Home Left

ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା…

୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ବିଜ୍ଞପ୍ତି…

‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳୁଛି।…

ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍‌ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ କମିଟି ଗଠନ ହୋଇଛି। ଏହି କମିଟିରେ ୬ଜଣ ସଦସ୍ୟ ରହିଛନ୍ତି। ଖୁବ୍‌ଶୀଘ୍ର ଏହି କମିଟି…

ରେଳଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ: କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ନାହିଁ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନଗୁଡ଼ିକରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ହେଲେ ଏବେ ବି ବିଭିନ୍ନ ଷ୍ଟେଶନରେ ନିଷିଦ୍ଧ ପ୍ଲାଷ୍ଟିକ ଓ ପଲିଥିନ୍‌ ବ୍ୟବହାର ହେଉଛି। ତେବେ ସମ୍ପୃକ୍ତ ବ୍ୟବହାରକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ…

ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ କରାଯାଇଛି। ଯଦ୍ୱାରା ୪ ଲକ୍ଷ ଅତିରିକ୍ତ ବର୍ଥ ସୃଷ୍ଟି କରାଯାଇଛି। ଏହି ସ୍ପେଶାଲ ଟ୍ରେନ…

ଚିଦାମ୍ବରମଙ୍କ ଜାମିନ ଆବେଦନ: ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଆର୍‌. ଭାନୁମଥି ଓ ହୃଷୀକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଜବାବ…

ୟାସିନ ମଲିକଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଜେକେଏଲ୍‌ଏଫ୍‌ ମୁଖ୍ୟ ୟାସିନ ମଲିକଙ୍କ ସମେତ ୫ ଜଣଙ୍କ ବିରୋଧରେ ଏନ୍‌ଆଇଏ ଦିଲ୍ଲୀ ଅଦାଲତରେ ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ରଶିଦ ଇଞ୍ଜିନିୟରଙ୍କ ସମେତ ବିଚ୍ଛିନ୍ନତାବାଦୀ ନେତା ଆସିୟା…

ଗୋଡ଼ ହଲାଇବା ରୋଗର ଲକ୍ଷଣ

ଗୋଡ଼ ହଲାଇବା ଏକ ରୋଗର ଲକ୍ଷଣ ବୋଲି କହିଛନ୍ତି ମିଚିଗାନ୍‌ ୟୁନିଭର୍ସିଟିର ଗବେଷକ। ଶରୀରରେ ଆଇରନର ମାତ୍ରା କମ୍‌ ହେଲେ ଏପରି ଲକ୍ଷଣ ଦେଖାଦେଇଥାଏ। ବିଶେଷ କରି ୩୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଖରେ ଏପରି ଲକ୍ଷଣ ଦେଖାଦେଇଥାଏ। ଏହା…

‘ମାନସିକତା ବଦଳାନ୍ତୁ ଦକ୍ଷିଣ ଏସୀୟ ରାଷ୍ଟ୍ର’

ନୂଆଦିଲ୍ଲୀ,୫ା୧୦ (ପି.ଟି.): ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକ ସଂଖ୍ୟାଗରିଷ୍ଠ-ସଂଖ୍ୟାଲଘୁ ମାନସିକତାରେ ପରିବର୍ତ୍ତନ ଆଣିବାକୁ ହେବ ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଶୁକ୍ରବାର କହିଛନ୍ତି। ବହୁଳତାବାଦ ହେଉଛି ଆଞ୍ଚଳିକ ଶକ୍ତି। ଆଞ୍ଚଳିକ ସହଯୋଗ ବଢ଼ାଇବା ଲାଗି ବାଂଲାଦେଶ ସବୁବେଳେ ଉଦ୍ୟମ କରିଆସିଛି ବୋଲି…

୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ: ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବଢ଼ିଛି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥିଭାବେ ଯୋଗଦେଇ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ବାଲୁଖଣ୍ଡ, ଚନ୍ଦକା-ଡମପଡ଼ା…

କୋରେଗାଁଓ-ଭୀମା ହିଂସା ମାମଲା: ନଭଲଖାଙ୍କୁ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୫ା୧୦(ପି.ଟି.): କୋରେଗାଁଓ- ଭୀମା ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୧୫ ପର୍ଯ୍ୟନ୍ତ ସୁରକ୍ଷା ମିଳିଛି। ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କ ଅନ୍ତରୀଣ ସୁରକ୍ଷା ସମୟସୀମାକୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ଗୌତମଙ୍କ ବିରୋଧରେ ତଦନ୍ତରୁ ମିଳିଥିବା ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?