ପୃଥିବୀ ସହ ଧକ୍କା ହେବ ଆପୋଫିସ୍
ଓ୍ବାଶିଂଟନ,୧୦ା୧୦: ପୃଥିବୀ ସହ ଏକ ଗ୍ରହାଣୁ ଧକ୍କା ହେବ। ଫଳରେ ଏହା ବିପର୍ଯ୍ୟୟ ଆଣିଦେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁର କାରଣ ସାଜିବ ବୋଲି ଜଣେ ବୈଜ୍ଞାନିକ ଦାବି କରିଛନ୍ତି। ଏପରି କି ପୃଥିବୀର କେଉଁ ସ୍ଥାନରେ ଏହା ଧକ୍କା…
ଭାରତ-ଫ୍ରାନ୍ସ ମଧ୍ୟରେ ପ୍ରତିରକ୍ଷା ସମ୍ପର୍କ ହେଲା ମଜବୁତ
ପ୍ୟାରିସ,୧୦।୧୦: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବେ ଫ୍ରାନ୍ସ ଗସ୍ତରେ ଅଛନ୍ତି। ବୁଧବାର ସେ ତାଙ୍କର ଫ୍ରାନ୍ସ ସମକକ୍ଷ ଫ୍ଲୋରେନ୍ସ ପାର୍ଲିଙ୍କ ସହ କଥା ହୋଇଛନ୍ତି। ଏହି ସମୟରେ ପାର୍ଲି ଦ୍ୱିପାକ୍ଷିତ ପ୍ରତିରକ୍ଷା ସମ୍ପର୍କରେ ଖୋଲାଖୋଲି କଥା ହୋଇଥିବା ସୂଚନା…
ପାକିସ୍ତାନ ଖେଳୁଥିଲା ମ୍ୟାଚ୍, ଷ୍ଟାଡିୟମରେ ପହଞ୍ଚିଲେ କୋହଲିଙ୍କ ପ୍ରଶଂସକ
ଲାହୋର, ୧୦।୧୦:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ସମୟର ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିସାରିଲେଣି। ତାଙ୍କ ପ୍ରଶଂସକ କେବଳ ଭାରତରେ ନାହାନ୍ତି, ସାରା ବିଶ୍ୱରେ…
ରାହୁଲଙ୍କ ଇସ୍ତଫାକୁ ନେଇ ବର୍ଷିଲେ ଖୁର୍ସିଦ: ଆମ ନେତା ଛାଡ଼ି ଚାଲିଗଲେ
ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା ନାହିଁ। ଏଥିଯୋଗୁ ଏବେ ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ଆଶା…
କଟକ ଦେବୀଗଡ଼ା ଲୋକାରଣ୍ୟ
କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା ତିନୋଟି ଅସ୍ଥାୟୀ ପୋଖରୀରେ ମୂର୍ତ୍ତିଗୁଡ଼ିକ ବିସର୍ଜନ କରାଯାଇଛି। ଭସାଣି ଶୋଭାଯାତ୍ରା ଦେଖିବା ପାଇଁ ବହୁସଂଖ୍ୟାରେ…
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ:ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି
ପୁଣେ,୧୦।୧୦: ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ହନୁମା ବିହାରୀଙ୍କ ସ୍ଥାନରେ…
ସଚିବ ସ୍ତରୀୟ ପଦବୀ ଲାଗି ୭୩ ଆଇଏଏସ୍ଙ୍କ ତାଲିକାକୁ ଅନୁମୋଦନ
ନୂଆଦିଲ୍ଲୀ,୧୦ା୧୦(ଆଇଏଏନ୍ଏସ୍): ସଚିବ ଓ ଅତିରିକ୍ତ ସଚିବସ୍ତରୀୟ ପଦବୀରେ ନିଯୁକ୍ତି ଲାଗି ୭୩ ଜଣିଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀମାନଙ୍କ ତାଲିକାକୁ କେନ୍ଦ୍ର ସରକାର ବୁଧବାର ଅନୁମୋଦନ କରିଛନ୍ତି। ୭୩ ଜଣଙ୍କ ମଧ୍ୟରୁ ସଚିବ ସ୍ତରୀୟ ପଦବୀ ଲାଗି ୪୧ ଜଣଙ୍କୁ…
ଏଜିଏମ୍ରେ ଭାଗ ନେଇପାରିବେ ନାହିଁ ଟିଏନ୍ସିଏ, ହରିୟାଣା, ମହାରାଷ୍ଟ୍ର
ପୁଣେ,୧୦।୧୦(ପି.ଟି.)- ମୁମ୍ବାଇରେ ଆସନ୍ତା ୨୩ ତାରିଖରେ ଆରମ୍ଭ ହେବାକୁ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ବୈଠକ (ଏଜିଏମ୍)ରେ ଅଂଶଗ୍ରହଣ କରିବାକୁ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍ସିଏ), ହରିୟାଣା କ୍ରିକେଟ ଆସୋସିଏଶନ (ଏଚ୍ସିଏ) ଓ ମହାରାଷ୍ଟ୍ର କ୍ରିକେଟ…
ମେଲାଣି ନେଲେ ମା’
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଆନନ୍ଦ ଉତ୍ସବର ଅନ୍ତ ଘଟାଇ ବିଦାୟ ନେଇଛନ୍ତି ମା’ ଜଗଜ୍ଜନନୀ। ଆତସବାଜି, ଢୋଲ, ମର୍ଦ୍ଦଳ, ଘଣ୍ଟ, ଘଣ୍ଟି ସହ ନାଚ ଗୀତର ରୋଶଣିରେ ଭକ୍ତମାନେ ମା’ଙ୍କୁ ବିଦାୟ ଦେଇଛନ୍ତି। ମା’ଙ୍କ ମେଲାଣି ସହ ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜା ଶେଷ…
ପିଏମ୍-କିଷାନରେ ଆଧାର ସଂଯୋଗ ଅବଧି ବଢିଲା
ନୂଆଦିଲ୍ଲୀ,୧୦-୧୦: ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା (ପିଏମ୍-କିଷାନ) ଲାଗି ଆଧାର ସଂଯୋଗୀକରଣର ସମୟ ଅବଧିକୁ କେନ୍ଦ୍ର ସରକାର ବୁଧବାର ଆସନ୍ତା ମାସ ୩୦ ଯାଏ ବଢାଇ ଦେଇଛନ୍ତି। ଅର୍ଥାତ ଲୋକମାନେ ଏହି ଯୋଜନା ଲାଗି ନଭେମ୍ବର ମାସ ୩୦ ଯାଏ…
କୁର୍ଦ୍ଦଙ୍କ ଉପରେ ତୁର୍କୀର ଆକ୍ରମଣ
ରାସ୍ ଅଲ୍-ଅଇନ୍,୧୦ା୧୦(ଏଫ୍ପି): ଉତ୍ତର ସିରିଆରେ ଥିବା କୁର୍ଦ୍ଦ ଆତଙ୍କବାଦୀମାନଙ୍କ ଆଡ୍ଡାସ୍ଥଳ ଉପରେ ତୁର୍କୀ ପକ୍ଷରୁ ବୁଧବାର ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସୀମାନ୍ତ ଅଞ୍ଚଳଗୁଡିକରେ ତୁର୍କୀ ସେନା ବୋମାମାଡ଼ କରିଛି। ତୁର୍କୀ ରାଷ୍ଟ୍ରପତି ରେସେପ୍ ତାୟିପ୍ ଏର୍ଡୋଗାନ୍ ଏହି ଆକ୍ରମଣକୁ ‘ଅପରେଶନ…
ଉଇଗର ମୁସ୍ଲିମ୍ଙ୍କୁ ନିର୍ଯାତନା ଅଭିଯୋଗ: ଚାଇନା ଉପରେ ଆମେରିକାର ଭିଜା କଟକଣା
ଓ୍ବାଶିଂଟନ/ବେଜିଂ,୧୦ା୧୦(ପି.ଟି.): ଜିନ୍ଜିଆଙ୍ଗ୍ ପ୍ରଦେଶରେ ଉଇଗର ମୁସ୍ଲିମ ସମ୍ପ୍ରଦାୟ ସମେତ ସଂଖ୍ୟାଲଘୁଙ୍କ ଉପରେ ବେଜିଂର ଦମନକାରୀ ଅଭିଯାନକୁ ନେଇ କ୍ଷୁବ୍ଧ ଆମେରିକା ଚାଇନା ଉପରେ ଭିଜା କଟକଣା ଜାରି କରିଛି। ଚାଇନା ସରକାର ଓ ଶାସକ କମ୍ୟୁନିଷ୍ଟ ପାର୍ଟିର ଅଧିକାରୀମାନଙ୍କ ବିରୋଧରେ ଏହାର…

