ଜଳାତଙ୍କକୁ ରୋକିବ ପ୍ରତିଷେଧକ ବ୍ୟବସ୍ଥା
ଜଳାତଙ୍କ ଉଭୟ ପ୍ରାଣୀ ଓ ମନୁଷ୍ୟଙ୍କୁ ଆକ୍ରାନ୍ତ କରୁଥିବା ଏକ ମାରାତ୍ମକ ଭୂତାଣୁଜନିତ ସଂକ୍ରାମକ ରୋଗ। ଲିସା ଭାଇରସ୍ ନାମକ ଏକ ଭୂତାଣୁ ର଼୍ୟାବିଜ୍ ରୋଗ କରିଥାଏ। ଉପଯୁକ୍ତ ପ୍ରତିଷେଧକ ବ୍ୟବସ୍ଥା ଦ୍ୱାରା ଏହି ରୋଗକୁ ରୋକାଯାଇପାରିବ। କୁକୁର, ବିଲେଇ ଆଦି…
ପୋଲାଭରମ୍ ସିଇଓଙ୍କୁ ନଭେମ୍ବର ୭ରେ ଏନ୍ଜିଟିରେ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନଜିଟି) ଇନ୍ଦିରା ସାଗର ପୋଲାଭରମ ପ୍ରକଳ୍ପର ସିଇଓଙ୍କୁ ଆସନ୍ତା ନଭେମ୍ବର ୭ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲାଭରମ ପ୍ରକଳ୍ପ ପରିବେଶକୁ ବ୍ୟାପକ କ୍ଷତି ପହଞ୍ଚାଯାଉଛି ବୋଲି ଆଗତ ଅଭିଯୋଗ ନେଇ ଟ୍ରିବ୍ୟୁନାଲ ଏହି ନିର୍ଦ୍ଦେଶ…
ମହାନଦୀ ଜଳ ବିବାଦ: ଆଜି ଶୁଣାଣି
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡୋଶୀ ଛତିଶଗଡ ମଧ୍ୟରେ ମହାନଦୀକୁ ନେଇ ବିବାଦ ଲାଗି ରହିଛି। ଟ୍ରିବ୍ୟୁନାଲ ଶନିବାର ଏହି ମାମଲାରେ ଶୁଣାଣି କରିବାକୁ ଯାଉଛି। ଏହାର ଦିନକ ପୂର୍ବରୁ ଓଡିଶା ଏବଂ ଛତିଶଗଡର ପ୍ରତିନିଧି ଦଳ ନୂଆଦିଲ୍ଲୀସ୍ଥିତ ଓଡିଶା ଭବନଠାରେ ଏକ…
୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାର କେତେକ ସ୍ଥାନରେ…
୯୦ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର
ମୁମ୍ବାଇ,୨୮।୯: କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଶନିବାର ୯୦ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୨୯ ସେପ୍ଟେମ୍ବର ୨୮ରେ ଇନ୍ଦୋରଠାରୋ ଜନ୍ମଗ୍ରହଣ କରିଥିଲେ। ୧୯୪୩ରେ ଲତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ସେହିବର୍ଷାଂରୁ ସେ ଗୀତ…
ପ୍ରଦର୍ଶିତ ହେଲା ଫନୀ ସମ୍ପର୍କିତ ବୃତ୍ତଚିତ୍ର
ଭୁବନେଶ୍ୱର,୨୮।୯(ବ୍ୟୁରୋ): ସାମୁଦ୍ରିକ ଝଡ ‘ଫନୀ’ର ସଫଳ ମୁକାବିଲା ଉପରେ ପର୍ଯ୍ୟବସିତ ବୃତ୍ତଚିତ୍ର ଶୁକ୍ରବାର ନ୍ୟାଶନାଲ ଜିଓଗ୍ରାଫିକ୍ ଚ୍ୟାନେଲରେ ରାତି ୯ଟାରେ ପ୍ରସାରିତ ହୋଇଯାଇଛି। ଏହି ବୃତ୍ତ ଚିତ୍ରର ନାମ ‘ ମେଗା ସାଇକ୍ଲୋନ୍ ଫନୀ: ରେସକ୍ୟୁଙ୍ଗ୍ ଏ ମିଲିୟନ’। ମୁଖ୍ୟମନ୍ତ୍ରୀ ନବୀନ…
ସେଲିବ୍ରିଟି ଦନ୍ତା
କଲମ୍ବୋ: କିଛିଦିନ ତଳେ ଜାତୀୟ ତଥା ଅନ୍ତର୍ଜାତୀୟ ଗଣମାଧ୍ୟମର ଶିରୋନାମା ପାଲଟିଥିଲା ‘ଟିକାରି’। କୁପୋଷଣର ଶିକାର ହୋଇଥିବା ହାତୀର କଙ୍କାଳସାର ଶରୀର ଭାଇରାଲ ହୋଇଥିଲା ସୋସିଆଲ ମିଡିଆରେ। ଜୀର୍ଣ୍ଣଶୀର୍ଣ୍ଣ ଶରୀର ସତ୍ତ୍ୱେ ଅମାନବୀୟ ଭାବେ ‘ଟିକାରି’କୁ ସାମିଲ କରାଯାଇଥିଲା ଏସାଲା ସମାରୋହରେ।…
‘ହାଉସ୍ଫୁଲ୍-୪’ର ଟ୍ରେଲର୍ ରିଲିଜ୍
ନୂଆଦିଲ୍ଲୀ: ବଲିଉଡ୍ ସୁୁପରହିଟ୍ ମଲ୍ଟିଷ୍ଟାର୍ କମେଡ଼ି ସିରିଜ୍ ‘ହାଉସ୍ଫୁଲ୍-୪’ର ଟ୍ରେଲର୍ ରିଲିଜ୍ ହୋଇଯାଇଛି। ହାଉସ୍ଫୁଲ୍ ସିରିଜ୍ର ପ୍ରତ୍ୟେକ ଫିଲ୍ମ ବଲିଉଡ୍ରେ ସୁପରହିଟ୍ ରହିଥିବାବେଳେ ଚତୁର୍ଥ ସିରିଜ୍ ମଧ୍ୟ ଦର୍ଶକଙ୍କୁ ଭରପୂର୍ ମନୋରଞ୍ଜନର ଖୋରାକ୍ ଯୋଗାଇବ ବୋଲି ଆଶା କରାଯାଉଛି। ପ୍ରଥମେ ଅକ୍ଷୟ…
ରକ୍ତତୀର୍ଥ ଇରମ
ସ୍ବାଧୀନତା ସଂଗ୍ରାମ ଇତିହାସରେ ମହାତ୍ମା ଗାନ୍ଧୀଙ୍କ ଭାରତଛାଡ ଆନ୍ଦୋଳନ ସର୍ବଶେଷ ଏବଂ ସର୍ବଶ୍ରେଷ୍ଠ ଆନ୍ଦୋଳନ ଭାବେ ଖ୍ୟାତି ଲାଭ କରିଥିଲା, ବିଶ୍ୱ ଇତିହାସରେ ଯେଉଁ ବିପ୍ଳବର ପଟାନ୍ତର ନ ଥିଲା। ଗାନ୍ଧିଜୀଙ୍କ ଡାକରାରେ ସେତେବେଳେ ତେଜି ଉଠିଥାଏ ସାରା ଭାରତ। ଗାଁରୁ…
ଆଜିଠୁ ଗଡ଼ିବ ୪ ନୂଆ ମେମୁ ଟ୍ରେନ: କଟକରୁ ପୁରୀ, ଭଦ୍ରକ ଓ ପାରାଦୀପ ଚଳାଚଳ କରିବ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ପୂର୍ବତଟ ରେଳପଥ ୪ଟି ନୂଆ ମେମୁ ଟ୍ରେନ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ଶନିବାରଠାରୁ ଏହି ଟ୍ରେନଗୁଡ଼ିିକ ପୁରୀ-କଟକ, କଟକ-ଭଦ୍ରକ, କଟକ-ପାରାଦ୍ୱୀପ ସେକ୍ସନ ମଧ୍ୟରେ ଚଳାଚଳ କରିବ। ପୁରୀ-କଟକ ମେମୁ ଟ୍ରେନ(୬୮୪୧୫-୬୮୪୧୬) କଟକ-ପୁରୀ ପାସେଞ୍ଜର(୫୮୪୧୫-୫୮୪୧୬) ବଦଳରେ ଚଳାଚଳ କରିବ।…
କମିଶନରେଟ ପୋଲିସ ସହ ବସ୍ ମାଲିକଙ୍କ ବୈଠକ: ଓଭରବ୍ରିଜ ଉପରେ ହିଁ ଯିବ ଦୂରଗାମୀ ବସ୍
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟା ଦୂର କରିବାକୁ ଦୂରଗାମୀ ବସ୍କୁ ଓଭରବ୍ରିଜ୍ ତଳେ ନ ଯିବାକୁ ପୋଲିସ କମିଶନର ନିର୍ଦ୍ଦେଶ ରହିଥିଲା। ଯେଉଁମାନେ ନିୟମ ଭାଙ୍ଗି ଓଭରବ୍ରିଜ ତଳେ ଯିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା…
ଅସୁସ୍ଥ ହାତୀର ସ୍ବାସ୍ଥ୍ୟରେ ଉନ୍ନତି
ନରାଜ,୨୮।୯(ଡି.ଏନ୍.ଏ.): ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ବାଅଁ।ରାଠାରେ ଗୁରୁବାରଠାରୁ ଏକ ମାଈ ହାତୀ ଅସୁସ୍ଥ ହୋଇପଡ଼ିଥିଲା। ଚିକିତ୍ସକ ଓ ବନ ବିଭାଗ ରାତିତମାମ ଜଗରହି ଚିକିତ୍ସା କରିବାରୁ ଶୁକ୍ରବାର ତା’ ସ୍ବାସ୍ଥ୍ୟରେ ଉନ୍ନତି ହୋଇଛି ବୋଲି ଚିକିତ୍ସା କରୁଥିବା ଓୟୁଏଟିର ପ୍ରଫେସର ଡ. ନିରଞ୍ଜନ…

