Home Left

ଇନିଂସ ଘୋଷଣା କଲା ଭାରତ

ବିଶାଖାପାଟଣା,୩।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ତା’ର ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ ପ୍ରଥମ ଇନିଂସ ଘୋଷଣା କରିଛି। ପ୍ରଥମ ଦିନ ଭାରତୀୟ ଦଳ ତା’ର ଅସମାପ୍ତ ସ୍କୋର…

‘ଡ୍ରାଇଭ୍‌’ର ପ୍ରଥମ ଗୀତ ‘ମଖ୍‌ନା..’ ରିଲିଜ୍‌: ମସ୍ତି ମୁଡ୍‌ରେ ସୁଶାନ୍ତ-ଜ୍ୟାକ୍‌ଲିନ୍‌

ଅଭିନେତା ସୁଶାନ୍ତ ସିଂହ ରାଜପୁତ ଏବଂ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ଙ୍କ ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ ର ପ୍ରଥମ ଗୀତ ରିଲିଜ୍‌ ହୋଇଛି। ଗୀତ ‘ମଖ୍‌ନା…’ରେ ଏହି ଯୋଡ଼ିଙ୍କ କ୍ୟୁଟ୍‌ କେମେଷ୍ଟ୍ରୀ ସମ୍ପୂର୍ଣ୍ଣ ବାରିହୋଇ ପଡ଼ୁଛି। ଗୀତରେ ସମସ୍ତ କଳାକାରଙ୍କୁ ମସ୍ତି ମୁଡ୍‌ରେ…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ଯାଦବଙ୍କ ନିର୍ବାଚନ ମଣ୍ଡଳୀରେ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜନ ହେବାର…

ବକ୍ସଅଫିସରେ ଧମାଲ୍‌ କରୁଛି ଫିଲ୍ମ ଓ୍ବାର୍‌

ଗାନ୍ଧୀ ଜୟନ୍ତୀରେ ରିଲିଜ ହୋଇଥିବା ହ୍ରିତିକ ରୋଶନ-ଟାଇଗର ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ‘ଓ୍ବାର୍‌’ ବକ୍ସ ଅଫିସରେ ଧମାଲ କରିଛି। ପ୍ରଥମ ଦିନରେ ଫିଲ୍ମ ୫୦ କୋଟି ଆୟ କରିଛି। ଆଗକୁ ଦଶହରା ଛୁଟି ଥିବାରୁ ଫିଲ୍ମ ଆହୁରି ଭଲ ଆୟ କରିବ…

ରୋହିତ-ଅଗ୍ରଓ୍ବାଲଙ୍କ ରେକର୍ଡ

ବିଶାଖାପାଟଣା,୩।୧୦(ପିଟି): ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲ ଗୁରୁବାର ଟେଷ୍ଟ କ୍ରିକେଟ ଇତିହାସରେ ୩ୟ ଭାରତୀୟ ଓପନିଂ ଯୋଡ଼ି ଭାବେ ୩୦୦ ରନ୍‌ର ଭାଗୀଦାରି କରିଛନ୍ତି। ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ରୋହିତ ଓ ମୟଙ୍କ ଓପନିଂ…

ପାକିସ୍ତାନରେ ଖାଦ୍ୟ ସଙ୍କଟ: ମିଳୁନି ଚିକେନ୍‌

ଇସ୍‌ଲାମାବାଦ,୩।୧୦: ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଶାସନ ଭାର ନେବା ପରଠାରୁ ପାକିସ୍ତାନରେ ଆର୍ଥିକ ମାନ୍ଦାବସ୍ଥା ଲାଗି ରହିଛି। ଯାହା ଇମ୍ରାନଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ନିକଟରେ ପାକିସ୍ତାନ ବ୍ୟୁରୋ ଅଫ୍‌ ଷ୍ଟାଟିକ୍ସଟିକ୍ସର ଏକ ରିପୋର୍ଟ ଅନୁଯାୟୀ ପୂର୍ବାପେକ୍ଷା ଏବେ ପାକିସ୍ତାନର…

‘ଲକ୍ଷ୍ମୀ ବମ୍‌’ର ନୂଆ ପୋଷ୍ଟର ରିଲିଜ୍‌: ଶାଢ଼ି ପିନ୍ଧି ଭିନ୍ନ ଲୁକ୍‌ରେ ଅକ୍ଷୟ

ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ଏକ ନୂଆ ଏବଂ ଦମ୍‌ଦାର ପୋଷ୍ଟର ରିଲିଜ୍‌ ହୋଇଛି। ନିଜେ ଅକ୍ଷୟ ଏହି ପୋଷ୍ଟରଟିକୁ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ସେ ଟ୍ରାନ୍ସଜେଣ୍ଡର (ତୃତୀୟଲିଙ୍ଗୀ) ଚରିତ୍ରରେ ଅଭିନୟ…

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ ଦର୍ଶନ…

ନିର୍ବାଚନରେ ଠାକ୍‌ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ ନିର୍ବାଚନକୁ ଓହ୍ଲାଇଛନ୍ତି। ପ୍ରଥମ ଥର ଠାକରେ ପରିବାରରୁ ଆଦିତ୍ୟ ପ୍ରତ୍ୟେକ୍ଷଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।…

ଭାରତର ପ୍ରଭାବ: ବାଂଲାଦେଶରେ ପିଆଜ ଦାମ୍‌ ଶହେ ଶ୍ରୀଲଙ୍କାରେ ୧୧୭

ଢ଼ାକା/କଲମ୍ବୋ,୩।୧୦: ଭାରତରେ ପିଆଜ ଦାମ୍‌ ନେଇ ଲୋକେ ହନ୍ତସନ୍ତ ହେବା ପରେ ଏବେ ଏହାର ପ୍ରଭାବ ପଡ଼ୋଶୀ ଦେଶଗୁଡ଼ିକ ଉପରେ ପଡ଼ିବା ଆରମ୍ଭ କରିଛି। ଭାରତ ସରକାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇବା ଦ୍ୱାରା ଏବେ ବାଂଲାଦେଶରେ ପିଆଜ ଦାମ୍‌…

ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ, ପ୍ରିଜାଇଡିଂ ଅଫିସରମାନଙ୍କୁ ବରଗଡ଼ ଜଜ୍‌ ହାଇସ୍କୁଲ ଏବଂ ପଦ୍ମପୁର ଅଞ୍ଚଳ କଲେଜରେ ପ୍ରଶିକ୍ଷଣ…

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?