ଏଫ୍ଏମ୍ରେ ସଚେତନତା ବାର୍ତ୍ତା ଦେଲେ ଟ୍ରାଫିକ୍ ଡିସିପି
ଭୁବନେଶ୍ୱର.୯।୧୦(ବ୍ୟୁରୋ): ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜା ଶେଷ ହୋଇଛି। ବୁଧବାର ଧରାପୃଷ୍ଠରୁ ମା’ଙ୍କୁ ବିଦାୟ ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ଭସାଣି ଯାତ୍ରା ବହୁ ଧୁମ୍ଧାମ୍ରେ ଅନୁଷ୍ଠିତ ହୋଇଛି। ଏହି ଉତ୍ସବ ପାଇଁ ଯାତାୟାତରେ କିଛିଟା ପରିବର୍ତ୍ତନ କରାଯାଇଛି। ଭସାଣି ସମୟରେ ଯେପରି…
ମା’ ଭଳି ବାପା ବି ହୋଇପାରିବେ ଝିଅର ଭଲ ବନ୍ଧୁ: ଏହି ୪ ଦିଗ ଉପରେ ଦିଅନ୍ତୁ ଧ୍ୟାନ
ଅନେକ ସମୟରେ ଝିଅଟି ତା’ ଜୀବନରେ ଘଟୁଥିବା ପ୍ରତ୍ୟେକ କଥା ବିନା ସଙ୍କୋଚରେ ମା’ଙ୍କୁ କହିବା ଦେଖାଯାଇଥାଏ। ଏପରିକି କେତେକ ସ୍ଥାନରେ ପିତାଙ୍କ ଅନୁମତି ଲାଗି ଝିଅମାନେ ମା’ଙ୍କ ସାହାଯ୍ୟ ଲୋଡିଥାନ୍ତି। ହେଲେ କେବଳ ମା’ କାହିଁକି, ବାପା ବି ଝିଅର…
ଦିନଥିଲା ଗୁପ୍ଚୁପ୍ ବିକୁଥିଲେ, ଏବେ ୧୭ ବର୍ଷ ବୟସରେ ଧୂଆଁଧାର ବ୍ୟାଟିଂ କରି ଦଳକୁ ଜିତାଇଲେ
ବେଙ୍ଗାଲୁରୁ,୯।୧୦:ଆଲୁର ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଗ୍ରୁପ୍ ଏର ଏକ ମ୍ୟାଚ୍ରେ ମୁମ୍ବାଇ ୧୩୦ ରନରେ ଗୋଆକୁ ପରାସ୍ତ କରିଛନ୍ତି। ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୪ ଉଇକେଟ ହରାଇ ୩୬୨ ରନ୍ ସଂଗ୍ରହ କରିଥିଲା।…
ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ
ଆଳି, ୯।୧୦ (ଡି.ଏନ୍.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ମୁତାବକ, ଗତ ୬ ତାରିଖ ରାତିରେ ପୀଡ଼ିତା…
କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି
ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି ଦେଇଛନ୍ତି। ପାକ୍ ଅଧିକୃତ କଶ୍ମୀର (ପିଓକେ)ରୁ ଆସିଥିବା ବିସ୍ତାପିତ ଭାରତର ବହୁ ରାଜ୍ୟରେ…
ପୋଖରୀରେ ବୁଡ଼ି ୨ ଶିଶୁ ମୃତ
ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ଅନ୍ତର୍ଗତ ଇଟାପ ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ିଯାଇ ୨ଜଣ ଶିଶୁଙ୍କ ମୃତ୍ୟୁ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି। ମୃତକ ହେଲେ ସତ୍ୟବ୍ରତ ରାଉତ ଏବଂ…
ସୋନ ଡ୍ୟାମ୍ରୁ ନିଖୋଜ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଗୁଣିଗାରେଡି ସନ୍ଦେହରେ ହତ୍ୟା, ଜଣେ ଅଭିଯୁକ୍ତ ଗିରଫ
କପ୍ତିପଦା,୯ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧିନ ମଝିଗଡିଆ ପଞ୍ଚାୟତ ଭେଜଡ଼ିହା ଗ୍ରାମର ଏକ ଦମ୍ପତି ଗତ ରବିବାର ସନ୍ଧ୍ୟାରୁ ନିଖୋଜ ଥିଲେ। ବୁଧବାର ସେମାନଙ୍କ ମୃତଦେହ ସୋନ ଡ୍ୟାମର ଗଭୀର ପାଣିରେ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି। ମୃତ ଦମ୍ପତି…
ମାଡ଼ ଖାଇ ଅଭିନୟ ଶିଖିଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ର ଅରିଜିନାଲ ଡିଭା କୁହାଯାଉଥିବା ରେଖା ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୪ ଅକ୍ଟୋବର ୧୦ ଚେନ୍ନାଇରେ ଜନ୍ମ ଗ୍ରହଣ କରିଥିଲେ ଭାନୁରେଖା ଗଣେଷନ। ଯେ ଆଜି ରେଖା ନାଁରେ ବେଶ୍ ପରିଚିତ। ରେଖାଙ୍କ ଯେତେ ପ୍ରଶଂସା କଲେ…
‘କବିର ସିଂ’ଙ୍କୁ ପଛରେ ପକାଇଲା ‘ଓ୍ବାର’, ମାତ୍ର ୭ ଦିନରେ କଲା ୨୦୦ କୋଟି ବ୍ୟବସାୟ
ମୁମ୍ବାଇ: ଗତ ଶୁକ୍ରବାର ରିଲିଜ ହୋଇଥିଲା ଟାଇଗର ଶ୍ରଫ୍ ଏବଂ ହ୍ରିତିକ ରୋଶନ ଅଭିନୀତ ଫିଲ୍ମ ‘ଓ୍ବାର’। ଇତି ମଧ୍ୟରେ ଏହାର ସାତ ଦିନ ବିତି ଯାଇଥିବା ବେଳେ ଫିଲ୍ମଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ଫଳରେ ଖୁବ୍ କମ୍…
ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୮ ଘଣ୍ଟାପରେ ନିଖୋଜ ପିଙ୍କିଙ୍କ ମୃତଦେହ ଉଦ୍ଧାର
ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀରେ ଭାସିଯାଇ ଗତ ରବିବାରଠାରୁ ନିଖୋଜଥିବା ପିଙ୍କି ବିଶ୍ୱକର୍ମା(୧୪)ଙ୍କ ମୃତଦେହ ୭୮ ଘଣ୍ଟାପରେ ମମହାନଦୀ ଦ୍ୱିତୀୟ ସେତୁ ନିକଟରୁ ବୁଧବାର ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ, ରବିବାର ମହାନଦୀକୁ ଗାଧୋଇବାକୁ ଯାଇ ୬ ଯୁବତୀ ନଦୀରେ…
ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର
ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଥିଲେ । ଅଭିଯୁକ୍ତ ଏହି ଗ୍ରାମର କିଛି…
୩ ଜୁଆ ଆଡ୍ଡାରେ ଚଢ଼ାଉ: ୧୦ ଗିରଫ, ୨୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୯।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ପୋଲିସ ମଙ୍ଗଳବାର ରାତିରେ ତିନୋଟି ଜୁଆ ଅଡ୍ଡାରେ ଚଢ଼ାଉ କରି ପୃଥକ୍ ଭାବେ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ନଗଦ ୨୨ ହଜାର ୯ ଶହ ୮୦ ଟଙ୍କା ଓ…

