Home Left

ରଜ ପରେ ଯୁକ୍ତ୨ କଳା, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରଜ ପରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଆସନ୍ତା ୧୭ କିମ୍ବା ୧୮ତାରିଖରେ ରେଜଲ୍ଟ ବାହାରିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୩ତାରିଖରେ…

ଲଣ୍ଡନ ହାଇକୋର୍ଟରେ ଆବେଦନ ଖାରଜ;ଜାମିନ ପାଇବାରେ ନୀରବ ୪ର୍ଥ ଥର ବିଫଳ

ଲଣ୍ଡନ,୧୩-୬: ପିଏନ୍‌ବି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ବୁଧବାର ଲଣ୍ଡନ ହାଇକୋର୍ଟରୁ ଜୋରଦାର ଝଟକା ଲାଗିଛି। ବିଚାରପତି ଇନଗ୍ରିଡ ସିମଲର ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ବିଚାରପତି ରାୟ ପ୍ରକାଶ କଲାବେଳେ…

ସ୍ବାସ୍ଥ୍ୟ ପାଇଁ ବରଦାନ ସେଓ: ନିୟମିତ କରନ୍ତୁ ସେବନ, ଏସବୁ ରୋଗରୁ ପାଇବେ ମୁକ୍ତି

ସୁସ୍ଥ ରହିବାକୁ ସମସ୍ତେ ଚାହାନ୍ତି। ମାତ୍ର ବର୍ତ୍ତମାନର ଜୀବନଶୈଳୀରେ ସେସବୁ ସମ୍ଭବ ହୋଇପାରୁନାହିଁ। କେଉଁଠି ନା କେଉଁଠି ଅବହେଳା କାରଣରୁ ଅଧିକାଂଶ ଲୋକ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ତେବେ ନିଜକୁ ସୁସ୍ଥ ରଖିବା ପାଇଁ ଚାହୁଁଥିଲେ ପ୍ରତିଦିନ ସକାଳେ…

ଭାରତ ମୁଭି ଦେଖିଲେ ଟିମ୍‌ ଇଣ୍ଡିଆ ସଦସ୍ୟ

ଟ୍ରେଣ୍ଟ ବ୍ରିଜ୍‌,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରୁ ବ୍ରେକ୍‌ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା, ମହେନ୍ଦ୍ର ସିଂ ଧୋନୀ ଓ କେଦାର ଯାଦବଙ୍କ ସମେତ ଅନ୍ୟ ଖେଳାଳିମାନେ ଏହି…

ଆଇସିସି ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଅଷ୍ଟ୍ରେଲିଆ

ଟଣ୍ଟନ,୧୩।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କୁପର ଆସୋସିଏଟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି…

ଶ୍ରେଣୀ ଗୃହରେ ମୋବାଇଲ ଫୋନ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ୍‌,୧୩ା୬-ଖରା ଛୁଟି ପରେ ଆସନ୍ତା ୧୯ତାରିଖରେ ସ୍କୁଲ ଖୋଲିବ। ଏହା ପୂର୍ବରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା। ଖରା ଛୁଟି ଚାଲିଥିବା ବେଳେ ବାତ୍ୟା…

ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଗତବର୍ଷ ମେ ମାସ ସୁଦ୍ଧା ଜିଲାରେ ୩୫୭ଟି ସଡକ ଦୁର୍ଘଟଣା ଘଟିଥିଲା। ଚଳିତ…

ପ୍ରସିଦ୍ଧ ଚୁଇ ମିକ୍ସଚର ଦେଇଛି ପରିଚୟ

କେନ୍ଦୁଝର, ୧୩ା୬ (ସ୍ବ.ପ୍ର.) କେନ୍ଦୁଝର ସହର ଗାନ୍ଧୀ ଛକ ନିକଟ ମ୍ୟୁନିସିପାଲିଟି ମାର୍କେଟରେ ରହିଛି ଚୁଇ ମିକ୍ସଚର ଦୋକାନ ।ଦୋକାନ କହିଲେ ଏକ ଠେଲା ଦୋକାନ । ତାଙ୍କ ଭଲ ନାମ ରଘୁନାଥ ବେହେରା। ଡାକ ନାମ ଚୁଇ। କିନ୍ତୁ ଚୁଇ…

ଶହେରୁ ଅଧିକ ରୋଗରୁ ରଖେ ଦୂରେଇ…

ଗପସପ କରିବାକୁ ସମସ୍ତଙ୍କୁ ଭଲ ଲାଗେ। ବିଶେଷ କରି ଏଭଳି ଗୁଣ ମହିଳାମାନଙ୍କର କ୍ଷେତ୍ରରେ ଅଧିକ ଦେଖିବାକୁ ମିଳିଥାଏ। ଗପସପ ଦ୍ୱାରା ମାନସିକ ଶାନ୍ତି ମିଳିବା ସହିତ ଶହେରୁ ଅଧିକ ପ୍ରକାର ରୋଗ ଭଲ ହୋଇଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି…

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପୋଲସରା ଥାନା ପଙ୍କଳବାଡ଼ିର ହରପ୍ରସାଦ ପୋଲାଇ…

ଟ୍ରକରୁ ୫୦୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୨।୬- ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଗୋଇଲୁଣ୍ଡି ଛକରୁ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଟ୍ରକରେ ୨୦ଟି ଜରି ଅଖାରେ ୫୦୦ କେଜି ଗଞ୍ଜେଇ ଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ଏହି ଘଟଣାରେ ଟ୍ରକ ଡ୍ରାଇଭର ଢେଙ୍କାନାଳ ଜିଲା…

ଦୂଷିତ ପାଣି ପିଉଛନ୍ତି ଲୋକେ

ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା ବେଳେ ଏକ ମାତ୍ର ନଳକୂପ ଉପରେ ଘଣ୍ଟା ଘଣ୍ଟା ଧରି ପାଣି ପାଇଁ ଗ୍ରାମବାସୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri