Home Left

ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି ପ୍ରଥା…

ଜେଓ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ: ସରକାରୀ କ୍ଷତିପୂରଣ ନେଇ ଚାଷୀ ଅମଙ୍ଗ; ୪୧ ଗିରଫ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶ ଜେଓ୍ବରରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ନେଇ ସ୍ଥାନୀୟ ଚାଷୀ ଏବଂ ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଜମି ଅଧିଗ୍ରହଣରେ ନିଜର ଜମି ହରାଉଥିବା ଚାଷୀ ୪ ଗୁଣା ଦାମ ନେବାନକୁ ଅଡ଼ି ବସିଛନ୍ତି। ଏହା ସହିତ ପ୍ରତି କ୍ଷତିଗ୍ରସ୍ତ…

ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ

ବାରଣାସୀ,୫।୧୦: ବିଭିନ୍ନ ଥିମ୍‌କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି। ସେହିପରି…

ମାଟି ଖୋଳିଲେ କରୀନା

ନୂଆଦିଲ୍ଲୀ: କପୁର ପରିବାରର ଝିଅ, ନଓ୍ବାବ୍‌ ପରିବାରର ବୋହୂ ତଥା ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ଜମିରେ ମାଟି ଖୋଳୁଛନ୍ତି। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଦର୍ଶକେ କରୀନାଙ୍କୁ ରେଡ୍‌ କାର୍ପେଟ୍‌ ବା ସିଲଭର୍‌ ସ୍କ୍ରିନ୍‌ରେ ଦେଖିଥିବେ।…

ଶୋଇଲେ ବି କମେ ମୋଟାପଣ

ନୂଆଦିଲ୍ଲୀ: ଶରୀରରୁ ମୋଟାପଣ କମାଇବ ପାଇଁ କିଏ କେତେ ପ୍ରକାର ଉପାୟ ଆପଣେଇଥାନ୍ତି। ବିଶେଷକରି ଓ୍ବାକ୍‌ଆଉଟ୍‌, ଦୌଡ଼ିବା ବା ପହଁରିବା ଆଦି କଲେ ଓଜନ ହ୍ରାସ ପାଏ। କିନ୍ତୁ କିଛି କାମ ନ କରି ମୋଟାପଣ ଘଟାଇବା ଅସମ୍ଭବ ମନେ ହେଉଥିଲେ…

ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୫୦ ସେଲିବ୍ରିଟିଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯିବା ପରେ ବିବାଦ ମୁଣ୍ଡ ଟେକିଛି।…

ଆଧାର ନ ଥିଲେ କୃଷି ଋଣ ନାହିଁ

ଭୁବନେଶ୍ୱର, ୫ା୧୦ (ବ୍ୟୁରୋ): ଧାନ ବିକ୍ରି କରିବାକୁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିବା ବେଳେ ଖରିଫ ଋଣ ପାଇବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀମାନେ କୃଷି ଋଣ ପାଇଁ ମନୋନୀତ ହୋଇଛନ୍ତି ସେମାନଙ୍କୁ ଆଧାର କାର୍ଡ ଦେବାକୁ ହେବ।…

କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ

ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି। ଶେଷରେ ୮ଶହ ଗଛକୁ କାଟି ଦିଆଯାଇଛି। ଇତିମଧ୍ୟରେ ଏଠାକାର ୩ କିଲୋମିଟର ବ୍ୟାସାର୍ଦ୍ଧ ପରିମିତ…

‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ…

ମିଳୁନି ପ୍ରଧାନମନ୍ତ୍ରୀ ଫସଲ ବୀମାରାଶି

ନବରଙ୍ଗପୁର,୫ା୧୦(ବି.ପ୍ର.): ନବରଙ୍ଗପୁର ଜିଲାର ୧୦ଟି ବ୍ଲକର ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨୦୧୮ ଖରିଫ ଚାଷ ପାଇଁ ପ୍ରିମିୟମ୍‌ ଜମା କରିଥିଲେ। କିନ୍ତୁ ଏଯାଏ ବୀମା ଟଙ୍କା ପାଇନାହାନ୍ତି। ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଓ କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ…

ଯମରାଜଙ୍କୁ ନୋଟିସ୍‌ ପଠାଇବାକୁ ହାଇକୋର୍ଟରେ ଆବେଦନ

କୋଲକାତା,୫।୧୦: ପଶ୍ଚିମବଙ୍ଗ କୋଲକତା ହାଇକୋର୍ଟରେ ଯମରାଜାକୁ ନୋଟିସ୍‌ ପଠାଇବାକୁ ଏକ ଆବେଦନ କରାଯାଇଛି। ଦୁଇଜଣ ଦୋଷୀଙ୍କ ପରିବାର ପକ୍ଷରୁ ଏନେଇ ହାଇକୋର୍ଟରେ ଆବେଦନ କରାଯାଇଛି। ଦୋଷୀମାନେ ଦଣ୍ଡ ଭୋଗିବା ପୂର୍ବରୁ ଇହଧାମ ତ୍ୟାଗ କରିଥିବାରୁ ଦଣ୍ଡ ପୂରଣ ପାଇଁ ଯମରାଜ ସେମାନଙ୍କୁ…

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି ସ୍ଥାନୀୟ ଲୋକେ। ଏଠାରେ ବିଶେଷ କରି ନିଃସନ୍ତାନ ଦମ୍ପତିମାନେ ମାନସିକ କଲେ ସେମାନଙ୍କ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?