Home Left

ରାମବିଳାଶ ପାଶ୍ୱାନ୍‌ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଏସ୍‌କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ…

ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ

ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନିଆବାଗର ପ୍ରକାଶ ଦାସ ଓ ପ୍ରଭାସ ଶଙ୍କର ଦାସ।…

ଖୁବ୍‌ଶୀଘ୍ର ବିବାହ କରିବେ ମଲାଇକା-ଅର୍ଜୁନ

ବେଶ୍‌ କିଛିଦିନ ହେବ ମଲାଇକା ଅରୋଡ଼ା ଏବଂ ଅର୍ଜୁନ କପୁରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। କିନ୍ତୁ ଉଭୟ ଏହା ଉପରେ କୌଣସି ସ୍ପଷ୍ଟ ଟିପ୍ପଣୀ ଦେଇନାହାନ୍ତି। ହେଲେ ଉଭୟଙ୍କ ମଧ୍ୟରେ ଘନିଷ୍ଠତା ଥିବା ଜଣାପଡ଼ିଛି।…

ଭାରତରେ ପିଆଜ କିଲୋ ୫୦: ଜାଣନ୍ତୁ ବାଂଲାଦେଶ, ପାକିସ୍ତାନରେ କେତେ ରହିଛି ଦାମ୍‌

ନୂଆଦିଲ୍ଲୀ,୭।୧୦: ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ ଦର ଏବେ କିଲୋ ପିଛା ୫୦ ଟଙ୍କା ଟପିଛି। ଫଳରେ ସରକାର ଅନ୍ୟ ଦେଶକୁ ପିଆଜ ରପ୍ତାନି ବନ୍ଦ କରିଦେଇଛନ୍ତି। ଏହାର ପ୍ରଭାବ ପଡୋଶୀ ଦେଶଗୁଡିକ ଉପରେ ପଡିଛି।…

ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ

ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଅକ୍ଟୋବର ୧୭ ସୁଦ୍ଧା ସରିବ। ତେଣୁ ନଭେମ୍ବର ୧୮ ବେଳକୁ ଏଠାରେ ମନ୍ଦିର ନିର୍ମାଣ…

ଛୁଟିରେ ଚାଲିଛି ଡ୍ରେନ୍‌ ନିର୍ମାଣ

ଆନନ୍ଦପୁର, ୭।୧୦ (ସ୍ବ.ପ୍ର.)- ପାର୍ବଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଛୁଟିରେ ରହିଥିବା ବେଳେ ଏହି ସମୟରେ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ର ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ଅବାଧରେ ଚାଲିଥିବା ଅଭିଯୋଗ ହେଉଛି। ଯନ୍ତ୍ରୀଙ୍କ ତଦାରଖ ବିନା ଚାଲିଥିବା ନିର୍ମାଣ କାର୍ଯ୍ୟର ସ୍ବଚ୍ଛତା…

ଓଳଗରେ ବାଡ଼ି, ଖଣ୍ଡା ପୂଜା

ଆରଡ଼ି, ୭।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବଡ଼ଓଳଗ ଓ ସାନଓଳଗରେ ବିଲ୍ବବରଣଠାରୁ ଚାଲିଛି ମା’ ଦୁର୍ଗାଙ୍କ ପୂଜା। ସୋମବାର ମହାନବମୀରେ ମା’ଙ୍କ ପାଖରେ ଚଣ୍ଡି ଓ ହୋମ କରାଯାଇଥିଲା। ଏଠାରେ ମଣ୍ଡପରେ ରଖାଯାଇ ପୂଜା ହେଉଥିବା ବାଡ଼ି ଓ…

ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧଦେବ ଗିରଫ: ବନ୍ଧୁକ, ଗୁଳି, ମୋବାଇଲ ଜବତ

ବରଗଡ଼ ଅଫିସ,୭।୧୦: ବରଗଡ଼ ଟାଉନ ଥାନା ପୋଲିସ ସୋମବାର ସହର ଉପକଣ୍ଠ ଘୁଲିପାଲି ନିକଟରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ଧୁଲୁଣ୍ଡାଗ୍ରାମର ଚିଆଁ ଓରଫ ବୁଦ୍ଧଦେବ ବିଶ୍ବାଳ(୩୬)। ତାଙ୍କ ନିକଟରୁ…

ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ

ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି ଟ୍ରାକ୍ଟର ଜବତ କରାଯାଇଛି। ବାଲି ଚୋରା ଚାଲାଣ ସମ୍ପର୍କରେ ସୂଚନା ପାଇ ଆନନ୍ଦପୁର ତହସିଲଦାର…

ବଜ୍ରପାତରେ ଗାଈ ଜଗୁଆଳି ମୃତ

ଲଖନପୁର, ୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)। ସୂଚନାଥାଉକି, ଡୋଲାମଣି ପ୍ରତିଦିନ ଭଳି ଗତ ରବିବାର ଗାଈ ଚରାଇବାକୁ ଯାଇଥିଲେ। ଗାଈଚରାଇ ଅପରାହ୍ନରେ…

ଯେଉଁଠି ଦଶହରାରେ ରାବଣଙ୍କୁ ପୂଜା କରାଯାଏ

ଦେଶର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ସେଥିପାଇଁ ପୂଜା ମଣ୍ଡପଗୁଡିକ ପ୍ରତିକାତ୍ମକ ରାବଣ କରି ଦହନ…

ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା

କାକଟପୁର, ୭।୧୦(ଡି.ଏନ୍‌.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ ମୁହୂର୍ତ୍ତରେ ମନ୍ଦିର ଫିଟାଯାଇ ମଙ୍ଗଳ ଆଳତି, ମାଜଣା ପରେ ମା’ଙ୍କ ମୁଖରାବିନ୍ଦକୁ ଚନ୍ଦନ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?