ସେ ଯେବେ କ୍ଷମା ଆଚରଇ
ବାପା ଚାଲିଯିବା ପରେ ଏବେ ଅନୁଭବ କରିପାରୁଛି ଯେ ଅନେକ କଷ୍ଟ ଯନ୍ତ୍ରଣାକୁ ସହି ସେ ଆମଙ୍କୁ କ୍ଷମା କରିଚାଲିଥିଲେ। ଅନେକ ଥର କ୍ଷମା କରିବାର ଆବଶ୍ୟକତା ବିଷୟରେ ସେ ଆମକୁ ବୁଝେଇଥିଲେ ବି ନିଜର ଅହଂକାର ଯୋଗୁ ତାଙ୍କ କଥାପ୍ରତି…
ବିଶ୍ୱଶାନ୍ତିରେ ପ୍ରଶ୍ନବାଚୀ
ଏକ ସ୍ବାଧୀନ ତଥା ସାର୍ବଭୌମ ଦେଶ ଭେନେଜୁଏଲା ଉପରେ ଆମେରିକାର ରାତିଅଧିଆ ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ୍ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ଅପହରଣ କରି ଅନ୍ୟ ଏକ ଦେଶକୁ ନେଇ ସେଠାରେ ମିଥ୍ୟା ଅଭିଯୋଗ ଆଧାରରେ ବିଚାରର ନାଟକ…
ଏସ୍ଆଇଆର୍ ବେଳେ ଗଲାଣି ୭୭ ଜୀବନ: ମମତା
ନୂଆଦିଲ୍ଲୀ,୧୨ା୧: ପଶ୍ଚିମବଙ୍ଗରେ ଚାଲିଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିନ୍ଦା କରିଛନ୍ତି। ଏହି ଅଭିଯାନ ବେଳେ ୭୭ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ୪ ଜଣ ଆତ୍ମହତ୍ୟା…
ମହାନଦୀ ଜଳକୁ ଅଟକାଉଛି ଛତିଶଗଡ଼: ବ୍ୟାରେଜ ସହିତ ତିଆରି କରିଛି ବାଲିବନ୍ଧ
ଝାରସୁଗୁଡ଼ା,୧୨ା୧(ଆଶିଷ ରଞ୍ଜନ ଦାଶ):ଛତିଶଗଡ଼ ସରକାରଙ୍କର ମନ ମାନୁନାହିଁ। ଶିଳ୍ପସଂସ୍ଥା ସ୍ବାର୍ଥରେ ମହାନଦୀ ଭିତରେ ବ୍ୟାରେଜ ସହିତ ବାଲିବନ୍ଧ ତିଆରି କରିଛି। ମହାନଦୀ ଉପରେ ନିର୍ମାଣ ହୋଇଥିବା କଲମା ବ୍ୟାରେଜକୁ ଲାଗି ବାଲିବନ୍ଧ ନିର୍ମାଣ କରିଥିବା ବେଳେ କଲମା ବ୍ୟାରେଜ୍ର ୬୬ଟି ଗେଟ…
ଧାନପହ୍ଲା କିଆରି ନଷ୍ଟ କଲେ ବାର୍ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ
ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର ସୋହେଲା…
୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା
ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା ବେଳେ ନବବଧୂ ଜଣକ ୭ ମାସର ଗର୍ଭବତୀ ଥିବା ସୂଚନା ମିଳିଛି। ସ୍ତ୍ରୀଙ୍କୁ ସ୍ବାମୀ…
ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ କ୍ୟୁବା ଶୀଘ୍ର ଆମେରିକା ସହିତ ଏକ ଚୁକ୍ତି କରିବାକୁ ପଡିବ, ନଚେତ୍ ତେଲ ଏବଂ…
IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଦଳରୁ ବାଦ୍ ଦେବା ପରେ ଏହା ତୀବ୍ର ହୋଇଛି। ଏହାର…
କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା
କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ ଖାନନଗର ଦୁର୍ଗା ମଣ୍ଡପ ନିକଟରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ରବିବାର ଉଦ୍ଧାର…
ଘର ସମ୍ମୁଖରୁ ପିକ୍ଅପ୍ ଗାଡ଼ି ଚୋରି
ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨ ଜଣ ଦୁର୍ବୃତ୍ତ ଏକ ସ୍କର୍ପିଓରେ ଆସି ଚୋରି କରିନେଇଛନ୍ତି। ଚୋରି ବେଳର ସମସ୍ତ ଦୃଶ୍ୟ…
କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ
କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…
ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…
ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ ଉଦଯାପିତ ହୋଇଯାଇଛି । ରବିବାର ସଂଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଯାପିତ ଦିବସରେ ମୁଖ୍ୟ ଅତିଥିଭାବେ…

