Home Left

ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ:ଧର୍ମେନ୍ଦ୍ର

ଭୁବନେଶ୍ୱର,୫-୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ ଏହାର…

ଦାନଗଦୀ ବ୍ଲକରେ ନବମ ପଞ୍ଚାୟତ ସମିତି ବୈଠକ

କଳିଙ୍ଗନଗର,୫ା୧୦(ଡି.ଏନ୍‌.ଏ.): ଦାନଗଦୀ ବ୍ଲକ ସଭାଗୃହଠାରେ ଶୁକ୍ରବାର ନବମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ, ତହସିଲଦାର ବୁଲବୁଲ ବେହେରା,…

୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦ ଦେଶର ବ୍ୟବସାୟୀମାନେ ଏଠାରେ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଏବଂ ବିକ୍ରି କରିବେ। ଗୁପ୍ତା ଇଭେଣ୍ଟ…

ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର ଦୁଶଭ ବେସରାଙ୍କ କହିବାନୁଯାୟୀ ଲାଞ୍ଜିଗଡ ଅଞ୍ଚଳ ପୁଟିରିଭଟ୍ଟା, ବାନିଗାଁ, ହୁମାଝୋଲା ଓ ଗୋଇପଟ୍ଟା…

ଏନ୍‌ବିଏ: ସାକ୍ରାମେଣ୍ଟୋକୁ ହରାଇଲା ଇଣ୍ଡିଆନା

ମୁମ୍ବାଇ,୫।୧୦(ପି.ଟି.)- ଆମେରିକାର ଜଣାଶୁଣା ବାସ୍କେଟବଲ୍‌ ଲିଗ୍‌ ଏନ୍‌ବିଏ ଭାରତରେ ପଦାର୍ପଣ କରିଛି। ଶୁକ୍ରବାର ଏଠାରେ ପ୍ରଥମ ଏନ୍‌ବିଏ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ଏହି ଐତିହାସିକ ମ୍ୟାଚ୍‌ରେ ଇଣ୍ଡିଆନା ପେସର୍ସ ୧୩୨-୧୩୧ ବ୍ୟବଧାନରେ ସାକ୍ରାମେଣ୍ଟୋ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଜବରଦସ୍ତ…

ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି

ଶରୀର ପାଇଁ ପଇଡ ପାଣି ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍‌ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍‌ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍‌ କରିଥାଏ। ପଇଡ ପାଣିରେ ମହଜୁଦ୍‌ ପୌଷ୍ଟିକ ତତ୍ତ୍ୱ ଆଜିର ଦୂଷିତ ବାତାବରଣରୁ ରକ୍ଷା କରିଥାଏ। ସଂକ୍ରମିତ ଜୀବାଣୁକୁ ଶରୀର…

ସବିତା ଖେଳିଲେ ୨୦୦ତମ ମ୍ୟାଚ୍‌

ମାର୍ଲୋ(ୟୁକେ),୪।୧୦(ପି.ଟି.)- ଇଂଲଣ୍ଡ ଗସ୍ତର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ମହିଳା ହକି ମ୍ୟାଚରେ ଭାରତୀୟ ଗୋଲକିପର ସବିତା କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ମ୍ୟାଚ ପୂର୍ବରୁ କୋଚ୍‌ ଜୋର୍ଡ ମାରିଜନେ ତାଙ୍କୁ ୨୦୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ସବିତା…

୨୨ ବର୍ଷରେ ପନ୍ତ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଶୁକ୍ରବାର ୨୨ ବର୍ଷରେ ପାଦ ଦେଇଛନ୍ତି। ୪ ଅକ୍ଟୋବର ୧୯୯୭ରେ ଜନ୍ମ ହୋଇଥିବା ଏହି ଖେଳାଳି ଏବେ ଭାରତୀୟ ଟେଷ୍ଟ ଦଳରୁ ବାହାରେ ଅଛନ୍ତି। କିନ୍ତୁ ଗତ ଏକବର୍ଷ ହେଲା ତାଙ୍କ…

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର ପୁନରାବୃତ୍ତି ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ଶ୍ରୀମନ୍ଦିରରେ…

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ…

ବୟସ୍କଙ୍କ ଲାଗି ଚିନ୍ତାର କାରଣ ପାଲଟେ ଏସବୁ ସମସ୍ୟା

ମନୁଷ୍ୟ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡ଼େ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍‌ ହୋଇଥାଏ। ତେବେ ଏପରି କିଛି…

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ ପଞ୍ଜାବ ପହଞ୍ଚିଯାଇଥିବା କୁହାଯାଉଛି। ସେଥିପାଇଁ ଏବେଠାରୁ ସେଠାରେ ସତର୍କ ସୂଚନା ଜାରି କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?