Home Left

ପରିବହନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ଥାନାରେ ଏତଲା

ଯୋଡ଼,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡାଠାରେ ଲୁହାପଥର ପିଲେଟ ପରିବହନକୁ କେନ୍ଦ୍ର କରି ମାରପିଟ୍‌ ହୋଇଛି। ଏ ନେଇ ଥାନାରେ ଏତଲା ହୋଇଥିବା ମଧ୍ୟ ଜଣାପଡିଛି । ସୂଚନାନୁଯାୟୀ, ଶୁକ୍ରବାର ବାଂଶପାଣି ରେଳସାଇଡିଂରୁ ଗଚ୍ଛିତ ରଖାଯାଇଥିବା ପିଲେଟ ପରିବହନ…

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ ଶନିବାର…

ପୂର୍ବତନ ବିଶ୍ୱସୁନ୍ଦରୀଙ୍କ ଅଧୁରା ସ୍ବପ୍ନ, ଫଟୋ ଶେୟାର କରି ଲେଖିଲେ ଏମିତି

ପୂର୍ବତନ ବିଶ୍ୱସୁନ୍ଦରୀ ତଥା ଅଭିନେତ୍ରୀ ସୁସ୍ମିତା ସେନ୍‌ ଦୀର୍ଘଦିନ ଧରି ବଡ଼ପରଦାରୁ ଦୂରେଇ ଯାଇଥିଲେ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସୁସ୍ମିତା ବୟଫ୍ରେଣ୍ଡ୍‌ ଏବଂ ପାଳିତା କନ୍ୟାଙ୍କ ସହିତ ବର୍ତ୍ତମାନ ମାଳଦ୍ୱୀପରେ ଛୁଟି କଟାଉଛନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ…

ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଆତଙ୍କବାଦୀ ପୋଲିସ ହାତରେ ଧରାପଡ଼ିଲେ

ଶ୍ରୀନଗର,୨୮।୯: ଏକ ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଜଣେ ସନ୍ଦିଗ୍ଧ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ପୋଲିସ ହାତରେ ଧରାପଡ଼ିଛନ୍ତି। ହରିୟାଣାର ଅମ୍ବାଲାଠାରେ ଚେକିଂ ସମୟରେ ଆତଙ୍କବାଦୀଙ୍କୁ ଗିରଫ କରି ଜମ୍ମୁ ପୋଲିସକୁ ହସ୍ତାନ୍ତର କରାଯାଇଛି। ଆମ୍ବାଲା ପୋଲିସକୁ ଗୋଇନ୍ଦା ସୂତ୍ରରୁ…

ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍‌ଟିଓ କାର୍ଯ୍ୟାଳୟରୁ ଏକାଧିକ ଦଲାଲଙ୍କୁ ଗିରଫ କରାଯାଇଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ…

ବିଜେପୁର ଉପନିର୍ବାଚନ: ପୋଲିସର ଉଚ୍ଚସ୍ତରୀୟ ବୈଠକ

ବରଗଡ଼ ଅଫିସ, ୨୮।୯: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଅକ୍ଟୋବର ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ରାଜନୈତିକ ଦଳ ତତ୍ପର ହୋଇପଡିଥିବା ବେଳେ ପୋଲିସ, ପ୍ରଶାସନ ମଧ୍ୟ ପଛରେ ପଡ଼ିନାହାନ୍ତି। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶୃଙ୍ଖଳିତ କରିବା…

ବ୍ୟାୟାମ କରିବା ସମୟରେ ପଡ଼ିଗଲେ ଅମୀରଙ୍କ ଝିଅ, ଭିଡିଓ ଭାଇରାଲ

ଅମୀର ଖାନ୍‌ଙ୍କ ଝିଅ ଇରା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବ୍ୟାୟାମ କରିବା ସମୟରେ ସେ ପଡ଼ିଯାଇଥିବା ନଜର ଆସିଛି। ଇରା ଜିମ୍‌ ସେଣ୍ଟରରେ ଏକ ରଡ୍‌ରେ ଓହଳି ବଡି ମୁଭ୍‌ ପାଇଁ ଚେଷ୍ଟା କରୁଥିଲେ। ଏହି…

କଲ୍ଲୀ ପୁରୀଙ୍କୁ ମିଳିଲା ମିଡିଆ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଭାବଶାଳୀ ମହିଳା ସମ୍ମାନ

ଇଂଲଣ୍ଡ,୨୮।୯: ଇଣ୍ଡିଆ ଟୁଡେ ଗ୍ରୁପ୍‌ର ଭାଇସ୍‌ ଚେୟାରମ୍ୟାନ କଲ୍ଲୀ ପୁରୀଙ୍କୁ ‘ଇଣ୍ଡିଆଜ୍‌ ମୋଷ୍ଟ ପାଓ୍ବାରଫୁଲ ଓ୍ବିମେନ ଇନ୍‌ ମିଡିଆ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ଶୁକ୍ରବାର ବ୍ରିଟିଶ ସଂସଦରେ କନ୍‌ଫ୍ଲୁଏନ୍ସ ଏକ୍ସିଲେନ୍ସ ଆଓ୍ବାର୍ଡ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ କଲ୍ଲୀଙ୍କୁ ଉକ୍ତ…

ସ୍ବାସ୍ଥ୍ୟକେନ୍ଦ୍ରରେ ସରପଞ୍ଚଙ୍କ ପୁଅ ତାଲା ପକାଇବା ଘଟଣା : ଏହାକୁ ବିରୋଧ କରି ଗ୍ରାମବାସୀଙ୍କ ଧାରଣା

ବାହାନଗା, ୨୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ଶୁକ୍ରବାର ଅପରାହ୍ନରେ ସରପଞ୍ଚଙ୍କ ପୁଅ ଓ ତାଙ୍କର ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ତାଲା ପକାଇ ଦେଇଥିଲେ। ଫଳରେ ଗ୍ରାମବାସୀ ଏହ ଘଟଣାକୁ ବିରୋଧ କରି…

ଖଡଗ୍‌ପୁର ରେଳଷ୍ଟେଶନରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଳେଶ୍ୱର,୨୮।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଶନିବାର ଭୋର ସମୟରେ ଖଡଗ୍‌ପୁର ରେଳଷ୍ଟେଶନରୁ ରେଳବାଇ ପୋଲିସ ଗିରଫ କରିଛି। ସେ ହେଲେ ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଶେଖ୍‌ ରଫିବୁଲ। ସେ…

ଖାତା ଖୋଲିପାରିଲେ ନାହିଁ ରୋହିତ

ବିଜୟନଗରମ,୨୮।୯: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଅନ୍ତିମ ଦିନରେ ପହଞ୍ଚତ୍ଛି। ଏହି ମ୍ୟାଚ୍‌ରେ ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଫର୍ମାଟରେ…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଇ

ସମ୍ବଲପୁର, ୨୮।୯(ବ୍ୟୁରୋ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଶନିବାର ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପଞ୍ଚବାଦ୍ୟ, ଘଣ୍ଟ, ଶଙ୍ଖ, ହରିବୋଲ, ହୁଳହୁଳି ଶବ୍ଦରେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?