Home Left

୧୪୦୦ କି.ମି. ସବୁଜ ପ୍ରାଚୀର ନିର୍ମାଣ ଯୋଜନା

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଗୁଜରାଟରୁ ଦିଲ୍ଲୀ-ହରିୟାଣା ସୀମା ପର୍ଯ୍ୟନ୍ତ ୧୪୦୦ କିଲୋମିଟର ଦୀର୍ଘ ଓ ୫ କିଲୋମିଟର ପ୍ରସ୍ଥ ବିଶିଷ୍ଟ ସବୁଜ ବେଲ୍ଟ ନିର୍ମାଣ ଲାଗି କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ଆଫ୍ରିକାର ଡାକର (ସେନିଗାଲ୍‌)ରୁ ଜିବୁଟି ମଧ୍ୟରେ ଯାଇଥିତ୍ବା ବିଶାଳ ସବୁଜ ପ୍ରାଚୀର…

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୦: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ହାରକୁ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ସବୁ ବର୍ଗର ଋଣ ଉପରେ ଏହା ଲାଗୁ ହେବ। ଅପରପକ୍ଷରେ ବ୍ୟାଙ୍କ ଏହାର ୧…

ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ, ଓଡ଼ିଆ ଭାଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଗ୍ରାମ କରିବା ସହ ଦେଶର…

ବସ୍‌ ପଛରେ ପିଟିହେଲା ବସ୍‌: ୩୦ ଆହତ

ଫୁଲନଖରା,୧୦ା୧୦(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍‌ ପଛରେ ଅନ୍ୟ ଏକ ବସ୍‌ ପିଟି ହୋଇଯାଇଛି। ଫଳରେ ପଛ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ପ୍ରତାପନଗରୀ ଯୁବକ ସଂଘର…

ଅନ୍ୟ ନେଟଓ୍ବର୍କ କଲ୍‌ ଉପରେ ଚାର୍ଜ ନେବ ଜିଓ

ନୂଆଦିଲ୍ଲୀ,୧୦-୧୦: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ପ୍ରଥମଥର ଲାଗି ଏୟାରଟେଲ ଏବଂ ଭୋଡାଫୋନ ଭଳି ଅନ୍ୟ ନେଟଓ୍ବର୍କକୁ କଲ୍‌ ଉପରେ ଚାର୍ଜ ନେବ। ଅନ୍ୟ କମ୍ପାନୀର ନମ୍ବରକୁ ଭଏସ୍‌ କଲ ଉପରେ କମ୍ପାନୀ ମିନିଟ ପିଛା ୬ ପଇସା ନେବ।…

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ। ୫ରେ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ…

ଟି୨୦: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌: ହାସରଙ୍ଗା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ୍‌

ଲାହୋର,୧୦।୧୦- ପାକିସ୍ତାନ ବିପକ୍ଷ ଟି୨୦ ସିରିଜରେ ଭ୍ରମଣକାରୀ ଶ୍ରୀଲଙ୍କା ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଏଥିସହିତ ଦିନିକିଆ ସିରିଜ ପରାଜୟର ପ୍ରତିଶୋଧ ଶ୍ରୀଲଙ୍କା ଟି୨୦ରେ ନେଇଛି। ବୁଧବାର ସ୍ଥାନୀୟ ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା…

କଶ୍ମୀର ପ୍ରସଙ୍ଗରେ ପାକିସ୍ତାନକୁ ଝଟକା: ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ ଲାଗି ଚାଇନାର ପରାମର୍ଶ

ବେଜିଂ,୧୦ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ସମିଟ୍‌ରେ ଯୋଗଦେବେ। ଏହି ଅବସରରେ ସେମାନେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ଅନେକ…

ମହିଳା କ୍ରିକେଟ୍‌: ପ୍ରଥମ ଦିନିକିଆରେ ଭାରତ ବିଜୟୀ

ଭଦୋଦରା, ୧୦।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌କୁ ଭାରତ ୮ ଉଇକେଟ୍‌ରେ ଜିତିନେଇଛି। ଏହି ବିଜୟ ସହ ଘରୋଇ ଭାରତ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ…

ଅବହେଳିତ ଗଁ। ତୁଳିପଦୀ

ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ ରାସ୍ତା ନାହିଁ। ଗଁ। ମୁଣ୍ଡରେ ଥିବା ବିଦ୍ୟାଳୟକୁ ଭଲ ରାସ୍ତା ନ ଥିବାରୁ ପାଣି…

ଓଡ଼ିଆ ଯବାନଙ୍କ ମରଶରୀରକୁ ଅସମ୍ମାନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଦେଶର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଓଡ଼ିଆ ଯବାନ ପ୍ରବୀର ନାୟକଙ୍କୁ ଅସମ୍ମାନିତ କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କ ମରଶରୀର ବିମାନ ବନ୍ଦରରେ ପହଞ୍ଚିବା ପରେ ମିଳି ନ ଥିଲା ଗାର୍ଡ ଅଫ୍‌ ଅନର। ଏପରି…

ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ

ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ ମିଳିଛି। ମୃତ ଯୁବକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଧୀନ କାଞ୍ଚନପୁରର କୃଷ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?