁତ୍ର ସନ୍ତାନ ମୃତ୍ୟୁବରଣ କରିଥିବାବେଳେ ଅନ୍ୟମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଲତା ରାଜୋରିୟା ପ୍ରକାଶ…
କୋଟିପତି ଟିକସଦାତାଙ୍କ ସଂଖ୍ୟାରେ ୨୦% ବୃଦ୍ଧି
ନୂଆଦିଲ୍ଲୀ,୧୩-୧୦: ୨୦୧୮-୧୯ ଆସେସମେଣ୍ଟ ବର୍ଷରେ ଦେଶ ମଧ୍ୟରେ କୋଟିପତି ଟିକସଦାତାଙ୍କ ସଂଖ୍ୟା ୨୦% ବୃଦ୍ଧି ଘଟିଥିବା ଆୟକର ବିଭାଗ ପକ୍ଷରୁ ସୂଚନା ରହିଛି। କୋଟିପତି ଟିକସଦାତାଙ୍କ ସଂଖ୍ୟା ୯୭,୬୮୯କୁ ବଢିଥିବା ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି।୨୦୧୭-୧୮ ଆସେସମେଣ୍ଟ ବର୍ଷରେ ୧ କୋଟି…
ଜୁଆଖେଳକୁ ନେଇ ଗୁଳି: ୪ ନିହତ
ନ୍ୟୁୟର୍କ, ୧୩ା୧୦ : ନ୍ୟୁୟର୍କର ବ୍ରୁକଲିନ୍ସ୍ଥିତ ୭୪ ଉଟିକା ଆଭେନ୍ୟୁଠାରେ ଶନିବାର ସକାଳେ ଗୁଳିକାଣ୍ଡ ଘଟିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ଘରେ ୬ ପୁରୁଷ ଓ ଜଣେ ମହିଳାଙ୍କୁ ଗୁଳିମାଡ଼…
୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍, ରଷିଆନ୍ ଭାଷା ଶିଖିବେ ଟୁର୍ ଅପରେଟର୍; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍ଜେଟ୍
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଦେଶ, ବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗର…
ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍ ଯତ୍ନଶୀଳ ହେଉ: ସ୍ବରା ଭାସ୍କର
ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ ଫିଲ୍ମ ପ୍ରୋଜେକ୍ଟରେ ତାଙ୍କର ଆଗାମୀ ଫିଲ୍ମ ‘ଶିର କୋର୍ମା’ର ପୋଷ୍ଟର ଲଞ୍ଚ ଅବସରରେ…
କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସମ୍ବେଦନଶୀଳ ଘଟଣାରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା…
ଆଜି ବିରାଜିବେ ମା’ ଲକ୍ଷ୍ମୀ
ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…
ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା
ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…
ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା ଥିଲେ। ତାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା…

