କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ
ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେବାରୁ ଘଟଣା ସ୍ଥଳରେ…
ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…
ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି। ସୂଚନାନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ…
ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…
ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି…
ବିଜେଡି ଯାହା କରିଛି ଠିକ୍ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…
ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍ଠୋକ୍ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍ କରିଛି। ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସ ସମର୍ଥିତ ପ୍ରାର୍ଥୀ, ସେ କୌଣସି…
ଫିକା ପଡିବ ହୋଲି! ୬ଟି ରାଜ୍ୟରେ ଝଡ ବର୍ଷା ପାଇଁ ସତର୍କତା ଜାରି କଲା IMD
ନୂଆଦିଲ୍ଲୀ,୨।୩: ଉତ୍ତର-ପଶ୍ଚିମ ଭାରତରେ ଗ୍ରୀଷ୍ମ ଆରମ୍ଭ ହୋଇଛି। ଦିନବେଳା ସୂର୍ଯ୍ୟକିରଣ ପ୍ରବଳ ଗରମ ଆଣିଛି। ପାଣିପାଗ ବିଭାଗ ମଧ୍ୟ ଏହି ସପ୍ତାହରେ ଉତ୍ତର-ପଶ୍ଚିମ ଏବଂ ମଧ୍ୟ ଭାରତର କିଛି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ପୂର୍ବାନୁମାନ କରିଛି। ଘଣ୍ଟା ପ୍ରତି ୩୦…
ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…
ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ ସେତେବେଳେ ହୁଏ ଯେତେବେଳେ ଚନ୍ଦ୍ର ସିଧାସଳଖ ପୃଥିବୀ ପଛକୁ ଚାଲିଯାଏ। ଏହି ବର୍ଷ,…
ଜବତ ହେଲା ଦେଶୀ ମହୁଲି, ଗାଁ ନିକଟରେ ଯାଉଥିବାବେଳେ ମାଡିବସିଲା ଅବକାରୀ ବିଭାଗ, ଘଟଣାରେ…
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ ଥାନା ଚାନ୍ଦପୁର ଗ୍ରାମ ନିକଟରେ ଯାଉଥିବା ଏକ ଇଣ୍ଡିଗୋ କାର୍ରୁ ୧୪୦ ଲିଟର ଦେଶୀ ମହୁଲି ଜବତ ହୋଇଛି। ତଦନ୍ତ ବେଳେ ମଦ ମାଫିଆ ଘର ଚାନ୍ଦପୁର ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି…
ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଛି। ଏହି କାର୍ଯ୍ୟକର୍ମକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡକ୍ଟର ସ୍ମୃତି ରଞ୍ଜନ ବିଶାଳ…
ଏସବୁ ଲକ୍ଷଣ ଦେଖାଯାଉଛି କି, ହୋଇପାରେ କିଡନୀ ଡ୍ୟାମେଜ୍
କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍ନୀ କାର୍ଯ୍ୟରହିତ…
ଜୟପୁର ଜିଲା କୋର୍ଟରେ ଫେରାର ଥାନା ଅଧିକାରୀଙ୍କ ଆତ୍ମସମର୍ପଣ, ଗଞ୍ଜେଇ ବେପାରୀଙ୍କୁ ସହଯୋଗ….
ଜୟପୁର,୨।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚୋରା ଚାଲାଣକାରିଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଫେରାର ଥିବା ଥାନା ଅଧିକାରୀ ଜୟପୁର ଜିଲା ଜଜ୍ କୋର୍ଟରେ ଆତ୍ମ ସମର୍ପଣ । ଥାନା ଅଧିକାରୀ ଜଣକ ହେଉଛନ୍ତି ପୁରୀ ଜିଲା ଅସ୍ତରଙ୍ଗର ତତ୍କାଳୀନ ଥାନା ଅଧିକାରୀ ରାଜେଶ…
କିଙ୍ଗ୍ କୋହଲିଙ୍କ ମହାରେକର୍ଡ ଭାଙ୍ଗିଲେ ସଞ୍ଜୁ ସାମସନ, ଏମିତି କରି…
ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ରନ ଚେଜ ସମୟରେ ସଞ୍ଜୁ ସାମସନ ୫୦ଟି ବଲରେ ୧୨ଟି ଚୌକା ଏବଂ ୪ଟି ଛକା ସହିତ ୯୭* ରନ କରି ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।…
‘ମୁଁ ସୁରକ୍ଷିତ ଅଛି’, ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ ଦୁବଇରେ ଫସିଥିବା ସୋନାଲ ଚୌହାନ ଦେଲେ ବଡ଼ ଅପଡେଟ, କହିଲେ…
ଦୁବଇ,୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ମଧ୍ୟପ୍ରାଚ୍ୟ ବର୍ତ୍ତମାନ ଏକ ଉତ୍ତେଜନାପୂର୍ଣ୍ଣ ପରିବେଶ ଅନୁଭବ କରୁଛି। ଏହି ସମୟରେ, ଦୁବାଇରେ ଫସି ରହିଥିବା ସୋନାଲ ଚୌହାନ ଏକ ସାର୍ବଜନୀନ ବିବୃତ୍ତି ଜାରି କରି ନିଶ୍ଚିତ କରିଛନ୍ତି…
Archives


