Home Left

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ସାରା ବିଶ୍ୱରେ ପ୍ରତିଦିନ ପ୍ରଚୁର ଖାଦ୍ୟ ନଷ୍ଟ ହୋଇଥାଏ। ପରିବେଶ ପ୍ରଦୂଷଣର ଏହା ଅନ୍ୟତମ…

ଆମେରିକାରେ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା

ହ୍ୟୁଷ୍ଟନ,୨୯ା୯(ପି.ଟି.): ଆମେରିକାର ଟେକ୍ସାସରେ ଜଣେ ଭାରତୀୟ-ଆମେରିକୀୟ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା କରାଯାଇଛି। ଆମେରିକା ପୋଲିସ ବିଭାଗରେ ସନ୍ଦିପ୍‌ ସିଂ ଧଲିଓ୍ବାଲଙ୍କୁ ଦାଢ଼ି ରଖିବା ଓ ପଗଡି ବାନ୍ଧିବାକୁ ଅନୁମତି ମିଳିଲାବେଳେ ସବୁ ଜାତୀୟ ଗଣମାଧ୍ୟମର ଶିରୋନାମା ମଣ୍ଡନ କରିଥିଲା। ଏହି…

ଆଇଏନ୍‌ଏକ୍ସ ମିଡିଆ ମାମଲା: ସିବିଆଇକୁ କେନ୍ଦ୍ରର ଅନୁମତି; ୪ ଅଧିକାରୀଙ୍କ ବିରୋଧରେ ତଦନ୍ତ ଚାଲିବ

ନୂଆଦିଲ୍ଲୀ,୨୯ା୯: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ନୀତି ଆୟୋଗର ପୂର୍ବତନ ସିଇଓଙ୍କ ସମେତ ୪ ବରିଷ୍ଠ ପୂର୍ବତନ ଅଧିକାରୀଙ୍କ ବିରୋଧରେ ତଦନ୍ତ କରିବା ଲାଗି ସିବିଆଇକୁ ସରକାର ଅନୁମତି ଦେଇଛନ୍ତି। ୨୦୦୭ରେ ଆଇଏନ୍‌ଏକ୍ସ ମିଡିଆରେ ବିଦେଶୀ ପୁଞ୍ଜିନିବେଶ ଲାଗି ଅନୁମତି ପ୍ରଦାନରେ…

ରୁଥ୍‌ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଦୋହା, ୨୯।୯- ଦୋହାରେ ଚାଲିଥିବା ଆଇଏଏଏଫ୍‌ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଆଥ୍‌ଲେଟ୍‌ ଭାବେ କେନିଆର ଧାବିକା ରୁଥ୍‌ ଚେପନଗେଟିଚ୍‌ ସ୍ବର୍ଣ୍ଣ ପଦକ ଜିତିବାର କୃତୀତ୍ୱ ହାସଲ କରିଛନ୍ତି। ମହିଳା ବିଭାଗ ମାରାଥନ (୪୨.୧୯୫ କି.ମି.)ରେ ୨୫ ବର୍ଷୀୟା ରୁଥ୍‌ ପ୍ରଥମ…

ଚାଇନା ପାରା-ବ୍ୟାଡ୍‌ମିଣ୍ଟନ: ଦୁଇଟି ପଦକ ନିଶ୍ଚିତ କଲେ ପ୍ରମୋଦ

ଭୁବନେଶ୍ୱର, ୨୯।୯(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ଷ୍ଟାର୍‌ ଶଟ୍‌ଲର ପ୍ରମୋଦ ଭଗତ ଚାଇନାର ୟୁହାଙ୍ଗ ଝାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ସେ ୨ଟି ପଦକ ନିଶ୍ଚିତ…

ବାରବାଟୀ ଷ୍ଟାଡିୟମ: ସୁଧୁରିନି ଫନୀ ପ୍ରକୋପ

କଟକ ଅଫିସ,୨୯।୯- ବାରବାଟୀ ଷ୍ଟାଡିୟମରେ ନ ହୋଇପାରେ ଆସନ୍ତା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌। ଏବେ ସୁଦ୍ଧା ଫନୀ ପ୍ରଭାବର କ୍ଷୟକ୍ଷତି ପୂରଣ ହୋଇନି। ଭଙ୍ଗାରୁଜା ଅବସ୍ଥାରେ ପଡ଼ିଛି ରାଜ୍ୟର ଏହି ଅନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ କ୍ରିକେଟ ଷ୍ଟାଡିୟମ। ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ…

ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ

ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ଏବେ ସାଧାରଣ ଜନତାଙ୍କ ପାଇଁ ମରଣଯନ୍ତା ପାଲଟିଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ…

ମେଡିକାଲ, ଆର୍‌ଟିଓରୁ ଦଲାଲ୍‌ ଛୁ

ଅନୁଗୋଳ ଅଫିସ, ୨୯।୯ – ସରକାରୀ କାର୍ଯ୍ୟାଳୟ, ମେଡିକାଲରୁ ଦଲାଲଙ୍କୁ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଅନୁଗୋଳ ପୋଲିସର ଘନ ଘନ ଚଢ଼ାଉ କାମ ଦେଇଛି। ଶୁକ୍ରବାର ୭ଜଣଙ୍କୁ ଗିରଫ କରାଯାଇଥିବାରୁ ଏବେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏପରିକି…

ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ

ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ପଲିଥିନକୁ ନିଷେଧ କରାଯାଇଛି। ଅନୁଗୋଳ ଜିଲାକୁ ପଲିଥିନ ମୁକ୍ତ କରିବାକୁ ଜିଲାପାଳ…

ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି

ବ୍ରହ୍ମପୁର ଅଫିସ୍‌,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍‌ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍‌ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ ରାଷ୍ଟ୍ରପତି…

ଆଧାର ଦେଇଛି ଦୁଃଖ

ରାଇସୁଆଁ,୨୯।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡା ପଞ୍ଚାୟତର ସଲରାପେଣ୍ଠ ଗ୍ରାମର ମା’ ବାପା ଛେଉଣ୍ଡ ୧୧ ବର୍ଷର ଝିଅ ସୀମା । ଜନ୍ମ ପରେ ତାଙ୍କ ମା’ କେଉଁ ଆଡେ ଚାଲିଯାଇଥିବା ବେଳେ ରୋଗରେ ପଡି ବାପା କେବେଠାରୁ…

ଦବିଲା ମହିଁଷାସୁରୀ ପୋଲ

କପ୍ତିପଦା,୨୯ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରାତନ ପୋଲ ଦବି ଯାଇଛି ା ଏହି ପୋଲରେ ବିରାଟ ଫାଟ ମଧ୍ୟ ସୃଷ୍ଟି ହୋଇଛି। ଫଳରେ ପୋଲଟି ଭାଙ୍ଗି ପଡ଼ିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?