Home Left

କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ସୁଧାରିବାକୁ ପୁରାତନ ଛାତ୍ରୀଛାତ୍ରଙ୍କ ଦାବି

ବାଲିଗୁଡ଼ା,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସର୍ବ ପୂରାତନ ବିଦ୍ୟାଳୟ ବାଲିଗୁଡା ଉପଖଣ୍ଡର ତୁମୁଡିବନ୍ଧ ବ୍ଲକ ସ୍ଥିତ କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ୧୮୧୭ ମସିହାରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟ ଗୋପାଳପୁର-ରାୟପୁର ୫୯ନଂ.ଜାତୀୟ ରାଜପଥ କଡରେ ଅବସ୍ଥିତ ହୋଇଥିଲେ ମଧ୍ୟ ବିଦ୍ୟାଳୟର…

୧୫ ଘଣ୍ଟା ପରେ ଜୁସ୍‌ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ ଅନଶନରେ ବସିଥିବା ବିଧାୟକ ସୁକାନ୍ତ ନାୟକ ଏଥିରୁ ଓହରି ଯାଇଛନ୍ତି। ସେ ପ୍ରାୟ ୧୫…

ସବୁ କଶ୍ମୀରବାସୀ ଦେଶଦ୍ରୋହୀ ନୁହନ୍ତି: ରାମ ମାଧବ

ନୂଆଦିଲ୍ଲୀ,୫।୧୦: ଭାରତୀୟ ଜନତା ପାର୍ଟି(ଭାଜପାର)ର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଭାରତର ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହା ଏବେ ଅନ୍ୟ ରାଜ୍ୟଙ୍କ ସହ ସମାନ। ତେଣୁ ଏହାକୁ ନେଇ ଲଦ୍ଦାଖ ନିବାସୀ କେନ୍ଦ୍ର ସରକାରଙ୍କ ଉପରେ…

ଉତ୍ତରାଖଣ୍ଡରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଡେରାଡୁନ,୫।୧୦: ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶନିବାର ସକାଳୁ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପାଖାପାଖି ୨୪୬୪ ପଞ୍ଚାୟତ ପାଇଁ ପ୍ରାୟ ୧୪.୯୫ ଲକ୍ଷ ମତଦାତା ସେମାନଙ୍କର ମତ ସାବ୍ୟସ୍ତ କରିବେ। ଗ୍ରାମ ପଞ୍ଚାୟତ ସଦସ୍ୟଙ୍କଠାରୁ ଆରମ୍ଭ…

୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ରେ ଦେବାକୁ ପଡ଼ିପାରେ ୨୫ ଗୁଣା ଅଧିକ ଫି

ନୂଆଦିଲ୍ଲୀ,୫।୧୦: ଏଣିକି ୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ ପାଇଁ ୨୫ ଗୁଣା ଅଧିକ ଫି ଦେବାକୁ ପଡ଼ିପାରେ। ଏନେଇ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବିତ ଭଲ୍ୟୁଣ୍ଟାରୀ ସ୍କେପିଙ୍ଗ୍‌ ଅଫର ଅନ୍ତର୍ଗତ ୧୫ ବର୍ଷ ପୁରୁଣା…

ମୋଦି ମାସ୍କ ପିନ୍ଧି ‘ଗର୍ବା’ର ମଜା ନେଲେ ଜନତା

ସୁରଟ,୫।୧୦: ନବରାତ୍ରୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ ଗର୍ବା ନାଚରେ ହଜିଯାଇଛନ୍ତି ସାଧାରଣ ଜନତା। ଗୁଜରାଟର ସୁରଟରେ ଶୁକ୍ରବାର ରାତିରେ ଗର୍ବା ନାଚିବାକୁ ପହଞ୍ଚିଥିବା ଲୋକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖା ପିନ୍ଧି ନାଚିବାର ଦୃଶ୍ୟଥିଲା ସବୁଠାରୁ ନିଆରା। ଏଥର ନବରାତ୍ରୀରେ ପିଲାମାନେ…

ସିଆଚେନ ହସ୍ପିଟାଲକୁ ଉପହାରରେ ମିଳିଲା ଅକ୍ସିଜେନ ପ୍ଲାଣ୍ଟ

ଜମ୍ମୁ,୫।୧୦: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନ ଗ୍ଲାସିୟରରେ ଭାରତୀୟ ଯବାନ ଜୀବନକୁ ବାଜି ଲଗାଇ ମାତୃଭୂମୀର ରକ୍ଷା କରିଥାଆନ୍ତି। ପ୍ରାୟ ୨୨ହଜାର ଫୁଟ ଉପରେ ଥିବା ସିଆଚେନ ଗ୍ଲାସିୟରରେ ଅକ୍ସିଜେନର ପରିମାଣ କମ୍‌ ରହିଥାଏ। ଫଳରେ ବେଳେବେଳେ ଯବାନମାନେ ଶୋଇଥିବା…

ଅବକାରୀ ବିଭାଗର ଚଢ଼ାଉ ବେଳେ ଢ଼େଲାପଥର ମାଡ଼: ଭାଙ୍ଗିଲା ଗାଡ଼ି, ଡ୍ରାଇଭର ଆହତ

ଛେଣ୍ଡିପଦା,୫।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ରଥ ସାହିରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ମଦ ମାଫିଆମାନେ ଢ଼େଲାପଥର ମାଡ଼କରି ଅବକାରୀ ବିଭାଗ ଗାଡ଼ି ଭଙ୍ଗାରୁଜା କରିଛନ୍ତି। ଏଥିରେ ଗାଡ଼ି ଡ୍ରାଇଭର ଆହତ…

ସ୍ବାଧୀନତାର ୭୨ ବର୍ଷ ପରେ ଜମ୍ମୁ-କଶ୍ମୀର ରାଜୌରିକୁ ବିଦ୍ୟୁତ୍‌ ଯୋଗାଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ରାଜୌରି ଅଞ୍ଚଳରେ ସ୍ବାଧୀନତାର ୭୨ ବର୍ଷ ପରେ ବିଦ୍ୟୁତ୍‌ ଯୋଗାଣ କରାଯାଇଛି। ସୌଭାଗ୍ୟ ବିଦ୍ୟୁତ୍‌ ଯୋଜନା ଅନ୍ତର୍ଗତ ଏଠାକାର ୨୦ ହଜାର ପରିବାରଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଯୋଜନା ଅନୁସାରେ…

ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି ପ୍ରଥା…

ଜେଓ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ: ସରକାରୀ କ୍ଷତିପୂରଣ ନେଇ ଚାଷୀ ଅମଙ୍ଗ; ୪୧ ଗିରଫ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶ ଜେଓ୍ବରରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ନେଇ ସ୍ଥାନୀୟ ଚାଷୀ ଏବଂ ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଜମି ଅଧିଗ୍ରହଣରେ ନିଜର ଜମି ହରାଉଥିବା ଚାଷୀ ୪ ଗୁଣା ଦାମ ନେବାନକୁ ଅଡ଼ି ବସିଛନ୍ତି। ଏହା ସହିତ ପ୍ରତି କ୍ଷତିଗ୍ରସ୍ତ…

ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ

ବାରଣାସୀ,୫।୧୦: ବିଭିନ୍ନ ଥିମ୍‌କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?