Home Left

ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେବାକୁ ଗଡକରୀଙ୍କ ଏମ୍‌ଏସ୍‌ଏମ୍‌ଇଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ ସରକାର ଇକ୍ୱିଟି କ୍ରୟ କରିବେ। ଏଥି ଲାଗି ୧୦,୦୦୦ କୋଟି ଟଙ୍କାର ଏକ…

କୋଇଲା ସମସ୍ୟା : ନାଲ୍‌କୋ ସିପିପିର ୬ ୟୁନିଟ୍‌ ବନ୍ଦ

ବଅଁରପାଳ, ୧।୧୦ (ଡି.ଏନ୍‌.ଏ.)- ତାଳଚେରସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ କିଛିଦିନ ହେଲା ନାଲ୍‌କୋ ନିଜସ୍ବ ବିଦ୍ୟୁତ୍‌ ପ୍ଲାଣ୍ଟ (ସିପିପି)ର ଗୋଟିଏ ପରେ ଗୋଟିଏ…

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ କିଶୋରିଲାଲ ସରଳିଆ, ବିନୋଦ କୁମାର ସରଳିଆ, ଲକ୍ଷ୍ମୀ ହୋଣ୍ଡାର ବିକ୍ରେତା ବିକ୍ରମ ଅଗ୍ରୱାଲ…

ଆଜି ଖୋଲିବ ରେଙ୍ଗାଳି ଗେଟ

କଣିହାଁ,୧।୧୦(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଳି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଊର୍ଦ୍ଧ୍ୱରେ ରହିଛି। ଏ ନେଇ ମଙ୍ଗଳବାର ଅକ୍ଟୋବର ମାସର ପ୍ରଥମ ଦିନରେ ବନ୍ୟାଜଳ ନିଷ୍କାସନ ପାଇଁ ଗେଟ୍‌ ଖୋଲିବ ବୋଲି ନଦୀ ବନ୍ଧ ତଳମୁଣ୍ଡରେ ଥିବା…

ଏମ୍‌ସିଏ ନିର୍ବାଚନରେ ଭୋଟ ଦେଇପାରିବେ ତେନ୍ଦୁଲକର, ଭେଙ୍ଗସରକର

ମୁମ୍ବାଇ,୧।୧୦(ପିଟି): ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ଦୀଲିପ ଭେଙ୍ଗସରକରଙ୍କ ସହ ୩୯ ଜଣ ଅନ୍ତର୍ଜାତୀୟ କ୍ରିକେଟର ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ନିର୍ବାଚନରେ ଭୋଟ ଦେବାକୁ ଯୋଗ୍ୟ। କାର୍ଯ୍ୟସୂଚୀ ଅନୁଯାୟୀ, ଆସନ୍ତା ୪ ତାରିଖରେ ଏମ୍‌ସିଏ ନିର୍ବାଚନ ଅନୁଷ୍ଠିତ ହେବ।…

ଶାରଦୀୟ ନବରାତ୍ର: ରାଶି ଅନୁସାରେ କରନ୍ତୁ ପୂଜା, ପାଇବେ ଶୁଭଫଳ

ଶାରଦୀୟ ନବରାତ୍ର ପୂଜା ରବିବାରଠାରୁ ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ଦିନ ଧରି ସାରା ଦେଶରେ ମହାମାୟୀ ପୂଜା ପାଇବେ। ଏହି ୯ ଦିନକୁ ମହାନବରାତ୍ର ଭାବେ ପାଳନ କରାଯାଏ। ନବରାତ୍ର ଅବସରରେ ଶ୍ରଦ୍ଧାଳୁମାନେ ଦେବୀଙ୍କୁ ମନ୍ଦିର ଓ ପୀଠରେ ପୂଜାର୍ଚ୍ଚନା…

୨୦୨୪ ନିର୍ବାଚନରେ ଶଶି ଥରୁରଙ୍କୁ ପରାସ୍ତ କରିବାକୁ ଚାହୁଁଛନ୍ତି ଏହି କ୍ରିକେଟର

ଥିରୁଭାନନ୍ତପୁରମ୍‌,୩୦।୯: ୨୦୨୪ ଲୋକ ସଭା ନିର୍ବାଚନରେ ଥିରୁଭାନନ୍ତପୁରମ୍‌ ଆସନରୁ ଶଶି ଥରୁରଙ୍କୁ ପରାସ୍ତ କରିବାକୁ ଚାହୁଁଛନ୍ତି କ୍ରିକେଟର୍‌ ଶାନ୍ତାକୁମାରନ୍‌ ଶ୍ରୀସନ୍ଥ। ଆଇପିଏଲ ସ୍ପଟ ଫିକ୍ସି ମାମଲାରେ ଛନ୍ଦି ହୋଇପଡିଥିବା ଏହି କ୍ରିକେଟର ୨୦୧୬ରେ ଭାଜପା ଟିକେଟରୁ କେରଳ ଥିରୁଭାନନ୍ତପୁରମ୍‌ ବିଧାନସଭା ଆସନରୁ…

ବାବରଙ୍କଠାରୁ ପଛରେ କୋହଲି

କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ ଅଧିନାୟକ କୋହଲିଙ୍କ କ୍ୟାରିୟରର ୮୨ତମ ଦିନିକିଆ ମ୍ୟାଚ୍‌ରେ ୧୧ତମ ଶତକ ଲଗାଇଥିଲେ। କିନ୍ତୁ ବାବର…

୧୦୦ ଅନ୍ତର୍ଜାତୀୟ ଟି୨୦ ଖେଳିଥିବା କ୍ଲବରେ ଆଲିସା ହେଲି

ସିଡ୍‌ନୀ,୩୦।୯(ପିଟି): ଗତକିଛି ବର୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହୋଇ ରହିଥିବା ଉଇକେଟକିପର ଆଲିସା ହେଲି ସୋମବାର କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ମହିଳା କ୍ରିକେଟରଙ୍କ ମଧ୍ୟରେ ସେ ୯ମ ଖେଳାଳି ଭାବେ ଏହି…

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ…

ଖନ୍ତାପଡ଼ା ଥାନା ଘେରାଉ ଘଟଣା: ଆଇନକୁ ହାତକୁ ନ ନେବା ପାଇଁ ପୋଲିସର ପରାମର୍ଶ

ବାହାନଗା, ୩୦ା୯(ଡି.ଏନ.ଏ.)-ମଦ ବିରୋଧୀ ମହିଳାଙ୍କ ଦ୍ୱାରା ରବିବାର ସନ୍ଧ୍ୟାରେ ଖନ୍ତାପଡା ଥାନା ଘେରାଉ ଘଟଣା ପରେ ସୋମବାର ମହିଳା ସଦସ୍ୟାମାନଙ୍କ ସହିତ ପୋଲିସ୍‌ର ବୈଠକ ଅନୁଷ୍ଠିତ ହୋଇଥିଲା। ଚୋରା ମଦ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା ପଡିଛନ୍ତି। ଭିଜିଲାନ୍ସ ଦୁର୍ଗା ପ୍ରସାଦଙ୍କ ନଁାରେ ନଂ. ୪୨/୧୯ରେ ମାମଲା ରୁଜୁ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?