Home Left

ନିଲାମ ହେବ ବିଶିଷ୍ଟ ଚିତ୍ରଶିଳ୍ପୀଙ୍କ କଳାକୃତି

ନୂଆଦିଲ୍ଲୀ: ବିଶିଷ୍ଟ ଚିତ୍ରଶିଳ୍ପୀ ଏମ୍‌.ଏଫ୍‌. ହୁସେନ, ଅମ୍ରିତା ଶେର-ଗିଲ, ଏସ୍‌.ଏଚ୍‌. ରାଜା, ଯାମିନୀ ରଏ ଏବଂ ଏଫ୍‌.ଏନ୍‌. ସୁଜାଙ୍କ କଳାକୃତି ଆସନ୍ତା ସପ୍ତାହରେ ନିଲାମ ହେବାକୁ ଯାଉଛି। ଏହିସବୁ କଳାକୃତି ବର୍ତ୍ତମାନ ଦିଲ୍ଲୀର ହୋଟେଲ ତାଜ ପ୍ୟାଲେସର ଶୋଭାମଣ୍ଡନ କରୁଛି। ଉକ୍ତ…

‘କ୍ୱାଥା’ରେ ଅଭିନୟ କରିବେ ଇସାବେଲ୍‌

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫଙ୍କ ଭଉଣୀ ଇସାବେଲ୍‌ ‘କ୍ୱାଥା’ ଫିଲ୍ମରେ ଅଭିନୟ ଜୀବନ ଆରମ୍ଭ କରିବେ। ତାଙ୍କ ସହ ଅଭିନୟ କରିବେ ସଲମାନ୍‌ ଖାନ୍‌ଙ୍କ ଭିଣୋଇ ଆୟୁଷ ଶର୍ମା। କରନ୍‌ ଲଳିତ ବୁଟାନୀଙ୍କ ନିର୍ଦ୍ଦେଶିତ ‘କ୍ୱାଥା’ଭାରତୀୟ ସେନା ସହ ଜଡ଼ିତ ଏକ…

ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍‌: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା ନ…

‘ପିଓକେ’ରେ ସେନାର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୪ା୮(ପି.ଟି.): ଭାରୀତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ପାଖାପାଖି ୩୦ କିମି ଭିତରେ ପ୍ରବେଶ କରି ଆତଙ୍କବାଦୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି। ସେନାର ଏହି କାର୍ଯ୍ୟାନୁଷ୍ଠାନରେ ନୀଲମ୍‌ ଝେଲମ୍‌ ଜଳବିଦ୍ୟୁତ ପ୍ରକଳ୍ପ କ୍ଷତିଗ୍ରସ୍ତ ହୋଇଛି। ଏଥିସହିତ ଏନ୍‌ଜେଏଚ୍‌ପି ପ୍ରକଳ୍ପ ମଧ୍ୟ…

ଦଳିତ ମହିଳାଙ୍କୁ ପୋଲିସ ଏସ୍‌ଆଇଙ୍କ ଅସଦାଚରଣ

ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ ଅଫିସର ଏହି ନିର୍ଦ୍ଦେଶକୁ ମାନୁ ନ ଥିବା ଜଣାପଡିଛି। ଥାନାକୁ କେହି ଅଭିଯୋଗ…

ସେନ୍‌ଗରଙ୍କୁ ଜେଲ୍‌ରେ ସିବିଆଇ ଜେରା

ଲକ୍ଷ୍ନୌ, ୪ା୮(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ରହିଛି। ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବାବେଳେ ଡ଼ାକ୍ତରୀ ଚିକିତ୍ସା ଜାରି ରହିଛି। ଜ୍ୱର ସହ ବ୍ଲଡ ସୁଗାର ବଢିଯାଇଛି। ଓ୍ବିଣ୍ଡ ପାଇପ୍‌ ସହାୟତାରେ ସେ ଅକ୍ସିଜେନ୍‌ ନେଉଛନ୍ତି। ତେବେ ତାଙ୍କ ସହ…

ଡଙ୍ଗାବୁଡ଼ି ୧୩ ମୃତ

ମାନିଲା, ୪ା୮(ପି.ଟି.): କେନ୍ଦ୍ରୀୟ ଫିଲିପାଇନ୍ସ ନିକଟ ସମୁଦ୍ରରେ ଶନିବାର ୨ଟି ଡଙ୍ଗା ବୁଡ଼ିଯିବାରୁ ୧୩ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ କେତେକ ନିଖୋଜ ଥିବା ଜଣାପଡ଼ିଛି। ୩୧ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଇଲୋଇଲୋ ଓ ଗୁଇମାରା ଦ୍ୱୀପ ମଧ୍ୟରେ ପ୍ରବଳ ପବନ…

କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ

ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ତିଆରି କରିଥିଲେ ଦରିଦ୍ର ନାରାୟଣ ସେବା ସଂଘ। ଲୋକମୁଖରେ ଏହା କାଦୁଆ…

କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ

ଇସ୍‌ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି ଅନ୍ତର୍ଜାତୀୟ ଅଦାଲତ(ଆଇସିଜେ) ନିର୍ଦ୍ଦେଶ ଦେଇଥିବାବେଳେ ପାକିସ୍ତାନ ଏଯାଏ ଭାରତକୁ ଏଥିଲାଗି ଅନୁମତି ପ୍ରଦାନ କରିନାହିଁ।…

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ ଖାଉଥିବାରୁ ଉଠାଦୋକାନୀ ଭୟଭୀତ ହୋଇପଡ଼ିିଛନ୍ତି। ସେମାନଙ୍କ ଜୀବିକା ପ୍ରତି ସଙ୍କଟ ସୃଷ୍ଟି ହୋଇଛି ।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଲାବଣ୍ୟା

ପୁରୀ ଅଫିସ, ୪ା୮: ସର୍ବାଭାରତୀୟ ସ୍ତରରେ ଅନୁଷ୍ଠିତ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ମୁକୁଟ ବିଜୟିନୀ ଲାବଣ୍ୟା ଦାସ ଶନିବାର ଶ୍ରୀକ୍ଷେତ୍ରକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ନିଜ ଦକ୍ଷତା ଓ ପ୍ରତିଭା ବଳରେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ରାଜନୀତି ଛାଡ଼ିବେ କୁମାରସ୍ବାମୀ

ହାସାନ୍‌, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍‌ ସେ ମୁଖ୍ୟମନ୍ତ୍ରୀ ହୋଇଥିବା କହିନ୍ତି। ତେବେ ୧୪ ମାସ ମେଣ୍ଟ ସରକାରର ନେତୃତ୍ୱ ନେଇ ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri