Home Left

୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍‌ ଶାନ୍ତି ଆଲୋଚନା

କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର ମନ୍ତ୍ରୀ ଅବଦୁଲ୍‌ ସଲାମ୍‌ ରହିମ୍‌ ସୂଚନା ଦେଇଛନ୍ତି। ଶାନ୍ତି ଆଲୋଚନାର ପ୍ରଥମ ବୈଠକ…

୧୯ ମାସ ମଧ୍ୟରୁ ୧୭ ମାସ ହସ୍ପିଟାଲରେ ରହି ସାରିଲେଣି ଲାଲୁ

ରାଞ୍ଚି,୨୮।୭: ସାଧାରଣତଃ ଜେଲ ଯାଉ ଯାଉ ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କ ଦେହ ଖରାପ ହୋଇଯାଇଥିବା ଦେଖାଯାଏ। ଏହି କ୍ରମରେ ଯଦି ରାଞ୍ଚିର ବିର୍ଶା ମୁଣ୍ଡା ଜେଲ କଥା ବିଚାରକୁ ନିଆଯାଏ ତେବେ ଗତ ୧୦ ବର୍ଷ ମଧ୍ୟରେ ପାଖାପାଖି ଡଜନେ ଭିଆଇପି…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ,୨୮।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କର ରବିବାର ପରଲୋକ ହୋଇଛି। ହାଇଦ୍ରାବାଦରେ ୭୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ନିମୋନିଆରେ ପୀଡିତ ଥିବା ରେଡ୍ଡୀଙ୍କୁ ଶନିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରେଡ୍ଡୀ…

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ ଉପରେ ଜୋର୍‌ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଏସ୍‌ଟି କାଉନସିଲ୍‌ ଶନିବାର ଇ-ଯାନ ଉପରେ…

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପାରମ୍ପରିକ ଇନ୍ଧନରେ ଚାଲୁଥିବା ଗାଡ଼ିର ନୂଆ ପଞ୍ଜୀକରଣ…

ପ୍ରେସିଡେଣ୍ଟ କପ୍‌ ବକ୍ସିଂ: ଫାଇନାଲରେ ମେରୀକମ୍‌, ବିଧୁରୀ

ନୂଆଦିଲ୍ଲୀ,୨୮।୭(ପି.ଟି.)- ଇଣ୍ଡୋନେସିଆର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ମହିଳା ବକ୍ସର ମେରୀକମ୍‌ ଓ ପୁରୁଷ ତାରକା ବକ୍ସର ଗୌରବ ବିଧୁରୀ ଫାଇନାଲରେ ପ୍ରବେଶ କରିଛନ୍ତି। ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ହାସଲ…

ଥାଇଲାଣ୍ଡ୍‌ ଓପନ୍‌: ଆଶିଷଙ୍କୁ ସ୍ବର୍ଣ୍ଣ, ଭାରତକୁ ୮ ପଦକ

ନୂଆଦିଲ୍ଲୀ, ୨୮।୭ (ପି.ଟି.)- ଏସିଆନ୍‌ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଆଶିଷ କୁମାର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ୍‌ ଓପନ୍‌ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଆଶିଷ ଏହି ସଫଳତା…

ଧର୍ମସେନାଙ୍କ ସପକ୍ଷରେ ଆଇସିସି

ନୂଆଦିଲ୍ଲୀ,୨୮ା୭(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ମୁହଁ ଖୋଲିଛି। ଗତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟର କୁମାର ଧର୍ମସେନାଙ୍କ ବିବାଦୀୟ ନିଷ୍ପତ୍ତିକୁ ଯଥାର୍ଥ ବୋଲି କହିଛି। ଜୁଲାଇ ୧୪ରେ ଇଂଲଣ୍ଡର ଲଡର୍‌ସଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ମଧ୍ୟରେ ଫାଇନାଲ…

ଶ୍ରେଷ୍ଠ-୫୦ ପ୍ରଭାବଶାଳୀ ଭାରତୀୟ ତାଲିକାରେ ଦୂତୀ: କୋହଲି ସପ୍ତମ, ଅମିତାଭ ନବମ, ଦୂତୀ ୪୭ତମ ସ୍ଥାନରେ

ନୂଆଦିଲ୍ଲୀ,୨୮।୭(ପି.ଟି.)- ଦେଶର ଦ୍ରୁତତମ ଧାବିକା ତଥା ଓଡ଼ିଆ ମହିଳା ଆଥଲେଟ୍‌ ଦୂତୀ ଚାନ୍ଦ ଆଉ ଏକ ସମ୍ମାନର ଅଧିକାରୀ ହୋଇଛନ୍ତି। ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଦେଶର ଶ୍ରେଷ୍ଠ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ନେଇ ପ୍ରକାଶିତ ହୋଇଥିବା ତାଲିକାରେ ସ୍ଥାନ ପାଇଛନ୍ତି।…

‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ରେ ଶ୍ରଦ୍ଧା କପୁର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଅଭିନୟ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର। ସେ ଶୁଟିଂସେଟ୍‌ର ଏକ ଅବିସ୍ମରଣୀୟ ମୁହୂର୍ତ୍ତରେ ବେଶ୍‌ ଖୁସି ପ୍ରକାଶ କରି ପୂରା ଟିମ୍‌କୁ ଲମ୍ବା ଥ୍ୟାଙ୍କ-ୟୁ ଜଣାଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।…

ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର

ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର ବହୁଳ ବ୍ୟବହାର ଫଳରେ ମାଟିର ଉର୍ବରତା ହ୍ରାସ, ଗୃହପାଳିତ ପ୍ରାଣୀଙ୍କ ପ୍ରତି ବିପଦ,…

ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ । ଏହାକୁ ଗୋଟିଏ ମୁହୂର୍ତ୍ତ ଛାଡ଼ି ରହିବା ଅସମ୍ଭବ। ତେବେ ମୋବାଇଲର ବହୁଳ ବ୍ୟବହାର ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri