Home Left

ବିପଦସଙ୍କୁଳ ଅବସ୍ଥାରେ ଅଙ୍ଗନଓ୍ବାଡି କେନ୍ଦ୍ର: ସହାୟିକାଙ୍କ ବାରଣ୍ଡାରେ ଶିକ୍ଷାଦାନ

ବଇଣ୍ଡା,୬।୧୦(ଡି.ଏନ.ଏ.) – କୁନି ଶିଶୁଙ୍କୁ ଶିକ୍ଷା ସହ ଜଡ଼ିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି ଅଙ୍ଗନଓ୍ବାଡି କେନ୍ଦ୍ର। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ସହ ଅଙ୍ଗନଓ୍ବାଡି କର୍ମୀ, ସହାୟିକା ନିଯୁକ୍ତି ଦିଆଯିବାର ବ୍ୟବସ୍ଥା ସରକାର କରିଛନ୍ତି। ହେଲେ ଅନେକ ସ୍ଥାନରେ…

ଫାଇନାନ୍ସ କମ୍ପାନୀରୁ ୧୫ ଲକ୍ଷ ହଡ଼ପ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳର ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ଟଙ୍କା ହଡ଼ପ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ କରି ମୁଖ୍ୟ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି। ସେ ହେଲେ ଉକ୍ତ ସଂସ୍ଥାରେ ଆକାଉଣ୍ଟାଣ୍ଟ ଭାବେ କାମ କରୁଥିବା…

କୃଷ୍ଣପୁର-କରମଙ୍ଗୀ ରାସ୍ତା ଶୋଚନୀୟ

ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ ରହିଛି ୩କି.ମି. ରାସ୍ତା। ଏହା ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବା…

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି ବ୍ରହ୍ମପୁର ପୋଲିସ ଜିଲା ସଦର ଥାନା ଅଞ୍ଚଳରେ। ନଂ.୨୬୧/୨୦୧୯ରେ ମାମଲା ରୁଜୁ କରି…

ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତିଙ୍କ ଆହ୍ବାନ

ମୁମ୍ବାଇ,୬-୧୦: ଘରୋଇ ବଜାରରେ ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆହ୍ବାନ ଜଣାଇଛନ୍ତି। ଭାରତକୁ ନିବେଶର ଏକ ଗନ୍ତବ୍ୟସ୍ଥଳ ଭାବେ ଗଢି ତୋଳିବା ଲାଗି କମ୍ପାନୀ ଆଇନର କାର୍ଯ୍ୟାନ୍ବୟନ ଜରୁରୀ ବୋଲି ସେ କହିଛନ୍ତି। ଏହି ଦିଗକୁ କିଭଳି…

ଏନ୍‌ବିଏ ପଦାର୍ପଣ: ଭାରତ- ଆମେରିକା ସମ୍ପର୍କର ନୂଆ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦ (ପି.ଟି.)- ଆମେରିକାର ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ (ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଭାରତରେ ପଦାର୍ପଣ କରିଛି। ଏହି ଲିଗ୍‌ର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ମୁମ୍ବାଇରେ ଅନୁଷ୍ଠିତ ହୋଇଛି। ଏନ୍‌ବିଏର ଏହି ପଦାର୍ପଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି।…

ଓଡ଼ିଶା ରାଜ୍ୟ ଫିଡେ ରେଟିଂ ଚେସ୍‌: ରାଜେଶ ଚାମ୍ପିୟନ

ବିଶାଖାପାଟଣା,୬।୧୦(ସ୍ପୋଟ୍ସ ବ୍ୟୁରୋ)- ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ବିନୟ ପରାଡାଇଜ୍‌ରେ ଚାଲିଥିବା ୬୦ତମ ଓଡ଼ିଶା ରାଜ୍ୟ ଫିଡେ ରେଟିଂ (ଓପନ୍‌) ଚେସ୍‌ ପ୍ରତିଯୋଗିତାରେ ପୁରୀର ରାଜେଶ ନାୟକ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଅନ୍ତିମ ରାଉଣ୍ଡ ଶେଷ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବୁ : ବୀରେନ୍ଦ୍ର

ଭୁବନେଶ୍ୱର, ୬।୧୦(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଆ ହକି ତାରକା ତଥା ଅଭିଜ୍ଞ ଭାରତୀୟ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ୟୁରୋପ ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶନିବାର ସକାଳେ ସେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ଆଗକୁ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସ…

ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …

ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ଉଲ୍ଲେଖ…

ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ : ପୁରୁଷ ଚାଲିରେ ଜାପାନର ଟାଇଟଲ୍‌ ସୁଇପ୍‌

ଦୋହା,୫।୧୦ (ଏଏଫ୍‌ପି)- ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ର ପୁରୁଷ ୨୦ କିଲୋମିଟର (କିମି) ଚାଲିରେ ଜାପାନର ଜୋଶିକାଜୁ ୟାମାନିଶି ଟାଇଟଲ୍‌ ଜିତିଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ଏହି ଇଭେଣ୍ଟରେ ୨୩ ବର୍ଷୀୟ ଜୋଶିକାଜୁ ୨୦ କିମି ଦୂରତାକୁ ଏକ ଘଣ୍ଟା…

ଡେଭିଡ୍‌ ହସି କେକେଆର ମୁଖ୍ୟ ମେଣ୍ଟର

କୋଲକାତା,୫।୧୦: ଦୁଇ ଥର ଆଇପିଏଲ ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଶନିବାର ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ହସିଙ୍କୁ ମୁଖ୍ୟ ମେଣ୍ଟର ଭାବେ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁଜିଲାଣ୍ଡ ପେସର କାଏଲ ମିଲ୍ସଙ୍କୁ ବୋଲିଂ କୋଚ୍‌ ପଦରେ ନିଯୁକ୍ତ କରାଯାଇଛି।…

ଫୋନ୍‌ରେ ଫେସ୍‌ ଲକ୍‌ ପକାଇ ସ୍ବାମୀ ହେଲେ ହଟହଟା

ଆଜିକାଲି ସ୍ମାର୍ଟଫୋନ୍‌ ଲୋକଙ୍କର ଯେତିକି ଉପକାରରେ ଆସୁଛି ସେତିକି ଅପକାର ମଧ୍ୟ କରୁଛି। ଏଇ ଯେମିତି ଏହି ଫୋନ୍‌ ପାଇଁ କିଏ ଆତ୍ମହତ୍ୟା କଲାଣି ତ ଆଉ କାହାର ଘରୋଇ କଳିଝଗଡ଼ା ଚରମ ସୀମାରେ ପହଞ୍ଚିଲାଣି। ଏମିତି ଏକ ଭିଡିଓ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?