କେନ୍ଦ୍ରୀୟ ପୂଜା କମିଟି ବୈଠକ: ଭସାଣିରେ ବାଜିବନି ଡିଜେ
ଅନୁଗୋଳ ଅଫିସ, ୩୦।୯: ଆସନ୍ତା ଅକ୍ଟୋବର ୪ରେ ଅନୁଗୋଳ ସହରରେ ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ରେ ସହରର ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ ପୂଜା ପାଇବେ। ଏ ନେଇ କେନ୍ଦ୍ରୀୟ ପୂଜା କମିଟି ପକ୍ଷରୁ ଚୂଡ଼ାନ୍ତ…
ସରକାରଙ୍କ ତ୍ରୁଟି : ପିଲା ଯିବେ କୁଆଡ଼େ
ଭୁବନେଶ୍ୱର,୩୦ା୯: ରାଜ୍ୟରେ ଭୁଶୁଡି ପଡିଥିବା ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବା ଲାଗି ଗୋଟିଏ ପଟେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା କହୁଛନ୍ତି। ଅନ୍ୟପଟେ ସରକାରଙ୍କ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ…
କପିଳଙ୍କ ନେତୃତ୍ୱରେ ଗଠିତ ସିଏସି ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ
ନୂଆଦିଲ୍ଲୀ, ୩୦।୯ (ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ନେତୃତ୍ୱାଧୀନ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ବିରୋଧରେ କୌଣସି ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ ବୋଲି ପ୍ରଶାସକ କମିଟି ମୁଖ୍ୟ (ସିଓଏ) ମୁଖ୍ୟ ବିନୋଦ ରାୟ କହିଛନ୍ତି। ଭାରତୀୟ ପୁରୁଷ ଦଳ…
୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ
ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ…
ଏଫ୍ପିଆଇ ନିବେଶରେ ଉନ୍ନତି
ନୂଆଦିଲ୍ଲୀ,୩୦-୯: ଲଗାତର ଭାବେ ଗତ ୨ ମାସ ଧରି ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର (ଏଫ୍ପିଆଇ) ମାନେ ପୁଞ୍ଜି ପ୍ରତ୍ୟାହାର କରିଥିବା ବେଳେ ସେପ୍ଟେମ୍ବରରେ ଏଥିରେ ସୁଧାର ଆସିଛି। ବିଦେଶୀ ନିବେଶମାନେ ସେପ୍ଟେମ୍ବର ମାସରେ ୭,୭୧୪ କୋଟି ଟଙ୍କାର ନେଟ୍…
୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷିତ
ବେଙ୍ଗାଲୁରୁ,୩୦।୯(ପି.ଟି.)- ଆଗାମୀ ଅଷ୍ଟ୍ରେଲିଆ ଗସ୍ତକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ଜୁନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ଏକ ୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷଣା କରିଛି। ସ୍ଥାନୀୟ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)ରେ ସୋମବାରଠାରୁ ଏହି ଶିବିର ଆରମ୍ଭ…
ଭାରତୀୟ ହକି ଦଳର ବିଜୟଧାରା ଜାରି
ଆଣ୍ଟରେପ (ବେଲଜିୟମ),୩୦।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବା ଭାରତୀୟ ପୁରୁଷ ହକି ଦଳ ଦମ୍ଦାର ପ୍ରଦର୍ଶନ କରି ବିଜୟଧାରା ଅବ୍ୟାହତ ରଖିଛି। ରବିବାର ଅନୁଷ୍ଠିତ ତୃତୀୟ ମ୍ୟାଚ୍ରେ ଭାରତ ୫-୧ ଗୋଲରେ ସ୍ପେନ୍କୁ ହରାଇଛି। ଏଥିସହ ସ୍ପେନ୍ ବିପକ୍ଷରେ ଭାରତ କ୍ରମାଗତ ଦ୍ୱିତୀୟ…
ନୟାଗଡ଼ରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ
ନୟାଗଡ଼ ଅଫିସ,୩୦ା୯: ଗୋଟିଏ ଦିନରେ ନୟାଗଡ଼ରେ ୩ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ନୟାଗଡ଼ ବ୍ଲକ ଲାଉସେଣା ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ (୧୪), ଲାଠିପଡ଼ା ଗ୍ରାମର ନିର୍ମଳା ନାହାକ (୩୦) ଓ ସୁମନ୍ତ ନାହାକ (୨୫)। କୃଷ୍ଣଚନ୍ଦ୍ରଙ୍କ…
ଦଲାଲ୍ଙ୍କ କବ୍ଜାରେ ଜିଲା ମୁଖ୍ୟ ଚିକିତ୍ସାଳୟ : ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ
ନୟାଗଡ଼ ଅଫିସ,୩୦ା୯: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ଶନିବାର ରାତିରେ ଜଣେ ମହିଳା ପିଲା ଚୋରି କରି ନେଉଥିବା ବେଳେ ଲୋକମାନେ ହୋହଲ୍ଲା କରିବାରୁ ସେ ପଳାଇ ଯାଇଥିଲେ। ସେହିଭଳି ରବିବାର…
ମହିଳା ହକି: ଭାରତ- ବ୍ରିଟେନ ମ୍ୟାଚ୍ ଡ୍ର
ମାର୍ଲୋ (ଇଂଲଣ୍ଡ), ୩୦।୯ (ପି.ଟି.)- ୟୁକେ ଗସ୍ତରେ ଯାଇଥିବା ଭାରତୀୟ ମହିଳ ହକି ଦଳ ତା’ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ଗ୍ରେଟ ବ୍ରିଟେନ୍ ବିପକ୍ଷରେ ମ୍ୟାଚ୍ ଡ୍ର ରଖିଛି। ରବିବାର ଏଠାରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ୧-୧…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍: କୋଲମେନଙ୍କ ଚମକ
ଦୋହା,୩୦।୯ (ଏଏଫ୍ପି)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ୧୭ତମ ସଂସ୍କରଣରେ ଆମେରିକା ତାରକା ସ୍ପ୍ରିଣ୍ଟର କ୍ରିଷ୍ଟିଆନ କୋଲମେନ ଅତି ସୁନ୍ଦର ଢଙ୍ଗରେ ୧୦୦ମିଟର ଦୌଡରେ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ଖଲିଫା ଇଣ୍ଟର ନ୍ୟାଶନାଲ ଷ୍ଟାଡିୟମରେ ସେ ଏହି ରେସ୍ର…
ହାର୍ଟ ଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…
ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ ଦହି ଖାଇଲେ ଉଚ୍ଚ ରକ୍ତଚାପ ସ୍ବାଭାବିକ ହୋଇଥାଏ। ଦହିରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ପୋଟାସିୟମ୍, ଭିଟାମିନ୍…

