Home Left

ବଦଳିଲେ କୋମଲିକା: ଭାଇରାଲ ହେଉଛି ଆମନାଙ୍କ ଲୁକ୍‌

ମୁମ୍ବାଇ: ଟେଲିିଭିଜନ ଜଗତର ଲୋକପ୍ରିୟ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ ରେ କୋମଲିକା ଚରିତ୍ରରେ ପରିବର୍ତ୍ତନ କରାଯାଇଛି। ହିନା ଖାନ୍‌ ଶୋ’ ଛାଡ଼ିବା ପରେ ଏବେ ଆମନା ଶରିଫ ଏହି ଭୂମିକାରେ ନଜର ଆସିବେ। ଏବେ ଏହାର ପ୍ରଥମ ଲୁକ୍‌ ସାମ୍ନାକୁ…

କେବିସି ମଞ୍ଚରେ ଭାବୁକ ହେଲେ ଅମିତାଭ, ଆଖି ହେଲା ଓଦା

ମୁମ୍ବାଇ: ଶୁକ୍ରବାର ଅର୍ଥାତ ଅକ୍ଟୋବର ୧୧ ହେଉଛି ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିବସ। ୭୭ ବର୍ଷରେ ପାଦ ଦେବେ ବିଗ୍‌ ବି। ଏହି ଦିନଟକୁ ଆହୁରୀ ସ୍ବତନ୍ତ୍ର କରିବା ଲାଗି ପ୍ରଶଂସକ ତଥା ତାଙ୍କ ସହ ବ୍ୟକ୍ତିଗତ ଭାବେ ଜଡିତ ଲୋକମାନେ…

୫-ଟି ସଚିବଙ୍କ ରାୟଗଡ଼ା ଗସ୍ତ: ରୋଗୀଙ୍କ ସମସ୍ୟା ପଚାରି ବୁଝିଲେ, ଡାଇଲୋସିସ୍‌ ୱାର୍ଡ କାନ୍ଥ ନଷ୍ଟ ନେଇ ବିରକ୍ତି

ରାୟଗଡ଼ା ଅଫିସ ,୧୦ା୯- ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ରାୟଗଡ଼ା ଗସ୍ତ କରିଛନ୍ତିି । ସେ କଳାହାଣ୍ଡିରୁ ଏକ ହେଲିକେପ୍ଟର ଯୋଗେ ଆସି ରାୟଗଡ଼ାର ଡ଼ିସିଡ଼ି ଖେଳପଡ଼ିଆରେ ଓହ୍ଲାଇଥିଲେ। ତାଙ୍କ ସହ ଜାତୀୟ ଗ୍ରାମୀଣ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ…

ବିଜେପୁର ଉପନିର୍ବାଚନ: ଶୁକ୍ରବାର ପ୍ରଚାର କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହି ଉପଲକ୍ଷେ ଶୁକ୍ରବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନ ପ୍ରଚାର କରିବେ। ସେ ଶୁକ୍ରବାର ସକାଳ ୧୧ଟାରେ ବରଗଡ଼ ଜିଲା ଗାଇସିଲଟ ବ୍ଲକ ତଳପାଲିଠାରେ ପହଞ୍ଚି ଏକ…

ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତଦେହର ପରିଚୟ ମିଳିପାରି ନାହିଁ। ସୂଚନାଯୋଗ୍ୟ, ହଟିଆ ପାସେଞ୍ଜର ଟ୍ରେନ ବୁଧବାର ରାତିରେ ହଟିଆରୁ…

କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ଚଢାଉ

ବେଙ୍ଗାଲୁରୁ,୧୦।୧୦: କଂଗ୍ରେସର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱରଙ୍କ ବାସଭବନରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପରମେଶରଙ୍କ ମାଲିକାନାରେ ଏକ ଟ୍ରଷ୍ଟ ଦ୍ବାରା ପରିଚାଳିତ ମେଡିକାଲ କଲେଜରେ ଅନିୟମିତତା ହୋଇଥିବା ସାମ୍ନାକୁ ଆସିବା ପରେ…

ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ ଭାବରେ ଗୁରୁବାର ଜମି କ୍ରୟ କରିଛନ୍ତି। ଏଥିପାଇଁ ସତ୍ୟବାଦୀ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ବିକ୍ରି ଦଲିଲ…

ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଜିଲା ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ଜିଲା ବିଜେଡି…

ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା ଜନୈକ ପୋଲିସ କର୍ମଚାରୀ କମିଟି ସଦସ୍ୟଙ୍କୁ ଦୁର୍ବ୍ୟବହାର ଏବଂ ଗାଲିଗୁଲଜ କରିଥିବା ଅଭିଯୋଗ…

ଗୋଟିଏ ଦିନ ପରେ ପୂରଣ ହୋଇପାରେ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦ

ନୂଆଦିଲ୍ଲୀ,୧୦।୧୦: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ବର୍ଷ ଫେବୃୟାରୀରେ ଏହି ନିର୍ବାଚନ ହେବ ବୋଲି ଅନୁମାନ କରାଯାଉଛି। ଏହି ସମୟରେ ଦିଲ୍ଲୀର କଂଗ୍ରେସ ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଶୁକ୍ରବାର ସୁଦ୍ଧା ଏହାକୁ ପୂରଣ କରାଯିବ ବୋଲି…

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ା ଗୁରୁବାର ଅପରାହ୍ନରେ ସୋହେଲା ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପଦ୍ମପୁର ଏସ୍‌ଡିପିଓ…

ରାଫାଲ ବିମାନ କ’ଣ ନୂଆ ଟ୍ରକ୍‌ ଯେ ତାକୁ ପୂଜା କରାଗଲା: ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୦।୧୦: ଗୋଟିଏ ଦିନ ପୂର୍ବରୁ ପ୍ରତିରକ୍ଷାମନ୍ତ୍ରୀ ପ୍ୟାରିସ ଯାଇ ଯୁଦ୍ଧ ବିମାନ ରାଫାଲକୁ ଗ୍ରହଣ କରିବା ପୂର୍ବରୁ ଏହାକୁ ପୂଜା କରିଥିଲେ। ଆଉ ଏହାପରେ ପରେ ଏହି ପୂଜାକୁ ନେଇ ବିରୋଧୀ ଏବେ ଶାସକ ଭାଜପାକୁ ସମାଲୋଚନା କରି ଚାଲିଛନ୍ତି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?