Home Left

ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା

ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ ଗୋଷାଣୀ ପୂଜା ପରମ୍ପରା ରହିଛି। ଏଥିସହିତ ନାଗା ମୂର୍ତ୍ତି ପୂଜାର ବିଶେଷତା ରହିଛି।…

ରୋହିତଙ୍କୁ କ୍ୟାରିୟରର ଶ୍ରେଷ୍ଠ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୮।୧୦: ଓପନର ଭାବେ ପଦାର୍ପଣ ଟେଷ୍ଟର ଉଭୟ ଇନିଂସରେ ଶତକ କରିବାରେ ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ୟାରିୟରର ଶ୍ରେଷ୍ଠ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ପୂର୍ବରୁ ୫୩ତମ ସ୍ଥାନରେ ଥିବା ରୋହିତ ପ୍ରଥମ ଟେଷ୍ଟ ପରେ…

ଆଫଗାନିସ୍ତାନ ଗଜନି ବିଶ୍ୱବିଦ୍ୟାଳୟରେ ବିସ୍ଫୋରଣ

କାବୁଲ,୮।୧୦: ଆଫଗାନିସ୍ତାନର ପିଡି-୩ରେ ଥିବା ଗଜନି ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୮ ଛାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ସୁରକ୍ଷାକର୍ମୀ ସେଠାରେ ପହଞ୍ଚି ଉଦ୍ଧାର…

ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି । ଇତିହାସରେ କୋହୀନୂରକୁ ନେଇ ଅନେକ କାହାଣୀ…

ଜୁଆ ଆଡ୍ଡାରେ ଚଢ଼ାଉ: ୧୫ ଜୁଆଡ଼ି ଗିରଫ

ଭଞ୍ଜନଗର,୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତାରସିଂ ପୋଲିସ ସୋମବାର ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା, ୨ଟି ସାଇକେଲ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଭଞ୍ଜନଗର କୋର୍ଟ…

ଆଜି ବିଜୟା ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ। ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା। ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର…

ମନେପଡେ ରାବଣ ପୋଡିରେ ରେଳ ଦୁର୍ଘଟଣା

ଅମୃତସର,୮।୧୦: ଅକ୍ଟୋବର ୧୯, ୨୦୧୮। ପଞ୍ଜାବର ଅମୃତସରରେ ରେଲ ଧାରଣା ଉପରେ ଠିଆ ହୋଇ ରାବଣ ପୋଡିର ମଜା ନେଉଥିଲେ ପିଲାଠାରୁ ବୟସ୍କ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଲୋକ। ହେଲେ ସମସ୍ତଙ୍କ ଅନ୍ୟମନସ୍କତା ନିମିଷକରେ ନେଇଗଲା ପ୍ରାୟ ୫୯ ଲୋକଙ୍କ ଜୀବନ।…

ଉଇଗର ମୁସଲମାନ୍‌ଙ୍କୁ ଶୋଷଣ: ଆମେରିକା କଳା ତାଲିକାରେ ୨୮ ଚାଇନା କମ୍ପାନୀ

ଓ୍ବାଶିଂଟନ,୮।୧୦: ଚାଇନାରେ ଉଇଗର ମୁସଲମାନ୍‌ଙ୍କୁ ନିର୍ଯାତନା ଦିଆଯାଉଛି। ଶିନଜିୟାଙ୍ଗ୍‌ ପ୍ରଦେଶରେ ଥିବା ୨୮ଟି ଚାଇନା କମ୍ପାନୀ ଏହି ମୁସଲମାନ ସମ୍ପ୍ରଦାୟଙ୍କୁ ଶୋଷଣ କରୁଥିବାରୁ ସେସବୁ କମ୍ପାନୀକୁ ଆମେରିକା କଳା ତାଲିକାରେ ସ୍ଥାନୀତ କରିଛି। କମ୍ପାନୀଗୁଡ଼ିକ ଉଇଗର ସମ୍ପ୍ରଦାୟର ମାନବିକ ଅଧିକାରକୁ ଉଲ୍ଲଂଘନ…

ଆରମ୍ଭ ହେଲା ସିନ୍ଦୁର ଖେଳ

କୋଲକତା,୫।୧୦: ବିଜୟା ଦଶମୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ସିନ୍ଦୁର ଖେଳ। ଏଥିରେ ବିବାହିତ ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ ସେହି ସିନ୍ଦୁରକୁ ଅନ୍ୟ ମହିଳାଙ୍କ ମଥାରେ ଲଗାଇ ସିନ୍ଦୁର ଖେଳି ଥାଆନ୍ତି। ଏହି ସିନ୍ଦୁର…

ଜିଭାଙ୍କ ଭଳି ଚଷମା ପିନ୍ଧିଲେ ରଣବୀର ସିଂ: ଧୋନୀ କହିଲେ ଏମିତି

ନୂଆଦିଲ୍ଲୀ:ଭାରତୀୟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭାଙ୍କ ଭିଡିଓ ହେଉ କିମ୍ବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ଜିଭାଙ୍କ କ୍ୟୁଟ୍‌ ଅନ୍ଦାଜ୍‌ ୟୁଜର୍ସଙ୍କୁ ବେଶ୍‌ ପସନ୍ଦ ମଧ୍ୟ ଆସିଥାଏ। ଧୋନୀ ନିଜ ଇନଷ୍ଟାଗ୍ରାମରେ ମଙ୍ଗଳବାର ଜିଭାଙ୍କ ଏକ…

ଦୀପାବଳିରେ ହେବନାହିଁ ବିଜୁଳି କାଟ: ଆଦିତ୍ୟନାଥ

ଲକ୍ଷ୍ନୌ,୮।୧୦: ଆସନ୍ତା ଦୀପାବଳିରେ ଉତ୍ତର ପ୍ରଦେଶରେ ବିଜୁଳି କାଟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ୍‌ ୨୪ ଘଣ୍ଟା ପର୍ଯ୍ୟନ୍ତ ବିଜୁଳି ଯୋଗାଇ ଦିଆଯିବ। ଉତ୍ତର ପ୍ରଦେଶ ପାଓ୍ବାର କର୍ପୋରେଶନ ପକ୍ଷରୁ ଅତିରିକ୍ତ ବିଜୁଳି…

ପଡିଆରେ ମ୍ୟାଚ୍‌ ଚାଲିଥିବାବେଳେ ଅମ୍ପାୟାରଙ୍କ ଅଚାନକ ମୃତ୍ୟୁ

କରାଚି,୮।୧୦: ପାକିସ୍ତାନରେ ଏକ କ୍ଲବସ୍ତରୀୟ ମ୍ୟାଚ୍‌ ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମ୍ୟାଚ୍‌କୁ ପରିଚାଳନା କରୁଥିବାବେଳେ ଅମ୍ପାୟାର ନସିମ ଶେଖ ଅଚାନ୍‌ ପଡିଆରେ ଟଳିପଡିଥିଲେ। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?