Home Left

ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ରାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ

ଶ୍ରୀନଗର,୧୨।୧୦: ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଜମ୍ମୁ-କଶ୍ମୀର ରାାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ ହୋଇଛି। ଅନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳନ ଅବସରରେ ଏଠାରେ ୬ଟି ପିଙ୍କ୍‌ ଭ୍ୟାନ୍‌ ଚଳାଚଳ ଆରମ୍ଭ କରିଛି। ଜିଲା ପ୍ରଶାସନ ଏବଂ ମୋଟର…

କିଶୋରାବସ୍ଥାରେ ବଢୁଛି ଆତ୍ମହତ୍ୟା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଦିନକୁ ଦିନ ବଢ଼ିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ତଥ୍ୟାନୁଯାୟୀ ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ ଜଣେ ବ୍ୟକ୍ତି ଆମତ୍ହତ୍ୟା ଉଦ୍ୟମ କରୁଛନ୍ତି। ତେବେ ସବୁଠାରୁ ଦୁର୍ଭାଗ୍ୟଜନକ ବିଷୟ ହେଲା, ଆମତ୍ହତ୍ୟା ଉଦ୍ୟମ କରୁଥିବା…

ଗୋଟିଏ ଦିନ ପାଇଁ ବ୍ରିଟିଶ ଡେପୁଟି ହାଇକମିଶନର ହେଲେ ଭାରତର ସାମ୍ବାଦିକତା ଛାତ୍ରୀ

ବେଙ୍ଗାଲୁର,୧୨।୧୦: ବେଙ୍ଗାଲୁରର ଜଣେ ସାମ୍ବାଦିକତା ଛାତ୍ରୀଙ୍କୁ ଗୋଟିଏ ଦିନ ପାଇଁ ବ୍ରିଟିଶ ଉପ ଉଚ୍ଚାୟୁକ୍ତ ହେବାର ସୌଭାଗ୍ୟ ମିଳିଛି। ଅନ୍ତରାଷ୍ଟ୍ରୀୟ ବାଳିକ ଦିବସରେ ମିଳିଥିବା ଏହି ଦୁର୍ଲଭ ଅବସରରେ ୨୪ ବର୍ଷୀୟା ଛାତ୍ରୀ ଅମ୍ବିକା ବାନାର୍ଜି ବ୍ରିଟେନ ଓ ଭାରତ ମଧ୍ୟରେ…

ଶ୍ରୀକ୍ଷେତ୍ରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ

ପୁରୀ ଅଫିସ,୧୨।୧୦: ଶ୍ରୀକ୍ଷେତ୍ରର ବିକାଶ ଲାଗି ସରକାର ଗୁରୁତ୍ୱାରୋପ କରୁଛନ୍ତି। ଅନ୍ୟପଟେ ପୁରୀ ସହରରେ ଅବହେଳିତ ହୋଇପଡିଛନ୍ତି ମହାପୁରୁଷ। ଶ୍ରୀକ୍ଷେତ୍ରର ବିଭିନ୍ନ ସ୍ଥାନରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। କେଉଁଠି ମୂର୍ତ୍ତି ଭାଙ୍ଗିଗଲାଣି ତ, ଆଉ କେଉଁଠି ପ୍ରତିମୂର୍ତ୍ତିରେ…

ଓଡ଼ିଶାକୁ ୩ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାକୁ ୩ଟି କାୟାକଳ୍ପ ପୁରସ୍କାର ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ବର୍ଗରେ ରାୟଗଡ଼ା ପ୍ରଥମ ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଦ୍ୱିତୀୟ ପୁରସ୍କାର ଲାଭ କରିଛି। ସେହିପରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ଗରେ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…

ବେଆଇନ ଗଚ୍ଛିତ କାଠ ଗୋଦାମରେ ଚଢ଼ାଉ

ଭଦ୍ରକ ଅଫିସ,୧୨।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଇଚ୍ଛାପୁର ଗାଁର ଏକ କାଠ ଗୋଦାମରେ ଶନିବାର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ବେଆଇନ ଭାବେ ଗଚ୍ଛିତ ଥିବା ପଟା ଓ ସାଇଜ କାଠକୁ ଜବତ କରାଯାଇଛି।…

ଧାମରା ବନ୍ଦରରେ ଅଘଟଣ: ସର୍ଟଶର୍କିଟରେ ୩ ଆହତ

ଚାନ୍ଦବାଲି,୧୨ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର(ଆଦାନୀ)ରେ ଶନିବାର ସକାଳେ ଅଘଟଣ ଘଟିଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁଁ କମ୍ପାନୀରେ କାମ କରୁଥିବା ୩ କର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରାଜାରାମ(୨୮), ଜୟୀରାମ(୩୦) ଓ ବୁଲବୁଲ୍‌ (୨୫)। ସମସ୍ତ ଶ୍ରମିକଙ୍କ ଘର ବିହାର…

ବନ୍ଦ ହେବ ‘କଳା-ହଳଦିଆ’ ପଦ୍ମିନୀ ଟ୍ୟାକ୍ସି

ମୁମ୍ବାଇ,୧୨।୧୦: ‘କଳା-ହଳଦିଆ’ ରଙ୍ଗର ପଦ୍ମିନୀ ଟ୍ୟାକ୍ସି ଏବେ ଆଉ ମୁମ୍ବାଇ ରାସ୍ତାରେ ଦେଖିବାକୁ ମିଳିବ ନାହିଁ। ୨୦୨୦ ସୁଦ୍ଧା ଏହାକୁ ବନ୍ଦ କରି ଦିଆଯିବ ବୋଲି ଜଣାପଡିଛି। ମୁମ୍ବାଇର ଟ୍ୟାକ୍ସିମ୍ୟାନ୍ସ ୟୁନିୟନ ଏମ୍‌ଏଲ୍‌ ମାଡ୍ରୋସ୍‌ର ସୂଚନା ଅନୁଯାୟୀ, ୨୦୦୦ରୁ ‘କଳା-ହଳଦିଆ’ ରଙ୍ଗର…

ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଜାମୁନାଳିଆ ଗାଁ ନିକଟରେ ଥିବା ସନ୍ନିକଟ ଜଙ୍ଗଲରୁ ଶନିବାର ସକାଳୁ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ୮୦ ବର୍ଷୀୟ କୃଷ୍ଣଚନ୍ଦ୍ର ମାହାକୁଡ଼।…

ମାଟି କ୍ୟାରମ୍‌ ବୋର୍ଡରେ ଖେଳୁଥିବା ପିଲାଙ୍କ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୨।୧୦: ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟୁଇଟରରେ ଏକ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ୫ ଜଣ ଛୋଟ ପିଲା କାଦୁଆରେ ଲିପା ହୋଇ ତିଆରି ହୋଇଥିବା ଏକ କ୍ୟାରମ୍‌ ବୋର୍ଡରେ ଖେଳୁଛନ୍ତିି।…

ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପାଟଣା ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମ ନିକଟ ଏକ ଜଙ୍ଗଲରୁ ଶନିବାର ସକାଳେ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ସେ ହେଲେ ଉକ୍ତ ଗ୍ରାମର କୃଷ୍ଣଚନ୍ଦ୍ର ମାହାକୁଡ଼(୮୦)। ପ୍ରକାଶ ଯେ, ଶନିବାର…

କିନ୍ନରଙ୍କୁ ଦାନ କରନ୍ତୁ କଉଡି

ସମାଜରେ ତୃତୀୟ ଲିଙ୍ଗ ଭାବେ ପରିଚିତ କିନ୍ନରଙ୍କ ଆଶୀର୍ବାଦ ହେଉ ଅବା ଅଭିଶାପ ଏହା ସାଧାରଣ ବ୍ୟକ୍ତିଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି। ଜ୍ୟୋତିର୍ବିଦଙ୍କ ମତରେ ଏମାନଙ୍କୁ ଦାନ ଦେଲେ ଶୁଭଫଳ ପ୍ରାପ୍ତି ହୋଇଥାଏ। ମଙ୍ଗଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?