Home Left

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ହତ୍ୟା ଉଦ୍ୟମ ଅଭିଯୋଗ, ୨୬ ଅଭିଯୁକ୍ତ…

ଦିଗପହଣ୍ଡି,୧୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କରପଡା ପଞ୍ଚାୟତ ଜଙ୍ଘମା ଗ୍ରାମ ନିକଟ ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଚାଲିଥିଲା । ଖବର ପାଇ ବ୍ରହ୍ମପୁର ଏସ.ପି ଡ଼. ଶ୍ରବଣା ବିବେକ ଏମଙ୍କ ନିର୍ଦ୍ଦେଶକ୍ରମେ ଶନିବାର…

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….

ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮) । ଏପରି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ଥାନା ଅଞ୍ଚଳରେ ।…

ଆମ୍ବ ଗଛ ପଡ଼ି ଭାଙ୍ଗିଲା ୩ ଘର, ବିଦ୍ୟୁତ୍‌ ଖୁଣ୍ଟ: ଅନ୍ଧାରରେ ଗାଁ

ନନ୍ଦପୁର,୧୧ା୧(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ଜବାଗଡ ଗ୍ରାମରେ ମଝିରେ ଥିବା ଏକ ଆମ୍ବ ଗଛ ଭାଙ୍ଗି ପଡିବାରୁ ୩ ଘରର ଛପର ନଷ୍ଟ ହେବା ସହ ପାର୍ଶ୍ୱରେ ଥିବା ୩ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଛି।…

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୧ା୧: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ୫ ଜାନୁଆରୀ ୨୦୨୬ରେ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯାହା ତାଙ୍କ ବ୍ରୋଙ୍କିଆଲ ଆଜ୍‌ମାକୁ ଆହୁରି ତୀବ୍ର କରିଥିଲା। ସାର୍‌…

ତଦନ୍ତ ପାଇଁ ଯାଇଥିବା ବେଳେ ତଦନ୍ତ ଅଧିକାରୀଙ୍କ ସହ ଧସ୍ତାଧସ୍ତି, ଥାନାରେ…

ଗଜପତି,୧୧।୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ରାଣୀପେଣ୍ଠା ଗ୍ରାମ ନିକଟରେ ଗୋଟିଏ ଆବାସିକ ଘରେ କୌଣସି ଏକ ସଂଗଠନ ତରଫରୁ ଚାକିରି ଦେବା ନାମରେ ତାଲିମ ଦିଆଯାଉଥିଲା । ଏନେଇ ଖବର ପାଇ ପାରଳାଖେମୁଣ୍ଡି ପୋଲିସ ତଦନ୍ତ ପାଇଁ…

ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ…

ବିବାହ ବନ୍ଧନରେ ଆବଦ୍ଧ ହେଲେ କ୍ରିତି ସାନନଙ୍କ ଭଉଣୀ ନୂପୁର, ଲୋକପ୍ରିୟ ଗାୟକ ଷ୍ଟେବିନ ବେନ୍

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା କ୍ରିତି ସାନନଙ୍କ ଭଉଣୀ ନୂପୁର ସାନନ ଏବଂ ଲୋକପ୍ରିୟ ଗାୟକ ଷ୍ଟେବିନ ବିନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶନିବାର ଉଦୟପୁରରେ କ୍ରିସ୍ଟିଆନ୍ ରୀତିନୀତିରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହରେ ପରିବାର ଏବଂ…

ପୁନମଙ୍କ ସେଲ୍ଫି ନେବା ବେଳେ ଫ୍ୟାନ୍ସ କଲେ ଘୃଣ୍ୟ କାମ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୧୧ା୧: ବଲିଉଡ୍ ନାୟିକାମାନଙ୍କ ସହିତ ଫଟୋ ଉଠାଇବା ପାଇଁ ପ୍ରଶଂସକମାନେ ସର୍ବଦା ପାଗଳ ହୋଇଥାନ୍ତି । ନିକଟରେ ଜଣେ ପ୍ରଶଂସକ ଜଣେ ବୋଲ୍ଡ ବଲିଉଡ୍ ଅଭିନେତ୍ରୀଙ୍କ ସହିତ ସେଲଫି ନେଉଥିବା ସମୟରେ ଏକ ଘୃଣ୍ୟ କାର୍ଯ୍ୟ କରିଥିଲେ, ଯାହାକୁ ବ୍ୟାପକ ନିନ୍ଦା…

ରାହାଗିରିରେ ପାରମ୍ପରିକ କଳା ସହ ଆଧୁନିକତାର ଝଲକ, ଝୁମିଲେ ଦର୍ଶକ

ଗଜପତି,୧୧ା୧(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲାସ୍ତରୀୟ ମହୋତ୍ସବ ଗଜପତି ଉତ୍ସବ-୨୦୨୫ ଉତ୍ସବ ପୂର୍ବରୁ ପାରଳାଖେମୁଣ୍ଡି ବଡ଼ଦାଣ୍ଡରେ ପ୍ରସାସନ ପକ୍ଷରୁ ରବିବାର ରାହାଗିରି ଅନୁଷ୍ଠିତ ହୋଇଯାଇଛି। ଆଜି ରାହାଗିରି ପାଇଁ ପୌରପାଳିକା ତରଫରୁ ସମସ୍ତ ଉଠାଦୋକାନୀ, ଯାନବାହନ ଚଳାଚଳ…

‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’

ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ।…

PM Kisan: ଚାଷୀଙ୍କ ଅପେକ୍ଷାର ଅନ୍ତ! ଏହି ଦିନ ଆକାଉଣ୍ଟକୁ ଆସିବ ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୧ା୧: ଦେଶର ଲକ୍ଷ ଲକ୍ଷ ଚାଷୀଙ୍କ ପାଇଁ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ କିଷାନ ଯୋଜନା) କେବଳ ଏକ ସରକାରୀ ଯୋଜନା ନୁହେଁ ବରଂ ଆର୍ଥିକ ସହାୟତାର ଏକ ପ୍ରମୁଖ ଉତ୍ସ ପାଲଟିଛି। କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଏହି…

ସରକାରୀ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଜାନୁଆରୀ ୩୧ ପୂର୍ବରୁ କରନ୍ତୁ ଏହି କାମ; ନଚେତ୍ ଆସିବନି ଦରମା…

ନୂଆଦିଲ୍ଲୀ,୧୧ା୧: ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ଦାୟିତ୍ୱ ବୃଦ୍ଧି କରାଯାଇଛି। ଏବେ, ସମସ୍ତ ରାଜ୍ୟ କର୍ମଚାରୀଙ୍କୁ ଅନଲାଇନ୍ ମାନବ ସମ୍ବଳ ପୋର୍ଟାଲରେ ସେମାନଙ୍କର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ବିଷୟରେ ସୂଚନା ଦେବାକୁ ପଡିବ। ଏହି ବ୍ୟବସ୍ଥାରେ ୮,୦୦,୦୦୦ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?