‘ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ’
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସାମାଜିକ ବ୍ୟବସ୍ଥାରେ ଗଣମାଧ୍ୟମର ସ୍ବତନ୍ତ୍ର ଭୂମିକା ରହିଛି। ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ ରହିଛି। କେତେକ କ୍ଷେତ୍ରରେ ସ୍ବାଧୀନ ମତକୁ ସହନଶୀଳତାର ସହ ନିଆଯାଉନାହିଁ। ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱ କରନ୍ ଥାପ୍ପର ଖବରକାଗଜ ‘ସମ୍ବାଦ’ର ୩୫ତମ ଜନ୍ମବାର୍ଷିକୀ…
ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ
ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା ଉଦ୍ଯାପନ କାର୍ଯ୍ୟକ୍ରମରେ ଡିଆରଡିଏ ଏପିଡି ରବି ନାରାୟଣ ତ୍ରିପାଠୀ ଯୋଗଦେଇ ଏପରି ମେଳା…
ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍
ନିଆଳି,୫ା୧୦(ଡି.ଏନ୍.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟେରାମାନେ ଫେରାର ହେଉଥିବା ବେଳେ ଜଣେ ଲୁଟେରାଙ୍କୁ ଦୁଇ କର୍ମଚାରୀ କାବୁ…
କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା
ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ ମା’ ଉଗ୍ରତାରା କାଳରାତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମା’ଙ୍କର ଏହି ବେଶ ଦେଖିବାକୁ…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ
ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…
ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ
ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ…
ନବନିର୍ମାଣ କୃଷକ ସଂଗଠନ ସମାବେଶ
ଦଶପଲ୍ଲା, ୫ା୧୦(ଡି.ଏନ୍.ଏ.): ଦଶପଲ୍ଲା ବ୍ଲକ ନବନିର୍ମାଣ କୃଷକ ସଂଗଠନର ସାଙ୍ଗଠନିକ ବୈଠକ ଶୁକ୍ରବାର ସ୍ଥାନୀୟ ସ୍ବପ୍ନେଶ୍ୱର ମହାବୀର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଂଯୋଜକ ରବିନାରାୟଣ ସେଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ପଣ୍ଡା…
ଟ୍ରେନ୍ରୁ ଖସି ପଡ଼ି କଟିଲା ଗୋଡ଼
ଧର୍ମଶାଳା,୫ା୧୦(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ଷ୍ଟେଶନ ନିକଟରେ ଶୁକ୍ରବାର ଟ୍ରେନ୍ରୁ ଖସିପଡି ଜଣେ ବ୍ୟକ୍ତିଙ୍କ ୨ ଗୋଡ କଟିଯାଇଛି। ସେ ହେଉଛନ୍ତି ଧର୍ମଶାଳା ବ୍ଲକ ଥାନୁଆଳ ଗ୍ରାମର ପେଡା ବ୍ୟବସାୟୀ ଗୁଣନିଧି ଦୋରା(୫୪)। ଧର୍ମଶାଳା ଅଗ୍ନିଶମ ବାହିନୀ ପହଞ୍ଚତ୍ ତାଙ୍କୁ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା
ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ଲକ ଅଧ୍ୟକ୍ଷା ଶୁଭାସିନୀ…
୫ ଅଜବ ଅନ୍ଧବିଶ୍ୱାସ: ଯାହାକୁ ଲୋକେ କରନ୍ତି ବିଶ୍ୱାସ
ଆଜିର ଅତ୍ୟାଧୁନିକ ଯୁଗରେ ମଧ୍ୟ ଅନେକ ପ୍ରକାର ଅନ୍ଧ ବିଶ୍ୱାସ ରହିଛି। ଯେପରି କେହି ବିରାଡି ରାସ୍ତା କାଟିବାକୁ କେତେଜଣ ଅଶୁଭ କହିଥାନ୍ତି ତ କେତେକ ଛିଙ୍କିବାକୁ ଅଶୁଭ କହିଥାନ୍ତି। ମାତ୍ର ବିଶ୍ୱରେ ଏପରି କେତେକ ଅନ୍ଧବିଶ୍ୱାସ ରହିଛି ଯାହା ଆପଣଙ୍କୁ…
୩ ନିଶାସକ୍ତ ବାଇକ୍ ଚାଳକ କୋର୍ଟ ଚାଲାଣ
କୋରେଇ,୫ା୧୦(ସ୍ବ.ପ୍ର.): ପାଣିକୋଇଲି ପୋଲିସ ଗୁରୁବାର ରାତିରେ ୪ ନିଶାସକ୍ତ ବାଇକ୍ ଚାଳକଙ୍କୁ ଗିରଫ କରିଥିଲା। ଏ ନେଇ ମାମଲା ରୁଜୁ ପରେ ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି। ସେମାନେ ହେଲେ ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସରସଦା…
ଓଏମ୍ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ
କାଳିଆପାଣି,୫ା୧୦(ଡି.ଏନ୍.ଏ.): ଓଡ଼ିଶା ଖଣି ନିଗମ(ଓଏମ୍ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍ରୁ ୬ ଲକ୍ଷ ଟନ୍ କ୍ରୋମାଇଟ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଜନଶୁଣାଣି ହୋଇଛି। ପରିବେଶ ମଞ୍ଜୁରୀ ନିମନ୍ତେ କରାଯାଇଥିବା ଜନଶୁଣାଣିରେ ବିଭନ୍ନ ସର୍ତ୍ତ…

