Home Left

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ପାରନ୍ତି ସଞ୍ଜୟ ନିରୁପମ

ମୁମ୍ବାଇ,୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଟିକେଟକୁ ନେଇ କଂଗ୍ରେସ ଦଳ ମଧ୍ୟରେ ଆରମ୍ଭ ହୋଇଯାଇଛି ଟଣା ଓଟରା। ଏମିତିକି କଂଗ୍ରେସ ନେତା ସଞ୍ଜୟ ନିରୁପମ ଦଳ ଛାଡିବାକୁ ସଙ୍କେତ ଦେଇଛନ୍ତି। ଗୁରୁବାର ସେ ଏକ ଟୁଇଟ୍‌ କରି କହିଛନ୍ତି ଏବେ…

ଭୁଲସ୍ଥାନରେ ରହିଛି ଏହି ବ୍ୟକ୍ତିଙ୍କ ଅଙ୍ଗପ୍ରତ୍ୟଙ୍ଗ, ଡାକ୍ତର ବି ଚିନ୍ତାରେ

କୁହାଯାଏ, ଭଗବାନ ମଣିଷଙ୍କୁ ଏପରି ଗଢ଼ିଥା’ନ୍ତି କି ଯେଉଁ ଅଙ୍ଗ ଯେଉଁଠି ରହିବା କଥା ରଖିଥା’ନ୍ତି। ଯେମିତିକି ମୁହଁ, ଆଖି, ନାକ, କାନ, ପେଟ ଯଥାସ୍ଥାନରେ ରହିଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି କୌଣସି ବ୍ୟକ୍ତିଙ୍କର ଯେଉଁ ଅଙ୍ଗ…

ଦିଲ୍ଲୀରେ ଖୋଲିବ ସ୍ପୋର୍ଟସ୍‌ ବିଶ୍ୱବିଦ୍ୟାଳୟ: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୧୦: ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଘୋଷଣା କରି ଚାଲଇଛନ୍ତି। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ମନିଷ ଶିସୋଦିଆଙ୍କ ଉପସ୍ଥିତିରେ କେଜରିଓ୍ବାଲ କହିଛନ୍ତି ଦିଲ୍ଲୀରେ ଏକ ସ୍ପୋର୍ଟସ୍‌ ବିଶ୍ୱବିଦ୍ୟାଳୟ…

୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର

ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର ଶାହ କହିଛନ୍ତି ଏଣିକି ୪ ଶହ ରେଲଓ୍ବେ ଷ୍ଟେଶନରେ ମାଟି ଚା’ର ପାତ୍ର ବ୍ୟବହାର…

ଫର୍‌ହାନଙ୍କ ଠେଲାରୁ ଗୁପ୍‌ଚୁପ୍‌ ଖାଇଲେ ପ୍ରିୟଙ୍କା !

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ନିଜର ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ର ପ୍ରମୋଶନରେ ବ୍ୟସ୍ତ। ଚଳିତ ସପ୍ତାହରେ ତାଙ୍କୁ ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ଦେଖିବାକୁ ମିଳିବ।…

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…

ଭାଇରାଲ ହେଉଛି ପ୍ରିୟଙ୍କାଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ନିକଟରେ ସେ ‘ଦ ସ୍କାଏ ଇଜ୍‌ ପିଙ୍କ’ର ପ୍ରମୋଶନ ପାଇଁ ଯାଇଥିବା ବେଳେ ଏକ ବ୍ଲୁ କଲର ଗାଉନ୍‌ ସହ ଖୋଲା କେଶରେ ବେଶ୍‌ ହଟ୍‌…

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ ଦେଖିଲେ କେହିବି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଉପସ୍ଥାପନାରେ ଜାଣନ୍ତୁ ବିଶ୍ୱର ସେପରି ୫ଟି ଗଛ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…

ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ ୧୨ କୋଟି ଜନତାଙ୍କ ମୃତ୍ୟୁ ହେବ: ଆମେରିକା

ଓ୍ବାଶିଂଟନ,୩।୧୦: କଶ୍ମୀର ସମସ୍ୟାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତୁତୁମେମେ କେତେବେଳେ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରିବ ତାହା କହିବା ମୁସ୍କିଲ। ଯଦି ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୁଏ ତେବେ ଏଥିରେ ୧୨ କୋଟିରୁ ଊର୍ଦ୍ଧ୍ୱ ଜନତାଙ୍କ ମୃତ୍ୟୁ ହେବ…

୨୧ରେ ବିଜେପୁର ଲଢ଼େଇ: ଦୁଇ ଦିନ ପ୍ରଚାର କରିବେ ନବୀନ !

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ। ଆସନ୍ତା ୨୧ରେ ଭୋଟ ଗ୍ରହଣ ହେବାକୁ ଘୋଷଣା ହୋଇଥିବା ବେଳେ ଗୁରୁବାର ତିନି ପ୍ରମୁଖ ଦଳ ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଏଥିରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…

୧୭ ଅକ୍ଟୋବର ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଆଇଏନ୍‌ ଏକ୍ସ ମିଡିଆ ଭ୍ରଷ୍ଟଚାର ମାମଲାରେ ଗୁରୁବାର ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହେଲେ କୋର୍ଟ ତାଙ୍କୁ ଜାମିନ ଦେଇ ନ ଥିବା ବେଳେ ତାଙ୍କୁ ପୁଣିଥରେ ବିଚାର ବିଭାଗୀୟ ଜେଲ୍‌କୁ ପଠାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?