Home Left

ପିଆଜ ପରେ ଏବେ ଟମାଟୋ ପାଳି : ଦାମ୍‌ ୮୦ ଟପିଲା

ନୂଆଦିଲ୍ଲୀ,୫।୧୦: ଗତ ସପ୍ତାହରେ ଦେଶରେ ପିଆଜ ଦାମ୍‌ ଶହେ ଟପିଥିବା ବେଳେ ରପ୍ତାନୀ ନୀତିରେ କେତେକ ପରିବର୍ତ୍ତନ କରାଯାଇଥିଲା। ଫଳରେ ଏବେ ଏହାର ଦାମ ଧୀରେଧୀରେ କମିବାରେ ଲାଗିଛି। ତେବେ ମହାରାଷ୍ଟ୍ର, ଉତ୍ତରପ୍ରଦେଶ, କର୍ନାଟକ ଆଦି ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ…

ପ୍ରଥମ ଟେଷ୍ଟ: ୪୩୧ ରନ୍‌ରେ ଦକ୍ଷିଣ ଆଫ୍ରିକା ଅଲ୍‌ଆଉଟ୍‌; ଦ୍ୱିତୀୟ ଇନିଂସରେ ଭାରତ ୧୦୨/୧

ବିଶାଖାପାଟଣା,୫।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲା ସ୍ଥାନୀୟ ଏସିଏ-ବିଡିସିଏ ଷ୍ଟାଡିଏମ୍‌ରେ ଖେଳାଯାଉଛି। ଭାରତ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରି ୭ ଓ୍ବିକେଟ ହରାଇ ୫୦୨ ରନ୍‌ ସଂଗ୍ରହ…

ଚେନ୍ନାଇରୁ ଚୋରିକରି ଓଡ଼ିଶାରେ ଗିରଫ ହେଲେ ଯୁବକ

ଆନନ୍ଦପୁର,୫। ୧୦(ସ୍ବ.ପ୍ର.): ଚେନ୍ନାଇରୁ ଚୋରି କରିଥିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଜଣେ ଯୁବକଙ୍କୁ ଶୁକ୍ରବାର ରାତିରେ ଚେନ୍ନାଇ ପୋଲିସ ଗିରଫ କରିଛି। ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ଘର ଘସିପୁରା ଥାନା ତରଡ଼ିପାଳ…

ନକଲି ମୁଣ୍ଡ କେଶରେ ଯୁବକ ଲୁଚାଇ ନେଉଥିଲେ ଏକ କିଲୋ ସୁନା: ଧରିଲେ କଷ୍ଟମ୍‌ ଅଧିକାରୀ

କୋଚି,୫।୧୦: କେରଳରେ ଜଣେ ଯୁବକ ନକଲି ମୁଣ୍ଡ କେଶରେ ସୁନା ଲୁଚାଇ ନେଉଥିବା ସମୟରେ କଷ୍ଟମ୍‌ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। କୋଚି ବିମାନ ବନ୍ଦରରେ ଓହ୍ଲାଇଥିବା ନୌଶାଦ୍‌ ନାମକ ଏହି ଯୁବକ ମଲପ୍ପୁରମ୍‌ ବାସିନ୍ଦା। ସେ ସୌଦିରୁ ଚୋରା ସୁନା କାରବାର…

ଭିନ୍ନ ପ୍ରତିଯୋଗିତା: ଟଏଲେଟ୍‌ ପେପରରେ ବିବାହ ପୋଷାକ ତିଆରିକରି ୭ ଲକ୍ଷ ପୁରସ୍କାର ଜିତିଲେ ମହିଳା

ବିଭିନ୍ନ ସ୍ଥାନରେ ଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହୋଇଥାଏ। କେଉଁଠି ଚଟ୍‌କଣି ମାରିବା ପ୍ରତିଯୋଗିତା ତ ଆଉ କେଉଁଠି ହାଇହିଲ୍‌ ପିନ୍ଧି ମହିଳାମାନଙ୍କ ଦୌଡ଼ ପ୍ରତିଯୋଗିତା। ଏମିତି ଏକ ପ୍ରତିଯୋଗିତା ନ୍ୟୁୟର୍କରେ ମଧ୍ୟ ଆୟୋଜିତ ହୋଇଯାଇଛି। ଯେଉଁଠାରେ ଟଏଲେଟ୍‌ ପେପରରେ ବିବାହ…

ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ସ୍ଥାପନ ଘଟଣା: ଅଭିଯୁକ୍ତଙ୍କୁ ୬ମାସ କାରାଦଣ୍ଡାଦେଶ

ବାଲିଗୁଡ଼ା,୫।୧୦.(ଡି.ଏନ୍‌.ଏ.): ଜଣେ ଦିନମଜୁରିଆ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗର ବିଚାରକରି ବାଲିଗୁଡ଼ା ଏସ୍‌ଡିଜେଏମ୍‌ ସୌମ୍ୟ ସ୍ବରୂପ ସାହୁ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ଗ୍ରାମର ଅଭିଯୁକ୍ତ ବିରୁପାକ୍ଷ ଦଣ୍ଡିଆଙ୍କୁ ଶନିବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ…

ଆଥିଆଙ୍କ ସହ ଡିନର୍‌ ଡେଟ୍‌ରେ କେ ଏଲ୍‌ ରାହୁଲ, ଫଟୋ ଭାଇରାଲ

ମୁମ୍ବାଇ: କ୍ରିକେଟର କେ ଏଲ୍‌ ରାହୁଲଙ୍କୁ ଡେଟ୍‌ କରୁଛନ୍ତି ଅଭିନେତ୍ରୀ ଆଥିଆ ସେଟ୍ଟୀ। ଉଭୟ ଏ ନେଇ ସର୍ବସମ୍ମୁଖରେ ସ୍ବିକାର କରୁ ନ ଥିଲେ ହେଁ ଉଭୟଙ୍କୁ ଏକତ୍ର ବୁଲିବାକୁ ନେଇ ଏପରି ଚର୍ଚ୍ଚା ଥମିବାର ନା ନେଉନାହିଁ। ଶୁକ୍ରବାର ରାତିରେ…

ଗୁଜରାଟ ଉପକୂଳରେ ପାକିସ୍ତାନୀ ଡଙ୍ଗା: ସର୍ଚ୍ଚ ଅପରେଶନ ଜାରି

ଗାନ୍ଧିନଗର,୫।୧୦: ଗୁଜରାଟ କଚ୍ଛ ଅଞ୍ଚଳରେ ପାକିସ୍ତାନ ଅନୁପ୍ରବେଶ ଉଦ୍ୟମ ଜାରି ରଖିଥିବା ବେଳେ ଏବେ ପାକିସ୍ତାନ ମତ୍ସଜୀବୀଙ୍କ ଦୁଇଟି ଡଙ୍ଗା ମିଳିବା ପରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଶନିବାର ସର କ୍ରିକ ଅଞ୍ଚଳରେ ବିଏସ୍‌ଏଫ୍‌କୁ ଏହି ଡଙ୍ଗା ମିଳିବା ପରେ…

ଜି. ଉଦୟଗିରିରେ ମା’ଙ୍କ ମହାସପ୍ତମୀ ପୂଜା

ଜି.ଉଦୟଗିରି,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ସ୍ଥାନୀୟ ପୂଜାମଣ୍ଡପରେ ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଶନିବାର ଅନୁଷ୍ଠିତ ହେଉଛି। ଶୁକ୍ରବାର ରାତିରେ ଅଞ୍ଚଳର ଅଧିଷ୍ଠାତ୍ରୀ ବରାଳ ଦେବୀଙ୍କ ଘଟକୁ ବରଣ କରି ଅଣାଯିବା ପରେ ବିଲ୍ବ ଅଧିବାସ,…

‘ବିଗ୍‌ ବସ୍‌’ରେ କୋଏନାଙ୍କ ଖୁଲାସା: ଗାଧୁଆଘରେ ବନ୍ଦ କରିଦେଇଥିଲେ ପ୍ରେମିକ

ମୁମ୍ବାଇ: ଚଳଚ୍ଚିତ୍ର ‘ରୋଡ୍‌’, ‘ହେ ବେବି’, ‘ଆପନା ସପନା ମନି ମନି’, ‘ମୁସାଫିର’ ଏବଂ ‘ଇନ୍‌ସାନ’ ଭଳି ବଲିଉଡ୍‌ ଫିଲ୍ମ କରିବା ପରେ ହଠାତ୍‌ ଗାଏବ ହୋଇଯାଇଥିଲେ ଅଭିନେତ୍ରୀ କୋଏନା ମିତ୍ରା। ହେଲେ ଏବେ ସେ ଫେରିଛନ୍ତି। ଲୋକପ୍ରିୟ ଟେଲିଭିଜନ ରିଆଲିଟି…

କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ସୁଧାରିବାକୁ ପୁରାତନ ଛାତ୍ରୀଛାତ୍ରଙ୍କ ଦାବି

ବାଲିଗୁଡ଼ା,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସର୍ବ ପୂରାତନ ବିଦ୍ୟାଳୟ ବାଲିଗୁଡା ଉପଖଣ୍ଡର ତୁମୁଡିବନ୍ଧ ବ୍ଲକ ସ୍ଥିତ କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ୧୮୧୭ ମସିହାରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟ ଗୋପାଳପୁର-ରାୟପୁର ୫୯ନଂ.ଜାତୀୟ ରାଜପଥ କଡରେ ଅବସ୍ଥିତ ହୋଇଥିଲେ ମଧ୍ୟ ବିଦ୍ୟାଳୟର…

୧୫ ଘଣ୍ଟା ପରେ ଜୁସ୍‌ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ ଅନଶନରେ ବସିଥିବା ବିଧାୟକ ସୁକାନ୍ତ ନାୟକ ଏଥିରୁ ଓହରି ଯାଇଛନ୍ତି। ସେ ପ୍ରାୟ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?