ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ, ଚାଳକ ଫେରାର
ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ବନ ବିଭାଗ ଏକ ଚୋରା ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି। ଏଥିସହିତ ଟ୍ରକ୍ଟରରୁ ୭୫ରୁ ଊର୍ଦ୍ଧ୍ୱ ଶାଳ କାଠ ଜବତ କରାଯାଇଛି। ପ୍ରକାଶ ଯେ, ସୋମବାର…
ଗ୍ୟାସ ଟାଙ୍କିରୁ ଅଗ୍ନିକାଣ୍ଡ, ଜଳିଗଲା ଆଜବେଷ୍ଟ ଘର
ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ସରାଙ୍ଗ ସୁବର୍ଣ୍ଣ ପାଟଣା ସାହିର ଲକ୍ଷ୍ମୀଧର ବେଜଙ୍କ ଘରେ ଥିବା ଗ୍ୟାସ ଟାଙ୍କିରୁ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଘରେ ଥିବା ଆସବାବ ପତ୍ର ସମେତ ବହୁ ସାମଗ୍ରୀ ପୋଡ଼ିଯାଇଛି। ଏଥିସହିତ ଆଜବେଷ୍ଟସ…
ବେଆଇନ କାଠଗୋଲାରେ ଚଢ଼ାଉ
ବନ୍ତ, ୩୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବେଆଇନ କାଠଗୋଲାରେ ସୋମବାର ଜିଲା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବହୁ ପରିମାଣର କାଠ ଜବତ କରାଯାଇଥିବା ଜଣାଯାଇଛି। ଭଦ୍ରକ ଡିଏଫ୍ଓ ପି ପାଣ୍ଡିଆନଙ୍କ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ
ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି । ତାଙ୍କୁ କୋର୍ଟ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ…
ରାତିରେ ଶୁଣନ୍ତୁ ସଙ୍ଗୀତ; ଶରୀର ହେବ ସୁନ୍ଦର…
ଶରୀରକୁ ସୁନ୍ଦର ରଖିବା ପାଇଁ କେତେକ ଲୋକ ବିଭିନ୍ନ ଉପାୟ ଗ୍ରହଣ କରିଥାନ୍ତି। ତେବେ ନିୟମିତ ଅଭ୍ୟାସ କରି ରାତିରେ କିଛି ସମୟ ପାଇଁ ସଙ୍ଗୀତ ଶୁଣିଲେ ଶରୀର ସୁଢ଼ୋଳ ହୋଇଥାଏ। ଏନେଇ ଭିଏନା ବିଶ୍ୱ ବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ…
୯୦ବର୍ଷରେ ଇନ୍ଷ୍ଟାଗ୍ରାମରେ ଡେବ୍ୟୁ କଲେ ସୁର ସମ୍ରାଜ୍ଞୀ
ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହୁଥିବା ଲତା ମଙ୍ଗେସ୍କର ପ୍ରାୟ ଟୁଇଟରରେ ଟୁଇଟ୍ କରିଥାଆନ୍ତି। ଟୁଇଟ୍ର କିଛି ସମୟ ମଧ୍ୟରେ ଏହା ଲୋକଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଥାଏ। ନିକଟରେ ୯୦ତମ ଜନ୍ମଦିନ ପାଳିଥିବା ଭାରତର କୋକିଳକଣ୍ଠୀ ଏବେ ଇନ୍ଷ୍ଟାଗ୍ରାମରେ…
ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍ରିରୁ ବବିତା ଫୋଗଟ
ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ। ସେହିପରି ପ୍ରଦେଶ…
ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ
ଉଚ୍ଚ ରକ୍ତଚାପ ବା ହାଇପର୍ ଟେନସନ୍ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍ରୋଗ, କିଡ୍ନୀ ସମ୍ଯଯା, ଷ୍ଟ୍ରୋକ୍ ଏବଂ ଅନେକ ଗମ୍ଭୀର ରୋଗର ଆଶଙ୍କା ସୃଷ୍ଟିହୁଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ଲୋକେ ଔଷଧଠୁ ନେଇ ଅନେକ ଘରୋଇ…
ରାଜ୍ୟପାଳଙ୍କ ଦ୍ୱାରା ୨ ନୂଆ କୁଳପତି ନିଯୁକ୍ତ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ୨ଟି ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଲାଗି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣିଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରଫେସର ହରିହର ହୋତାଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ…
ଭାରତରେ ଚାଇନା ବାଣ: ସତର୍କ ସୂଚନା ଜାରି
ନୂଆଦିଲ୍ଲୀ,୩୦।୯: ଆଗକୁ ଆଲୋକର ପର୍ବ ଦୀପାବଳି ଆସୁଥିବାରୁ ଘାତକ ଚାଇନା ବାଣ ଭାରତ ପ୍ରବେଶ କରିଛି। ଏନେଇ ଡିଆରଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତୀୟଙ୍କୁ କ୍ଷତି ପହଞ୍ଚାଇବା ଏବଂ ପରିବେଶ ପ୍ରଦୂଷଣ କରିବା ନିମନ୍ତେ ପାକିସ୍ତାନର ବନ୍ଧୁ ଚାଇନା…
ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ
ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ ବୋଲି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ କହିଛନ୍ତି। ମନମୋହନ ଶିଖ୍ ସମ୍ପ୍ରଦାୟର…
ଅନ୍ଲାଇନ୍ରେ ପିଆଜ କିଲୋ ୧୫୦, ଆଳୁ ୧୦୦
ଲକ୍ଷ୍ନୌ,୩୦।୯: ସମଗ୍ର ଦେଶରେ ଏବେ ପିଆଜ ଦର ବୃଦ୍ଧି ପାଇଛି। ଏହାର ବର୍ଦ୍ଧିତ ଦର ସାଧାରଣ ଲୋକଙ୍କ ପକେଟ୍କୁ ସିଧା ମାଡ଼ କରୁଛି। କେଉଁଠି ପିଆଜ କିଲୋ ପ୍ରତି ୬୦ଟଙ୍କା ହୋଇଥିବା ବେଳେ ଆଉ କେଉଁଠି ୮୦ ଟଙ୍କା ହୋଇଛି। ହେଲେ…

