Home Left

ପଞ୍ଜାବରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ହାଇଆଲର୍ଟ ଜାରି

ଚଣ୍ଡିଗଡ,୩୦।୯:ପଞ୍ଜାବର ୪ଟି ସହରରେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରିଛନ୍ତି। ଗୁଇନ୍ଦା ସୁତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅମୃତସର, ପଠାନକୋର୍ଟ, ବାଟଲା ଏବଂ ଗୁରୁଦାସପୁରରେ ଆତ୍ମଘାତୀ ଆକ୍ରମଣ ଯୋଜନା ଥିବାରୁ ପଞ୍ଜାବ ପୋଲିସ ପକ୍ଷରୁ ଉକ୍ତ ସହର ଗୁଡିକରେ ହାଇଆଲର୍ଟ ଜାରି କରାଯାଇଛି।…

ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ଉପ-ଉଚ୍ଚାୟୁକ୍ତଙ୍କୁ ରିପୋର୍ଟ ତଲବ କଲା ପାକିସ୍ତାନ

ଇସଲାମାବାଦ୍‌,୩୦।୯: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ମିଛୁଆ ପାକିସ୍ତାନ ଭାରତ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି। ଏନେଇ ଭାରତୀୟ ଉପ-ଉଚ୍ଚାୟୁକ୍ତ ଗୌରବ ଅହଲୁଓ୍ବାଲିଆଙ୍କୁ ରିପୋର୍ଟ ତଲବ କରିଛି ପାକିସ୍ତାନ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…

୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର ଶହୀଦଙ୍କ ପ୍ରତି ପ୍ରକୃତ ଶଦ୍ଧାଞ୍ଜଳି

ଅହମ୍ମଦାବାଦ,୩୦।୯:କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସୋମାବାର ପୁଣି ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ନେଇ ମତ ରଖିଛନ୍ତି। ଅହମ୍ମଦାବାଦରେ ଆୟୋଜିତ ଆରଏଏଫର ୨୭ତମ ସ୍ଥାପନା ଦିବସରେ ଭାଗ ନେଇ ଶାହ କହିଛନ୍ତି, ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର…

ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା

ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏସମ୍ପର୍କରେ ରାଜ୍ୟ ସ୍ତରୀୟ ବ୍ୟାଙ୍କରର୍ସ କମିଟି(ଏସ୍‌ଏଲ୍‌ବିସି) ବିଧିବଦ୍ଧ ପଦକ୍ଷେପ ନେବ।…

ହେଲମେଟ୍‌ ପିନ୍ଧି ଚାଲିଛି ଗର୍‌ବା ନୃତ୍ୟ

ସୁରତ,୩୦।୯:ଗୁଜରାଟର ସୁରତ ସହରରେ ଏଥର ଭିନ୍ନ ଢଙ୍ଗରେ ନବରାତ୍ର ପୂଜା ଆରମ୍ଭ ହୋଇଛି। ନବରାତ୍ରୀ ଅବସରରେ ବିଭିନ୍ନ ସ୍ଥାନରେ ଗର୍‌ବା କାର୍ଯ୍ୟକ୍ରମାନ ଆୟୋଜନ କରାଯାଉଛି। ଗର୍‌ବାରେ ଭାଗ ନେଉଥିବା ଲୋକମାନେ ମୁଣ୍ଡରେ ହେଲମେଟ୍‌ ପିନନ୍ଧି ନୃତ୍ୟ କରୁଥିବାର ଦେଖାଯାଇଛି। ସଡର ସୁରକ୍ଷା…

ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ

ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଅନ୍ତର୍ଜାତୀୟ ସମୁଦାୟ ଆଗରେ ଏହି ପ୍ରସଙ୍ଗ ଉଠାଇଥିଲେ। ଇମ୍ରାନ ୫୦ ମିନିଟ ଭାଷଣର ଅଧା ସମୟ କଶ୍ମୀର ପ୍ରସଙ୍ଗରେ…

ଆଦର୍ଶ ବିଦ୍ୟାର୍ଥୀ ସମ୍ମାନ: ଓଡ଼ିଶାରୁ ଶୁଭସ୍ମିତା

ରାଜନଗର, ୩୦।୯(ବଡି.ଏନ୍‌.ଏ.): ଅନ୍ତର୍ଜାତୀୟ ଶିଶୁ ଶାନ୍ତି ପୁରସ୍କାର ପାଇଁ ଭାରତରୁ ୧୦ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଓଡ଼ିଶାରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲର ୮ମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସାମିଲ…

ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର

ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍‌ଏଫ୍‌ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍‌ୟନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି)ରେ ରବିବାର ତେଜ ବାହାଦୁର ସାମିଲ ହୋଇଛନ୍ତି। ଦଳରେ ସାମିଲ ହେବା…

୧୦ ଶିଶୁଙ୍କ ମଧ୍ୟରୁ ୮ଜଣ ମୁଖ ଗହ୍ବର ସଂକ୍ରମଣରେ ପୀଡ଼ିତ: ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଶିଶୁ ଅଧିକ ମୁଖ ଗହ୍ବର ସଂକ୍ରମଣ ସମସ୍ୟାରେ ପୀଡ଼ିତ ରହିଛନ୍ତି। କାଣ୍ଟାର ଆଇଏମ୍‌ଆର୍‌ବିର ରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୧୦ଶିଶୁଙ୍କ ମଧ୍ୟରୁ ୮ଜଣଙ୍କର ଏହି ସମ୍ବନ୍ଧୀୟ ସମସ୍ୟା ରହିଛି। ତେବେ କିଛି ପିଲାଙ୍କୁ ନେଇ କରାଯାଇଥିବା ସର୍ଭେରୁ ଜଣାପଡ଼ିଥିଲା…

ମନ୍ତ୍ରୀ ଯାଉଥିବା ବିମାନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଏକ ଇଣ୍ଡିଗୋ ବିମାନରେ ନିଆଁ ଲାଗିଯିବାରୁ ଗୋଆରେ ଏହା ଜରୁରିକାଳୀନ ଅବତରଣ କରିଛି। ଏହି ବିମାନରେ ଗୋଆର ପରିବେଶ ମନ୍ତ୍ରୀ ନିଲେଶ କାବରାଲ ଯାତ୍ରା କରୁଥିଲେ। ଏହା ସହ କୃଷି ବିଭାଗର ବିଭିନ୍ନ ଉଚ୍ଚପଦସ୍ଥ କର୍ମଚାରୀଙ୍କ ସହ ମୋଟ…

ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ଏହାକୁ ଆପଣେଇ ପାରିଲେ ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନଙ୍କ ଦ୍ୱାରା ସଦ୍ୟ ସମାପିତ ଗବେଷଣାରୁ ଏ ସମ୍ପର୍କରେ ସୂଚନା ମିଳିଛି। ତାହା କ’ଣ…

ପୃଥୁଳତା ଓ ବ୍ୟାକ୍ଟେରିଆ

ପୃଥୁଳତା ବା ମେଦ ବୃଦ୍ଧି ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଅଧିକ ତେଲଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌ ଖାଇଲେ ତାହା ଓଜନ ବଢ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। କିନ୍ତୁ ଏହି ତାଲିକାରେ ଆଉ ଏକ କାରଣକୁ ନିକଟରେ ଯୋଡ଼ାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?