Home Left

ପାକିସ୍ତାନରେ ପୋଲିଓ ଆତଙ୍କ

ଇସ୍‌ଲାମାବାଦ,୬।୧୦: ଚଳିତ ବର୍ଷ ପାକିସ୍ତାନରେ ପୋଲିଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି ବୋଲି ଜଣାପଡିଛି। ଏବେ ସୁଦ୍ଧା ସେଠାରେ ୭୨ ପୋଲିଓ ରୋଗୀ ଚିହ୍ନଟ ହୋଇ ସାରିଲେଣି। ନିକଟରେ ସିନ୍ଧ ଓ ବେଲୁଚିସ୍ତାନରୁ ୨ଟି ନୂଆ ପୋଲିଓ ରୋଗୀ ଚିହ୍ନଟ ହୋଇଥିବା କହିଛି…

ତେଜସ୍ବିନୀଙ୍କ ସାହସର ଗାଥା: ରୋଡ୍‌ ରୋମିଓଙ୍କୁ ଟେକି କଚାଡ଼ିଥିଲେ ବବିନା, ମହଙ୍ଗା ପଡ଼ିଲା ଚିନ୍ମୟୀଙ୍କଠାରୁ ଛିନତାଇ

ନାରୀ କେବେ ଲଜ୍ଜାର ଗହଣା ପିନ୍ଧା ଲାଜକୁଳୀ ଲତା ତ କେବେ ମମତାମୟୀ ମା’। କେବେ ପୁଣି ସେ ଧୈର୍ଯ୍ୟ ଓ ସହନଶୀଳତାର ଜୀବନ୍ତ ପ୍ରତିମା। ହେଲେ ଯେବେ ତା’ ଧୈର୍ଯ୍ୟର ବନ୍ଧବାଡ ଭାଙ୍ଗେ ସେ ନେଇପାରେ ଉଗ୍ରରୂପ। ଆଉ ତା’…

ଜମ୍ମୁ-କଶ୍ମୀରରେ ଦୁର୍ଗାପୂଜା ପାଳିଲେ ବେଙ୍ଗଲି ସମ୍ପ୍ରଦାୟର ଲୋକେ

ଜମ୍ମୁ,୬।୧୦: ସାରା ଦେଶରେ ନବରାତ୍ରୀ ଅବସରରେ ଦୁର୍ଗା ମା’ଙ୍କ ପୂଜା ଖୁବ୍‌ ଆଡମ୍ବର ସହକାରେ ପାଳନ କରାଯାଉଛି। ହେଲେ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଏଠାକାର ପରିବେଶ କିଛି ଠିକ୍‌ ନ ଥିବା କୁହାଯାଉଛି। ଏହାରି ଭିତରେ ବି ସେଠାରେ…

ଅଶ୍ୱିନ୍‌ ରଚିଲେ ଇତିହାସ

ବିଶାଖାପାଟଣା,୬।୧୦: ପାଖାପାଖି ବର୍ଷେ ପରେ ଟେଷ୍ଟ କ୍ରିକେଟକୁ ଫେରିଥିବା ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ରଚିଛନ୍ତି। ବିଶାଖାପାଟଣାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟର ଶେଷ ଦିନରେ ଡି ବ୍ରାଏନ୍‌ଙ୍କ ଉଇକେଟ ନେଇ ଟେଷ୍ଟରେ ଦ୍ରୁତତମ ୩୫୦ ଉଇକେଟ ନେବାରେ ସେ…

ଖସି ଯାଇଥିବା ଖଞ୍ଜାକୁ ଠିକ୍‌ କରେ ଅଦା

ଆଜିକାଲି ଅଣ୍ଟା ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ହୋଇଗଲାଣି। ଯଦି ଅଣ୍ଟା ଭିତରେ ଅବା ମେରୁଦଣ୍ଡର ଶେଷ ଭାଗରେ ଥିବା ହାଡ଼ରେ ଯନ୍ତ୍ରଣା ଅନୁଭବ ହୋଇଥାଏ ତେବେ ଏହାକୁ ଖସି ଯାଇଥିବା ଖଞ୍ଜା ବା ସ୍ଲିପ୍‌ ଡିସ୍କ ବୋଲି କୁହାଯାଇଥାଏ। ଶରୀରରେ…

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ…

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା। ତେବେ ଗତ ଗୁରୁବାର ବାସେଳିସାହି ବନଦୁର୍ଗା ଛକସ୍ଥିତ ମା’ ମଙ୍ଗଳାଙ୍କୁ ଲାଗିହୋଇଛି ୧…

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି ସହଯୋଗର ହାତ ବଢାଇଛନ୍ତି ଜଣେ ଇଟାଲୀ ଯୁବକ। ସେ ହେଲେ ସ୍ବେଚ୍ଛାସେବୀ ସଂଗଠନ…

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ। ମାତ୍ର ପୋଲିସକୁ ଖାତିର ନ କରି ଖୋଲାଖୋଲି ଚାଲେଞ୍ଜ ଦେଇଛନ୍ତି ଅପରାଧୀ। ଦାଦାବଟି…

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି। ଏଭଳି କାର୍ଯ୍ୟାନୁଷ୍ଠାନ ଉଦ୍‌ଯୋଗୀ ଓ ସଚ୍ଚୋଟ…

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ ରାସ୍‌। ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେଲେ ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। କେଉଁଠି…

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି ନିର୍ବାପକ ସଂଶୋଧିତ ନିୟମ ୨୦୧୯ ଅନୁସାରେ ସବୁ ସରକାରୀ, ସରକାରୀ ଅଧିକୃତ ବ୍ୟବସାୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?