Home Left

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…

ଗୋଟିଏ ପୃଷ୍ଠା ହେବ କର୍ମଚାରୀଙ୍କ ଦରମା ବିଲ୍‌

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ):ସରକାରୀ କର୍ମଚାରୀମାନଙ୍କ ଦରମା ଦେବାକୁ ଆଉ ବରବାଦ ହେବ ନାହିଁ ଲକ୍ଷ ଲକ୍ଷ ପୃଷ୍ଠାର କାଗଜ। ଗୋଟିଏ ପୃଷ୍ଠାରେ ସବୁ କର୍ମଚାରୀଙ୍କ ଦରମା ବିଲ୍‌ ପ୍ରସ୍ତୁତ ହେବ। ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟକୁ କାଗଜମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରତ୍ୟେକ…

ମାଟିରୁ କମୁଛି ଫସ୍‌ଫରସ୍‌

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଗତ କିଛିବର୍ଷ ହେବ ମାଟିରୁ ଫସ୍‌ଫରସ୍‌ ପରିମାଣ କମିବାରେ ଲାଗିଛି। ରାଜ୍ୟରେ ଧାନ ଏକ ପ୍ରମୁଖ ଫସଲ। ଜମିରେ ଫସ୍‌ଫରସ୍‌ ଅଭାବରୁ ଆଗାମୀ ଦିନରେ ଧାନ ଉତ୍ପାଦନ କମିବା ଆଶଙ୍କା ଦେଖାଦେଇଛି। ଧାନ ବଢ଼ିବା ପାଇଁ ମାଟିର ମୁଖ୍ୟ ଉପାଦାନ…

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୨୦୦ ମିଟରରେ ମଧ୍ୟ ପଦକର ନିକଟତର…

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା…

ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି: ଦୀପ୍‌ଗ୍ରେସ୍‌, ଲିଲିମା ଓ ନମିତାଙ୍କୁ ସୁଯୋଗ; କଳିଙ୍ଗରେ ଭାରତୀୟ ମହିଳା ହକି କ୍ୟାମ୍ପ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି ମ୍ୟାଚ ଖେଳାଯିବ। ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ କଳିଙ୍ଗରେ ମ୍ୟାଚ ଖେଳିବେ। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତା…

ପ୍ରହସନ ପାଲଟିଛି ୫-ଟି, ପଛେଇଛି ଯାଜପୁର ଜିଲା ବିକାଶ

ଯାଜପୁର ଅଫିସ,୧୩।୧୦- ଯାଜପୁର ଜିଲା ଗଠନ ହେବା ପରେ ଏହାର ପାରିପାର୍ଶ୍ୱିକ, ଭୌଗୋଳିକ ବିକାଶ ଯେପରି ହେବା କଥା ତାହା ଏପର୍ଯ୍ୟନ୍ତ ହୋଇପାରି ନାହିଁ। ଲୋକଙ୍କ ଜୀବନଧାରଣ ମାନରେ ସେତେଟା ଉନ୍ନତି ପରିଲକ୍ଷିତ ହୋଇନାହିଁ। ଜିଲାର ପ୍ରତିନିଧିତ୍ୱ କରୁଥିବା ରାଜନୈତିକ ନେତୃବର୍ଗ…

ହ୍ୟାଣ୍ଡବଲ ଆସୋସିଏଶନର ରୌପ୍ୟଜୟନ୍ତୀ ଉଦ୍‌ଯାପିତ: ଲୁହା ଉତ୍ପାଦନରେ ରାଜ୍ୟ, ଦେଶର ନେତୃତ୍ୱ ନେବ ଯାଜପୁର: କେନ୍ଦ୍ରମନ୍ତ୍ରୀ

ଚଣ୍ଡିଖୋଲ/ଛତିଆ୧୩।୧୦(ଡି.ଏନ.ଏ)- ପୂର୍ବ ଭାରତର ବିକାଶ ହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ। ତେଣୁ ପୂର୍ବ ଭାରତର ବିକାଶ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭାରତର ଗୁରୁତ୍ୱ ବହନ କରୁଥିବା ଓଡ଼ିଶାର ଯାଜପୁର ଜିଲା ଇଷ୍ପାତ, ଖଣି…

ରସୁଲପୁର ବ୍ଲକ:୫ମାସରେ ୧୩ ଡେଙ୍ଗୁ ରୋଗୀ ଚିହ୍ନଟ; ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ତତ୍ପରତା

ରସୁଲପୁର,୧୩।୧୦(ଡିଏନଏ)- ଡେଙ୍ଗୁ ଏକ ବିପଦଜ୍ଜନକ ରୋଗ ହୋଇଥିବାବେଳେ ରସୁଲପୁର ବ୍ଲକରେ ୫ମାସରେ ସମୁଦାୟ ୧୩ଜଣ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ରୋଗ ଏଡିସ ମଶା ଦ୍ୱାରା ବ୍ୟାପୁଥିବାବେଳେ ବିଶେଷ କରି ବର୍ଷା ଦିନରେ ଏହି ରୋଗର ପ୍ରକୋପ ଅଧିକ ରହିଥାଏ।…

ଦୁର୍ଘଟଣା ବଢ଼ାଉଛି ଜାତୀୟ ରାଜପଥରେ ଗାଡ଼ି ପାର୍କିଂ

ଚଣ୍ଡିଖୋଲ,୧୩।୧୦(ଡି.ଏନ.ଏ)- ୧୬ନଂ. ଜାତୀୟ ରାଜପଥର ଛତିଆ ନିକଟରେ ବେଆଇନଭାବେ ରାଜପଥ ଉପରେ ଗାଡ଼ିଗୁଡ଼ିକ ଠିଆହୋଇ ରହିବା ଯୋଗୁ ଯାତାୟାତରେ ବ୍ୟାଘାତ ସୃଷ୍ଟି ହେବା ସହ ଦୁର୍ଘଟଣା ବୃଦ୍ଧି ପାଉଛି। ଯାଜପୁର ଜିଲା ବୈରୀ ଥାନା ଛତିଆସ୍ଥିତ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ…

ଧରିତ୍ରୀ ପ୍ରଭାବ: ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିଲେ ଡବ୍ଲ୍ୟୁସିଡିଓ 

ବିଞ୍ଝାରପୁର,୧୩ା୧୦(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ମହିଳା ଓ ସମନ୍ବିତ ଶିଶୁ ବିକାଶ ବିଭାଗର କାର୍ଯ୍ୟକଳାପକୁ ନେଇ ‘ଧରିତ୍ରୀ’ରେ ଗତ ୧୯ତାରିଖରେ ଖବର ପ୍ରକାଶିତ ହୋଇଥିଲା। ସେଥିରେ ବିଞ୍ଝାରପୁର ବ୍ଲକରେ ଚାଲୁଥିବା ଦୁଇଟି ଅଙ୍ଗନୱାଡି କେନ୍ଦ୍ର ଓ ଏଥିରେ ହେଉଥିବା ଅନିୟମିତତା ସମ୍ପର୍କରେ ପ୍ରକାଶ…

ସରକାରୀ ଯୋଜନା ଅପହଞ୍ଚ ଭଙ୍ଗାଘରେ ବିତୁଛି ବୃଦ୍ଧାଙ୍କ ଜୀବନ

ରଣପୁର,୧୩।୧୦(ସ୍ବ.ପ୍ର.)-ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ଯୋଜନା କରିଛନ୍ତି । ତେବେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ସରକାରୀ ଯୋଜନା ନୟାଗଡ ଜିଲା ରଣପୁର ବ୍ଲକରେ ସାତ ସପନ ହୋଇଛି । ଯାହାର ଉଦାହରଣ ରଣପୁର ବ୍ଲକ ଯଶୋଦାପୁର ପଞ୍ଚାୟତର ଧମଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?