Home Left

‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି ଏମିତି ସ୍ଲୋଗାନ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆରମ୍ଭ କରିଛ ‘ମୁଁ ସଫେଇବାଲା’…

୧୫୪ ଜିଲାରେ ନିଅଣ୍ଟ ବର୍ଷା

ନୂଆଦିଲ୍ଲୀ,୩ା୧୦: ଚଳିତ ମୌସୁମୀରେ ସର୍ବାଧିକ ବୃଷ୍ଟିପାତ ହୋଇଛି। ୨୫ ବର୍ଷ ମଧ୍ୟରେ ଏହା ସବୁଠୁ ଅଧିକ ବର୍ଷଣ ମୌସୁମୀ ବୋଲି କୁହାଯାଉଛି। ଏହା ସତ୍ତ୍ୱେ ଦେଶର ନିଅଣ୍ଟ ବର୍ଷା ଅନୁଭୂତ ହୋଇଛି। ଅର୍ଥାତ୍‌ ପ୍ରତି ୫ ଜିଲାରୁ ଗୋଟିଏ ଜିଲା ବା…

ଆମେରିକା କଟକଣାକୁ ଅଣଦେଖା: ରୁଷିଆରୁ ଆସିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ଓ୍ବାଶିଂଟନ, ୩ା୧୦: ଭାରତ ରୁଷିଆନିର୍ମିତ ଭୂପୃଷ୍ଠରୁ ଆକାଶମାର୍ଗକୁ ଭେଦ କରିପାରୁଥିବା ଏସ୍‌-୪୦୦ ଟ୍ରୁମ୍ଫ କ୍ଷେପଣାସ୍ତ୍ର କ୍ରୟ କରିବ। ଏହା ଭାରତର ପ୍ରତିରକ୍ଷା କ୍ଷେତ୍ରରେ ବେଶ୍‌ ସହାୟକ। ଏନେଇ ଆମେରିକାର ଟ୍ରମ୍ପ ପ୍ରଶାସନକୁ ଅବଗତ କରାଯାଇଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ…

ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା

ଫୁଲନଖରା,୩ା୧୦(ଡି.ଏନ୍‌.ଏ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ରାଜ୍ୟ ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି। ଏହାକୁ କଟକ ଜିଲା ତେଲଙ୍ଗାପେଣ୍ଠ ଗାନ୍ଧୀ ସ୍ମୃତିପୀଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ତେଲଙ୍ଗାପେଣ୍ଠ, କୋଠସାହି, ବଢେଇ ସାହି,…

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ ପ୍ରକାଶ…

ଓପନିଂ କରିବା ମୋତେ ସୁହାଉଛି: ରୋହିତ

ବିଶାଖାପାଟଣା,୩।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଅପରାଜିତ ଶତକ ହାସଲ କରିବା ପରେ ଭାରତୀୟ ଓପନର ରୋହିତ ଶର୍ମା ବେଶ୍‌ ଆସ୍ବସ୍ତି ଲାଭ କରିଥିବେ। ଟେଷ୍ଟରେ ଇନିଂସ ଓପନ୍‌ କରିବା ମୋତେ ବେଶ୍‌ ସୁହାଉଛି। ଏଥିପାଇଁ ଅବଶ୍ୟ ମାନସିକ ଭାବେ…

ବିପର୍ଯ୍ୟୟ ପରିଚାଳନା ଲାଗି କଣ୍ଟ୍ରୋଲ୍‌ ରୁମ୍‌

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇବାରେ କେନ୍ଦ୍ର ଓ ରାଜ୍ୟ ସଂସ୍ଥାଗୁଡିକ ବିଳମ୍ବ କରୁଥିବାରୁ ବହୁ ଜୀବନ ହାନି ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ସଂସ୍ଥାଗୁଡିକ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ସରକାର ସମନ୍ବିତ କଣ୍ଟ୍ରୋଲ…

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର ଅହମଦାବାଦଠାରେ ‘ସ୍ବଚ୍ଛ ଭାରତ ଦିବସ’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସେ କହିଥିଲେ, ୫ ବର୍ଷ…

ଯୁକ୍ତ ୨ ନାମଲେଖାରେ ଅନିୟମିତତା ପ୍ରସଙ୍ଗ: ଅସୁବିଧାରେ ପକାଯାଇଥିବା ପିଲାଙ୍କ ତାଲିକା ସଂଗ୍ରହ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାଏମ୍‌ଏସ(ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌) ପକ୍ଷରୁ ଯୁକ୍ତ୨ ନାମ ଲେଖାରେ ହୋଇଥିବା ଅନିୟମିତତା ଘଟଣାର ସମାଧାନ କରିବା ପାଇଁ ତତ୍ପରତା ପ୍ରକାଶ ପାଇଛି। ଉପରକୁ ସାଏମ୍‌ଏସ କର୍ତ୍ତୃପକ୍ଷ ଦୋଷ ଲୁଚାଉଥିବା ବେଳେ ଭିତରେ ଅସୁବିଧାରେ ପଡିଥିବା ଛାତ୍ରୀଛାତ୍ରଙ୍କ ସମସ୍ୟା ଦୂର…

ଜାତିସଂଘରେ ଗାନ୍ଧୀ ଜୟନ୍ତୀ

ଜାତିସଂଘ, ୩ା୧୦ : ଜାତିସଂଘ ସମେତ ବିଭିନ୍ନ ଦେଶରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ବିଶ୍ୱ ହିଂସାର ଭୟାବହତା ମଧ୍ୟଦେଇ ଗତି କରୁଥିବାବେଳେ ମହାତ୍ମା ଗାନ୍ଧୀଙ୍କ ଶାନ୍ତି ଓ ସ୍ଥାୟୀ ବିକାଶ ସମ୍ପର୍କିତ ଦୂରଦୃଷ୍ଟି ସାରା ବିଶ୍ୱ ପାଇଁ…

ଭାରତ ସପକ୍ଷରେ ବ୍ରିଟେନ କୋର୍ଟ ରାୟ: ପାକିସ୍ତାନର ନୁହେଁ ନିଜାମଙ୍କ ସମ୍ପତ୍ତି

ଲଣ୍ଡନ,୩ା୧୦(ପି.ଟି.): ହାଇଦ୍ରାବାଦର ନିଜାମଙ୍କ ସମ୍ପତ୍ତି ଉପରେ ପାକିସ୍ତାନର ଦାବିକୁ ବ୍ରିଟେନ ହାଇକୋର୍ଟ ବୁଧବାର ଅଗ୍ରାହ୍ୟ କରିଦେଇଛନ୍ତି। ବହୁ ଦଶନ୍ଧି ଧରି ଲାଗି ରହିଥିବା ଏହି ବିବାଦର ରାୟ ଭାରତ ସପକ୍ଷରେ ଯାଇଛି। ୧୯୪୭ରେ ଦେଶ ବିଭାଜନ ବେଳେ ନିଜାମଙ୍କର ବିପୁଳ ପାଣ୍ଠି…

ବାଙ୍କୁଆଳ ଦୁର୍ଗାପୂଜା କମିଟି: ଆକର୍ଷଣ ହେବ ୫୧ ଫୁଟର ରାବଣ

ପୁରୁଣା ଭୁବନେଶ୍ୱର,୩ା୧୦(ଡି.ଏନ.ଏ.): ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ଆଗମନ ନେଇ ପ୍ରସ୍ତୁତି ଜୋରସୋର ଆଗେଇ ଚାଲିଛି। ଏହି ଅବସରରେ ସ୍ଥାନୀୟ ବାଙ୍କୁଆଳ ଦୁର୍ଗାପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ଚଳିତବର୍ଷ ଦ୍ୱିତୀୟ ବର୍ଷରେ ପଦାର୍ପଣ କରିଛି। ବାଙ୍କୁଆଳ ଗ୍ରାମବାସୀଙ୍କ ଆଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?