Home Left

ସୋମବାର ମଧ୍ୟାହ୍ନରୁ ଜମ୍ମୁ-କଶ୍ମୀରରେ ପୋଷ୍ଟପେଡ୍‌ ମୋବାଇଲ୍‌ ସେବା ଆରମ୍ଭ

ଶ୍ରୀନଗର,୧୨।୧୦: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆସନ୍ତା ସୋମବାର ମଧ୍ୟାହ୍ନଠାରୁ ଜମ୍ମୁ-କଶ୍ମୀରରେ ପୋଷ୍ଟପେଡ୍‌ ମୋବାଇଲ୍‌ ସେବା ଆରମ୍ଭ ହେବ। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏନେଇ ମୁଖ୍ୟ ସଚିବ ରୋହିତ ଙ୍କସଲ ସୂଚନା ଦେଇଛନ୍ତି। ଲଶ୍କର-ଇ-ତୋଏବା ସମେତ…

ଆଜି ବିଶ୍ୱ ଆର୍ଥ୍ରାଇଟିସ୍‌ ଦିବସ

ଆର୍ଥ୍ରାଇଟିସ୍‌ ହେଉଛି ଏକ ଅସ୍ଥିଜନିତ ରୋଗ। ଏଥିରେ ଆକ୍ରାନ୍ତ ହେଲେ ଅସ୍ଥିର ଯୋଡ଼ାସ୍ଥଳୀରେ ଅଧିକ ଯନ୍ତ୍ରଣା ଅନୁଭୂତ ହୋଇଥାଏ। ଏହାର ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବା ଆବଶ୍ୟକ। ଆର୍ଥ୍ରାଇଟିସ୍‌ ସମ୍ପର୍କରେ ଜନସଚେତନତା ସୃଷ୍ଟି…

ଗୁଜରାଟ ଉପକୂଳରେ ୫ ପାକିସ୍ତାନୀ ବୋଟ୍‌ ଜବତ

ଗାନ୍ଧିନଗର,୧୨।୧୦: ଗୁଜରାଟ କଚ୍ଛ ଉପକୂଳରେ ୫ଟି ପାକିସ୍ତାନୀ ବୋଟ୍‌ ଜବତ କରାଯାଇଥିବା ସୂଚନା ମିଳିଛି। ବିଏସ୍‌ଏଫ୍‌ ଦ୍ୱାରା ଚାଲିଥିବା ସର୍ଚ୍ଚ ଅପରେଶନରେ ଏହି ସଫଳତା ମିଳିଛି। ହରାମି ନାଲା ବର୍ଡର ନିକଟରେ ପାଟ୍ରୋଲିଂ ଚାଲିଥିବା ସମୟରେ ପାକିସ୍ତାନର ଏହି ୫ଟି ମାଛଧରା…

୧୭୦୦ ବର୍ଷ ପୁରୁଣା: ଚାଇନା-ମାମଲ୍ଲାପୁରମ୍‌ ସମ୍ପର୍କ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନାର ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ଦ୍ୱିତୀୟଥର ପାଇଁ ଅନୌପଚାରିକ ଆଲୋଚନା ଚେନ୍ନାଇ ନିକଟସ୍ଥ ମାମଲ୍ଲାପୁରମ୍‌(ମହାବଲୀପୁରମ୍‌)ରେ କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଏହାର ପ୍ରକୃତ କାରଣ ହେଲା ଚାଇନା ଏବଂ ମାମଲ୍ଲାପୁରମ୍‌ ମଧ୍ୟରେ ରହିଥିବା ଘନିଷ୍ଟ…

ବିକ୍ରି ହେଲା ଦୀପିକାଙ୍କ ଡ୍ରେସ୍‌

ମୁମ୍ବାଇ: ବଲିଉଡ୍‌ ମସ୍ତାନୀ ଦୀପିକା ପାଦୁକୋନ୍‌ ରିଲ୍‌ ଲାଇଫ୍‌ରେ ନିଜ ଅଭିନୟ ଏବଂ ରିୟଲ୍‌ ଲାଇଫ୍‌ରେ ନିଜ ଲୁକ୍‌ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଆଉ ଦୀପିକାଙ୍କ ଟ୍ରେଣ୍ଡି ଲୁକ୍‌ସ ପାଇଁ ବିଶେଷକରି ଯୁବତୀମାନେ ତାଙ୍କୁ ଫଲୋ ମଧ୍ୟ କରିଥାନ୍ତି। ତେବେ…

କେଆଇଏଫ୍‌ଏଫ୍‌ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର ବିଶ୍ୱରେ ରିଲିଜ ହେବ। ଏହାସହ ଫିିଲ୍ମଟି ଆସନ୍ତା ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ଖୋର୍ଦ୍ଧା ଅଫିସ, ୧୨।୧୦: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତମାନେ ମାସର ୨ୟ ଶନିବାର ଅର୍ଥାତ୍‌ ଛୁଟି ଦିନକୁ ଦୃଷ୍ଟିରେରଖି ବ୍ୟାଙ୍କର ଝରକା ଭାଙ୍ଗି ଭିତରେ ପଶିଛନ୍ତି।…

ଅଡ୍‌-ଇଭିନ୍‌ ନମ୍ବର ପରେ ବଦଳିବ କାର୍ଯ୍ୟାଳୟର ସମୟ

ନୂଆଦିଲ୍ଲୀ,୧୨।୧୦: ରାଜଧାନୀ ଦିଲ୍ଲୀରେ ନଭେମ୍ବର ୪-୧୫ ମଧ୍ୟରେ ପୁଣି ଥରେ ଅଡ୍‌-ଇଭିନ୍‌ ନମ୍ବର କାର୍ଯ୍ୟକାରୀ ହେବ। ପ୍ରଦୂଷଣର ମାତ୍ରା ବଢିଯାଇଥିବାରୁ ଏବେ ଦିଲ୍ଲୀ ସରକାର ଅଡ୍‌-ଇଭିନ୍‌ ନମ୍ବର କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସିଏନ୍‌ଜିରେ ଚାଲୁଥିବା କାର୍‌ ଓ ବାଇକ୍‌…

ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ। ସେ ନେଇ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହ ଡ୍ରାଇଭିଂ ଲାଇସେନ୍ସ ଓ ଅନ୍ୟାନ୍ୟ…

ବଜ୍ରପାତରେ ୨ ମୃତ

ଖୋର୍ଦ୍ଧା ଅଫିସ, ୧୨।୧୦: ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ପୁବୁସାହି ପଞ୍ଚାୟତ ଚାନ୍ଦପୁର ଗଁ।ର ପ୍ରହଲ୍ଲାଦ ବେହେରା(୩୫) ଓ ଜଙ୍କିଆ ଥାନା ଓରବରସିଂର ଲେଖନପୁର ଗଁ।ର ଉତ୍ତମ ଜେନା(୬୦)। ଉଭୟଙ୍କ ମୃତଦେହକୁ ଖୋର୍ଦ୍ଧା…

ଭଉଣୀର ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ବୋହି ଅନ୍ତିମ ସତ୍କାର କଲେ ୨ ଭାଇ

ଚନ୍ଦାହାଣ୍ଡି, ୧୨।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରିଗୁଡ଼ା ପଞ୍ଚାୟତ ମଡ଼ିଗାଁରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଭଉଣୀ ମୃତଦେହକୁ କାନ୍ଧ ନ ମିଳିବାରୁ ୨ ଭାଇ ଏକ ସାଇକେଲରେ ବୋହି ନେଇ ଅନ୍ତିମ ସତ୍କାର କରିଛନ୍ତି। ପ୍ରକୃତ…

ଆବଶ୍ୟକ ଅନୁଯାୟୀ ପୂରଣ ହେଉନି ଅଣ୍ଡା ଉତ୍ପାଦନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ବିଶ୍ୱରେ ଚାଇନା ସର୍ବାଧିକ ଅଣ୍ଡା ଉତ୍ପାଦନ କରୁଥିବାବେଳେ ଭାରତ ତୃତୀୟ ସ୍ଥାନରେ ରହିଛି। ତେବେ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟ ଦେଶରେ ୧୧ତମ ସ୍ଥାନରେ ରହିଛି। ରାଜ୍ୟରେ ଦୈନିକ ଅଣ୍ଡା ଉତ୍ପାଦନ ୨୦୧୪-୧୫ ମସିହାରେ ୫୨ ଲକ୍ଷରୁ ବୃଦ୍ଧି ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?