ପୂଜାରେ ଶାଢ଼ି ଫ୍ୟାଶନ
କୌଣସି ପର୍ବପର୍ବାଣି ହେଉ କି ବିଶେଷ କିଛି ଅକେଜନ୍ରେ ମହିଳାମାନେ ନିଜକୁ ସଜେଇହେବାକୁ କେତେ ଉପାୟ ଆପଣାଇଥାନ୍ତି। ସେଥିମଧ୍ୟରୁ ଶାଢ଼ି ଅନ୍ୟତମ। ଆଉ ଦିନ କେଇଟା ପରେ ଦୁର୍ଗାପୂଜା । ଆପଣ ଶାଢ଼ି ମଧ୍ୟରେ କେଉଁ ଡିଜାଇନ ପିନ୍ଧିଲେ ସୁନ୍ଦର ଏବଂ…
କଶ୍ମୀର ପ୍ରସଙ୍ଗରେ ଚୁପ୍ ରହିବାରୁ ହଟହଟା ହେଲେ ପାକିସ୍ତାନ ଅଭିନେତ୍ରୀ
ଇସଲାମାବାଦ,୧।୧୦:ପାକିସ୍ତାନର ପ୍ରସିଦ୍ଧ ଅଭିନେତ୍ରୀ ମେହଓ୍ବିଶ୍ ହାୟାତ୍ କଶ୍ମୀର ପ୍ରସଙ୍ଗରେ କୌଣସି ମତ ନ ରଖିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲର ଶିକାର ହେବାକୁ ପଡିଛି। ମେହଓ୍ବିଶଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁ…
କେଇଟା ଦିନ ପରେ ଦୁର୍ଗାପୂଜା: ଘରକୁ ଦିଅନ୍ତୁ ଟ୍ରାଡିଶନାଲ ଲୁକ୍
ଦିନ କେଇଟା ପରେ ଦୁର୍ଗାପୂଜା। ଏହି ସମୟରେ ଫେଷ୍ଟିଭ ସିଜନ୍ରେ ଘରକୁ କିପରି ଦେବେ ଟ୍ରାଡିଶନାଲ ଲୁକ୍, ଜାଣନ୍ତୁ ଏ ସମ୍ପର୍କରେ.. ଡ୍ରଇଂରୁମ୍ ସେଣ୍ଟର ପିସ୍ କିମ୍ବା କର୍ନର ରଖା ହୋଇଥିବା ଫ୍ଲାଓ୍ବାର ଆରେଞ୍ଜମେଣ୍ଟ ପୂଜାର ମାହୋଲକୁ ଆହୁରି ବଢ଼ାଇ ଦେଇଥାଏ।…
ଶାଗୁଆନ କାଠ, ଟ୍ରାକ୍ଟର ଜବତ: ଜଣେ ଗିରଫ
ନୟାଗଡ଼ ଅଫିସ,୧ା୧୦- ନୟାଗଡ଼ ଜିଲା ଶରଣକୁଳ ଥାନା ଗୋତିସାହି ବାଉଁଶିଆ ରାସ୍ତାରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୯ ଗୋଟି ଶାଗୁଆନ ଲଗ୍ ସହିତ ଏକ ଟ୍ରାକ୍ଟର (ନଂ.ଓଆର ୨୫ ଏ ୧୨୮୭) ଜବତ କରାଯାଇଛି। ଏହି…
ଫାଇଲିନ୍ରେ ନଷ୍ଟ ହୋଇଥିଲା ଝାଉଁବଣ: ୬ ବର୍ଷ ଧରି ପଡ଼ି ଖତଖାଉଛି କାଠ
କୃଷ୍ଣପ୍ରସାଦ,୧।୧୦(ଡି.ଏନ.ଏ.)- ବଙ୍ଗୋପସାଗର ଉପକୂଳ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ବ୍ରାହ୍ମଣଦେଓ ଗାଁ ନିକଟ ଝାଉଁବଣରେ ଗତ ୬ ବର୍ଷ ହେଲା ପଡ଼ି ନଷ୍ଟ ହେଉଛି ଲକ୍ଷାଧିକ ଟଙ୍କାର ଝାଉଁକାଠ। ୨୦୧୩ ଫାଇଲିନ ବାତ୍ୟାରେ ଭାଙ୍ଗିପଡିଥିଲା ହଜାର ହଜାର ପରିମାଣର ଝାଉଁଗଛ…
ପେନ୍ସନ୍ ନେବାକୁ ମନାକଲେ ଜେଟ୍ଲୀଙ୍କ ପରିବାର
ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା ସଭାପତି ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ ଚିଠି ଲେଖି ଜଣାଇଛନ୍ତି। ତାଙ୍କୁ ମିଳିବାକୁ ଥିବା…
ଆଜିଠୁ ଦେଶରେ ଲାଗୁହେଲା ଏହିସବୁ ନିୟମ, ହୋଇଯାନ୍ତୁ ସତର୍କ
ନୂଆଦିଲ୍ଲୀ, ୧।୧୦: ଅକ୍ଟୋବର ୧ ଅର୍ଥାତ୍ ଆଜିଠୁ ଦେଶର ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ୨ ଅକ୍ଟୋବରରୁ ସାରା ଦେଶରେ ପ୍ଲାଷ୍ଟିକରୁ ପ୍ରସ୍ତୁତ ଜିନିଷ ବ୍ୟବହାର ଉପରେ କଟକଣା ଲଗାଯାଇଛି। ଦେଶରେ ବଢ଼ୁଥିବା ପ୍ରଦୂଷଣକୁ ଦେଖି ସରକାର ଏହି ନିଷ୍ପତ୍ତି…
ଗିରଫ ୫ ଗୋଚାଲାଣକାରୀ ଜେଲ ଗଲେ: ଆନ୍ଧ୍ରପ୍ରଦେଶର ନରସିଂହପାଟଣାକୁ ଚାଲାଣ ହେଉଥିଲେ ଗୋରୁ
ରଣପୁର,୧ା୧(ସ୍ବ.ପ୍ର.): ରଣପୁର ପୋଲିସ ଅଟକ ରଖିଥିବା ୫ ଗୋଚାଲାଣକାରୀଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ରଣପୁର ସବ୍ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ ଟାଉନ ଥାନା ସିନ୍ଦୂରିଆ କରଣସାହିର ସଲମନ…
ନୂଆଗାଁ ବ୍ଲକରେ ସାମାଜିକ ସମୀକ୍ଷା ପ୍ରହସନ: ସହଯୋଗ କରୁନାହାନ୍ତି କର୍ମଚାରୀ
ନୂଆଗାଁ,୧ା୧୦(ଡି.ଏନ.ଏ.): ପ୍ରତି ଆର୍ଥତ୍କ ବର୍ଷରେ ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ସାମାଜିକ ସମୀକ୍ଷା ମାଧ୍ୟମରେ ଲୋକାଭିମୁଖୀ କରାଇବା ବ୍ୟବସ୍ଥା ରହିଛି। ହେଲେ ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ…
ହସ୍ପିଟାଲ, ଆର୍ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ
କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍ଦାର କରିଛି। ସ୍ପେଶାଲ ଡ୍ରାଇଭ୍ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର ଆର୍ଟିଓରୁ…
ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ
ବେତନଟୀ, ୧।୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)। ପ୍ରକାଶ ଯେ, ଗଜେନ୍ଦ୍ର ଜଣେ ପଡ଼ୋଶୀଙ୍କ ସହ ଶୌଚ ପାଇଁ ଗାଁ ନିକଟ…
ତେଜିଲା ଅନୁଭବ, ମଞ୍ଜିତ ତିକ୍ତତା
ଭୁବନେଶ୍ୱର,୧।୧୦(ବ୍ୟୁରୋ): ପୁଣି ଚର୍ଚ୍ଚାରେ ଅଭିନେତା ତଥା କେନ୍ଦ୍ରାପଡା ଏମ୍ପି ଅନୁଭବ ମହାନ୍ତି। ପଡୋଶୀ ତଥା ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସ ଓ ଅନୁଭବଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ପଦାକୁ ଆସିଛି। ସୋମବାର ଏହା ଆହୁରି ତେଜିଥିବାବେଳେ ମଝିରେ…

