Home Left

ଆଜିର ବାଳିକା: ସୁରକ୍ଷିତ ଜୀବନ ଓ ଅଧିକାର ଅପେକ୍ଷାରେ

କନ୍ୟାରତ୍ନ , କହିବା ଯେତିକି ସହଜ ତାହାକୁ ରତ୍ନ ଭଳି ଆଦର କରିବା ସେତିକି କଷ୍ଟ ମନେକରୁଛି ଆଜିର ସମାଜ। ଝିଅ-ପୁଅ ସମାନ ସ୍ଲୋଗାନ୍‌କୁ ନେଇ ଲୋକମାନଙ୍କୁ ସଚେତନ କରାଯାଉଛି, କିନ୍ତୁ ଝିଅମାନଙ୍କ ସହ ଭେଦଭାବ ଥମିବାର ନାଁ ଧରୁନି। କେବଳ…

ଜିଏସ୍‌ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୧୧।୧୦:ପ୍ରଥମ ମହିଳା ରେଫରୀ ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପରିଚାଳନା ଲାଗି ଆଇସିସି ପକ୍ଷରୁ ଗୁରୁବାର…

ହାର୍ଦ୍ଦିକଙ୍କୁ ଭେଟିଲେ ନୀତା ଅମ୍ବାନି

ଲଣ୍ଡନ,୧୧।୧୦:ନିକଟରେ ସଫଳତାର ସହ ଅଣ୍ଟାରେ ଅସ୍ତ୍ରୋପଚାର କରାଇଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏଠାରେ ଗୁରୁବାର ଭେଟିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ମାଲିକିଆଣୀ ନୀତା ଅମ୍ବାନି। ଏ ନେଇ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନୀତାଙ୍କୁ…

ଅର୍ଦ୍ଧସାମରିକ ବାହିନୀ ମୁତୟନ:ଅଧିକ ପୈଠ କରିବେ ରାଜ୍ୟ

ନୂଆଦିଲ୍ଲୀ,୧୧-୧୦:(ଆଇଏଏନ୍‌ଏସ୍‌):ଅର୍ଦ୍ଧସାମରିକ ବାହିନୀ ମୁତୟନ ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ୧୦ ପ୍ରତିଶତ ଅଧିକ ଦେୟ ପୈଠ କରିବେ। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ଓ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ବାହିନୀ (ଆର୍‌ଏଏଫ୍‌)ର ସେବା ପାଇବାକୁ ହେଲେ ୨୦୨୪ ପର୍ଯ୍ୟନ୍ତ…

ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୧୧-୧୦(ପି.ଟି.): ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି। ତାଙ୍କୁ ଏଣିକି କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ୩୫ ଜଣ କମାଣ୍ଡୋ ଦିନରାତି ସୁରକ୍ଷା ଯୋଗାଇଦେବେ। ନଡ୍ଡାଙ୍କ ଜୀବନ ପ୍ରତି ବିପଦ ବଢ଼ୁଥିବାରୁ ଏହାକୁ ବିଚାରକୁ…

କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବ:ମନମୋହନଙ୍କୁ ଇମ୍ରାନ୍‌ଙ୍କ ନିମନ୍ତ୍ରଣ

ଇସ୍‌ଲାମାବାଦ,୧୧-୧୦:ନଭେମ୍ବରରେ ହେବାକୁ ଥିବା କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ପାକିସ୍ତାନ ନିମନ୍ତ୍ରଣ କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜାଲ ଗୁରୁବାର କହିଛନ୍ତି, ନଭେମ୍ବର ୨ରେ କର୍‌ତାରପୁର କରିଡର୍‌ ଉଦ୍‌ଘାଟନ ହେବା ପାଇଁ…

ଗ୍ୟାସ ଲିକ୍‌ରୁ ୪ବଖରା ଜଳିଗଲା

ବିଞ୍ଝାରପୁର,୧୧।୧୦(ଡି.ଏନ.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କପିଳା ପଞ୍ଚାୟତ ଗୁହାଳି ଗ୍ରାମରେ ଗୁରୁବାର ମଧ୍ୟାହ୍ନ ସମୟରେ ଗ୍ୟାସ ଟାଙ୍କି ଲିକ୍‌ କରି ୪ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଖବର ମୁତାବକ କପିଳା ପଞ୍ଚାୟତ ଗୁହାଳି ଗ୍ରାମର ନୟନ ମଲ୍ଲିକଙ୍କ ଘରେ…

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ ପ୍ରଶ୍ନ କରିଛି। ଏହାସହ ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର ହସ୍ତକ୍ଷେପ ରୋକିବାରେ ନରେନ୍ଦ୍ର ମୋଦି…

ଆଜି ଆସୁଛନ୍ତି ଚାଇନା ରାଷ୍ଟ୍ରପତି

ମାମଲାପୁରମ୍‌,୧୧-୧୦:(ପି.ଟି.):ଚାଇନା ରାଷ୍ଟ୍ରପତି ଜି. ଜିନ୍‌ପିଙ୍ଗ୍‌ ଶୁକ୍ରବାରଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏଥିପାଇଁ ତାମିଲନାଡୁର ପୁରାତନ ଐତିହ୍ୟ ଉପକୂଳ ସହର ମାମଲାପୁରମ୍‌ରେ ବ୍ୟାପକ ପ୍ରସ୍ତୁତି ସାଙ୍ଗକୁ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଜିନ୍‌ପିଙ୍ଗଙ୍କର ହେବାକୁ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ଆଜି:ଦୌଡ଼ ଆଗରେ ଗ୍ରେଟା ଥନବର୍ଗ

ଓସ୍‌ଲୋ,୧୧-୧୦:(ଆଇଏଏନ୍‌ଏସ୍‌):ସ୍ବିଡେନର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଆଗୁଆ ରହିଛନ୍ତି। ସେହିପରି ବ୍ରାଜିଲର ଆଦିବାସୀ ନେତା ରାଓନି ମେଟୁକ୍‌ଟାୟର ଓ ଇଥିଓପିଆ ପ୍ରଧାନମନ୍ତ୍ରୀ ଏବି ଅହମ୍ମଦଙ୍କ ନାମ ମଧ୍ୟ ତାଲିକାରେ ଥିବା ଜଣାପଡ଼ିଛି। ତେବେ ଏହି ମର୍ଯ୍ୟାଦାଜନକ…

ବୈଜ୍ଞାନିକଙ୍କ ଭବିଷ୍ୟବାଣୀ:ପୃଥିବୀ ସହ ଧକ୍କାହେବ ଗ୍ରହାଣୁ ଆପୋଫିସ୍‌

ଓ୍ବାଶିଂଟନ,୧୧-୧୦:: ପୃଥିବୀ ସହ ଏକ ଗ୍ରହାଣୁ ଧକ୍କା ହେବ। ଫଳରେ ଏହା ବିପର୍ଯ୍ୟୟ ଆଣିଦେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁର କାରଣ ସାଜିବ ବୋଲି ଜଣେ ବୈଜ୍ଞାନିକ ଦାବି କରିଛନ୍ତି। ଏପରି କି ପୃଥିବୀର କେଉଁ ସ୍ଥାନରେ ଏହା ଧକ୍କା…

ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆ ଆବିଷ୍କୃତ

ନୂଆଦିଲ୍ଲୀ,୧୧-୧୦(ପି.ଟି.):ଭାରତୀୟ ବୈଜ୍ଞାନିକମାନେ ଗ୍ରେଟର ନଏଡାର ଆର୍ଦ୍ରଭୂମିରୁ ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆର ସନ୍ଧାନ ପାଇଛନ୍ତି। ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବେ ସାରା ବିଶ୍ୱ ପାଇଁ ସମସ୍ୟା ସୃଷ୍ଟି କରିଥିବାବେଳେ ଏହାକୁ ନଷ୍ଟ କରିବା ଦିଗରେ ଭାରତୀୟ ବୈଜ୍ଞାନିକମାନଙ୍କ ଏହି ଆବିଷ୍କାର ସହାୟକ ହୋଇପାରିବ। ପ୍ଲାଷ୍ଟିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?